Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ, ୮ଟି ସ୍ଥାନରେ ଏକକାଳୀନ ଚଢ଼ଉ

ଅନୁଗୁଳ: ଭିଜିଲାନ୍ସ ଜାଲରେ ଅନୁଗୁଳ ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା। ଭୁବନେଶ୍ୱର, ରାଉରକେଲା, ସୁନ୍ଦରଗଡ଼, ଅନୁଗୁଳ ଓ ଗଞ୍ଜାମର ୮ ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ…

ଡାକ୍ତର ହେବେ ଆଦିମ ଜନଜାତି ଦିଦାୟୀର ପ୍ରଥମ ଝିଅ ଚମ୍ପା; ଶୁଭେଚ୍ଛା ଜଣାଇଲେ ଜିଲ୍ଲାପାଳ

ମାଲକାନଗିରି:ଆଦିମ ଜନଜାତି ଦିଦାୟୀ ସଂପ୍ରଦାୟର ପ୍ରଥମ ଝିଅ ଯିଏ କି ଡାକ୍ତର ହେବେ । ଦୁର୍ଗମ ଗାଁର ଦିଦାୟୀ ଜନଜାତି ଯୁବତୀ ଚମ୍ପା ରାସପେଦା । ସେ ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ଏହି ସଫଳତା ପାଇଁ ଚମ୍ପାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ।…

ଏୟାରପୋର୍ଟରେ ମୃତଦେହ ଅଦଳବଦଳ ଘଟଣା ପାଇଁ ଦାୟୀ କିଏ? ପରିବାର ଆଣିଲେ ସାଂଘାତିକ ଅଭିଯୋଗ

ବାଲେଶ୍ୱର: ଏୟାରପୋର୍ଟରେ ମୃତଦେହ ଅଦଳବଦଳ ଘଟଣା। ପଶ୍ଚିମବଙ୍ଗ କ୍ରିଷ୍ଣନଗରରୁ ସୋରକୁ ଆସିଲା ମୃତଦେହ। ଶବ ଘରକୁ ଆଣିଲେ ସଂପର୍କୀୟ। ତେବେ ଏହି ଘଟଣାକୁ ନେଇ ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ। ଏହି ଘଟଣାରେ ଏୟାରପୋର୍ଟ କର୍ମଚାରୀଙ୍କୁ ଦାୟୀ କଲେ ପରିବାର ଲୋକେ। ସୂଚନା ଅନୁସାରେ…

ବିଷାକ୍ତ ଛତୁ ଖାଇ ଦୁଇ ପରିବାରର ଆଠ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଗଜପତି: ବିଷାକ୍ତ ଛତୁ ଖାଇ ୮ ଅସୁସ୍ଥ । ଗଜପତି ଜିଲ୍ଲା ରାମଗିରି ଥାନା ଦେଉରୀସାହି ଗାଁରେ ଏହି ଅଘଟଣ ଘଟିଛି। ସୂଚନା ଅନୁସାରେ ଉକ୍ତ ଗାଁରେ ବିଷାକ୍ତ ଛତୁ ଖାଇ ଦୁଇ ପରିବାରର ୮ ଜଣ ଗୁରୁତର ଭାବେ ଅସୁସ୍ଥ ହୋଇଛନ୍ତି। ସମସ୍ତ ଅସୁସ୍ଥଙ୍କୁ ପ୍ରଥମେ ରାମଗିରି ସ୍ଵାସ୍ଥ୍ୟ କେନ୍ଦ୍ର ପରେ…

ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲା ବେହାଲ, ବିଭିନ୍ନ ପୋଲ ଉପରେ ୩ରୁ ୪ ଫୁଟର ପାଣି, ଯାତାୟତ ପ୍ରଭାବିତ

ମାଲକାନଗିରି: ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା। ଅନବରତ ବର୍ଷାରେ ବୁଡ଼ିଲା ବିଭିନ୍ନ ପୋଲ। ପଟେରୁ, କାଙ୍ଗୁରକୋଣ୍ଡା, କନ୍ୟାଶ୍ରମ ପୋଲ ଉପରେ ୩ ରୁ ୪ ଫୁଟର ପାଣି ପ୍ରବାହିତ ହେଉଛି। ଜିଲ୍ଲାର ସମସ୍ତ ପୋଲ ଉପରେ ବର୍ଷା ଜଳ ପ୍ରବାହିତ ହେଉଛି। ପୋଲର ଉଭୟ କୂଳରେ ଶତାଧିକ ଗାଡି ଅଟକି…

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ: ପ୍ରବଳ ବର୍ଷା ନେଇ ତିନି ଜିଲ୍ଲାକୁ ରେର୍ଡ ଆଲର୍ଟ

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ସକ୍ରିୟ ରହିଛି ଲଘୁଚାପ। ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ…

ରାତିଅଧରେ ଜଳିଲା ଏମକେସିଜି ମେଡିକାଲ; ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା

ବ୍ରହ୍ମପୁର:ଏମକେସିଜି (MKCG) ମେଡିକାଲ୍‌ ରୋଗ ନିଦାନ କେନ୍ଦ୍ରରେ ଅଗ୍ନିକାଣ୍ଡ । ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ୍ ସେକ୍ସନରେ ଲାଗିଲା ନିଆଁ । ଏସି ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ରହିଛି । ଶୀତ ତାପ ନିୟନ୍ତ୍ରିତରୁ ନିର୍ଗତ ଗ୍ୟାସ ନିର୍ଗତ ହୋଇ କିଛି କର୍ମଚାରୀ…

ମେଡିକାଲ ବେଡରୁ ସାମ୍ନାକୁ ଆସିଲା ନବୀନ ଭିଡିଓ; କହିଲେ ଏପରି କିଛି..

ଭୁବନେଶ୍ବର: ପୁଣି ଥରେ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଡିହାଇଡ୍ରେସନ୍‌ ଯୋଗୁଁ ସେ ରବିବାର ସଂଧ୍ୟା ସମୟରେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।ଏହି ସମୟରେ ମେଡିକାଲ ବେଡ୍ ରୁ ତାଙ୍କର ଏକ ଭିଡିଓ‌…

ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ମାଲକାନଗିରି: ସରକାରଙ୍କ ତରଫରୁ ଆତ୍ନନିର୍ଭରଶୀଳ ନୀତି ନକ୍ସଲଙ୍କୁ ବେଶ ଉତ୍ସାହିତ କରିଛି । ରବିବାର ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲା ପୋଲିସ ନିକଟରେ ୪ ଜଣ ମାଓବାଦୀ ଆସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ ୨ ଜଣ ମହିଳା କ୍ୟାଡର ରହିଛନ୍ତି । ଏମାନେ…

ଆସନ୍ତାକାଲି ମାଲକାନଗିରିରେ ବନ୍ଦ ରହିବ ସମସ୍ତ ସ୍କୁଲ, ଛୁଟି ଘୋଷଣା କଲେ ଜିଲ୍ଲାପାଳ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ କାଲି ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ଛୁଟି ରହିବ । ଅଙ୍ଗନବାଡ଼ି ସହ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ । ଆସନ୍ତାକାଲି ତଥା ଅଗଷ୍ଟ ୧୮ ତାରିଖରେ ଅତିପ୍ରବଳ ବର୍ଷା ନେଇ ମାଲକାନଗିରି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି…