Latest Odisha News

BREAKING NEWS

Browsing Category

ଓଡିଶା

Odisha

Ration Card Holder: ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ, ଏହି ସବୁ ଜିଲ୍ଲାକୁ ଯୋଗାଣ ବିଭାଗର ଚିଠି

ଭୁବନେଶ୍ବର: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ମୁଣ୍ଡ ପିଛା ବଢ଼ିପାରେ ଚାଉଳ। ଗରିବ ଲୋକଙ୍କୁ ଆଶ୍ୱସ୍ତି ଦେବା ପାଇଁ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ରାସନ କାର୍ଡଧାରୀଙ୍କ ପାଇଁ ମାସିକ ଚାଉଳ ଆବଣ୍ଟନକୁ ଦ୍ୱିଗୁଣିତ କରିବା ପାଇଁ ଏକ ପ୍ରସ୍ତାବ ଉପରେ ବିଚାର…

Cuttack Kali Puja: କାଳୀ ଭସାଣି ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା: ୬୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

କଟକ: ଆଜି କଟକରେ କାଳୀପୂଜା ଭସାଣ ଉତ୍ସବ। ତାପୂର୍ବରୁ ସହରର ଫ୍ଲାଗମାର୍ଚ୍ଚ କରିଛି ପୋଲିସ। ଗଳି କନ୍ଦିରେ ତନ୍ନତନ୍ନ କରି କରି ପଇଁତରା ମାରିଛନ୍ତି ସୁରକ୍ଷାକର୍ମୀ। କଟକରେ କାଳୀ ଭସାଣି ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସହରରେ ମୁତୟନ ହୋଇଛନ୍ତି ୬୪ ପ୍ଲାଟୁନ ପୋଲିସ ଫୋର୍ସ।…

Fake Job Racket: ପୋଲିସ ପଞ୍ଝାରେ ମିଛ ଚାକିରି ରାକେଟ୍‌: ୨ ଗିରଫ

ସମ୍ବଲପୁର: ପୋଲିସ ପଞ୍ଝାରେ ମିଛ ଚାକିରି ରାକେଟ୍‌। ୧୨ ହଜାର ଟଙ୍କା ମିଛ ଚାକିରି ବିକ୍ରି ମାମଲାରେ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବୁର୍ଲା ଥାନା ପୋଲିସ। ଗିରଫ ବ୍ୟକ୍ତିମାନେ ହେଲେ ବଡ଼ବଜାରର ରାହୁଲ ଓରଫ ସମ୍ରାଟ ରାୟ (୩୨) ଏବଂ ସାତୁପାଲିର ପଦ୍ମାବତୀ ତାଣ୍ଡି (୩୪)। ଏମାନେ ଏକ…

Nuapada Bypoll: ନୂଆପଡ଼ା ଉପନିର୍ବାଚନ ପ୍ରଚାର : ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷଦିନ

ନୂଆପଡ଼ା: ନୂଆପଡା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ସେପଟେ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି । ମୋଟ୍‌ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ…

ମା କାଳୀଙ୍କ ମୂର୍ତ୍ତି ବିସର୍ଜନ ନେଇ କଟକରେ ଟ୍ରାଫିକ କଟକଣା…

କଟକ: କଟକ ସହରରେ ମା କାଳୀଙ୍କ ମୂର୍ତ୍ତି ବିସର୍ଜନ ସମୟରେ ଟ୍ରାଫିକ ନିୟନ୍ତ୍ରଣ କରିବା ପାଇଁ କମିଶନରେଟ୍ ପୋଲିସ ଶୁକ୍ରବାର ସକାଳ ୭ଟାରୁ କିଛି ରାସ୍ତା ଦେଇ ଯାନବାହାନ ଚଳାଚଳ ଉପରେ କଟକଣା ଜାରି କରିଛି। ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଭିଡ଼କୁ ଦୃଷ୍ଟିରେ ରଖି ଓଡ଼ିଶା ସହରାଞ୍ଚଳ…

Weather Update: ପୁଣି ଦାନା ବାନ୍ଧୁଛି ଲଘୁଚାପ, ୪ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଦକ୍ଷିଣପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ…

ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି

ଭୁବନେଶ୍ବର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି । ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍‌ଓପି । ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି ମେୟର ସୁଲୋଚନା ଦାସ । ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନ୍ସୁରାନ୍ସ । BMC ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି…

Cyber ​​Security: ସଫଳତାର ସହ ଆଗକୁ ବଢ଼ୁଛି ସାଇବର ସୁରକ୍ଷା ଅଭିଯାନ; ହେଇଛି ‘ସାଇବର ମ୍ୟୁଜିୟମ’ର ବ୍ୟବସ୍ଥା

ଭୁବନେଶ୍ବର: ରାଜ୍ୟରେ ସାଇବର ସୁରକ୍ଷା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ - ୨୦୨୫ ବେଶ୍ ସଫଳତାର ସହ ଆଗକୁ ବଢ଼ୁଛି। ଗତ ଅକ୍ଟୋବର ୧୮, ୨୦୨୫ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭୁବନେଶ୍ୱର…

ଜମିବାଡ଼ି ପାଇଁ ଜଣେ ଭାଇ ଆଉ ଜଣେ ଭାଇର ନେଲା ଜୀବନ

ବାଲେଶ୍ବର:ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅନ୍ତର୍ଗତ ବରଡିହା ପଞ୍ଚାୟତର ବଣକାଟି ଗ୍ରାମରେ ଏକ ଅଭାବନୀୟ ଘଟଣା । ଜମିଜମା ଭାଗବଣ୍ଟାକୁ ନେଇ ସାନ ଭାଇ ଆକ୍ରମଣରେ ବଡ଼ ଭାଇର ମୃତ୍ୟୁ । ସାନ ଭାଇ ଗିରଫ । ପୋଲିସର ତଦନ୍ତ ଜାରି ରହିଛି । ମୃତକ ହେଲେ ବଡ଼ ଭାଇ ଖୁଦିରାମ(୪୫)। ଖବରମୁତାବକ,…

ଡିସେମ୍ବରରେ ଓଡ଼ିଶାରେ ହେବ ଗ୍ଲୋବାଲ ଏନର୍ଜି ଲିଡ଼ର୍ସ ସମ୍ମିଳନୀ 

ଭୁବନେଶ୍ୱର: ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଓ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆସନ୍ତା ଡିସେମ୍ବର ମାସ ୬-୭ ରେ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ଗ୍ଲୋବାଲ ଏନର୍ଜି ଲିଡ଼ର୍ସ ସମ୍ମିଳନୀ । ଏଥିରେ ଦେଶ ବିଦେଶରୁ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ । ଏମାନଙ୍କ ମଧ୍ୟରେ ୟୁକେର ପୂର୍ବତନ…