Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହିଳା କନଷ୍ଟେବଳ ହତ୍ୟା ଘଟଣା; ବୀମା ଟଙ୍କା ପାଇଁ ସ୍ବାମୀ ନେଲା ଜୀବନ..

ଭୁବନେଶ୍ୱର: ପୋଲିସ ସେବା ଭବନର ଆକାଉଣ୍ଟସ୍ ବିଭାଗରେ କାର୍ଯ୍ୟରତ କନଷ୍ଟେବଳ ଦୀପକ କୁମାର ରାଉତଙ୍କୁ ତାଙ୍କ ଦ୍ବିତୀୟ ପତ୍ନୀ ଅର୍ଥାତ୍ ଟ୍ରାଫିକ ପୋଲିସ ଭାବେ କାର୍ଯ୍ୟରତ ଥିବା ଶୁଭମିତ୍ରା ସାହୁଙ୍କ ହତ୍ୟା ଅଭିଯୋଗରେ ଗିରଫ କରାଯାଇଛି। ତେବେ ଏହି ଗିରଫଦାରୀ ପରେ ୨୦୨୨ରେ ଏକ ସଡ଼କ…

Fake Certificate Case: ଜାଲ ସାର୍ଟିଫିକେଟରୁ ଚାକିରି କରିବା ମାମଲା: ଆଉ ଜଣକୁ ବାନ୍ଧିଲା କ୍ରାଇମବ୍ରାଞ୍ଚ, ଗିରଫ…

ବଲାଙ୍ଗୀର: ନକଲି ସାର୍ଟିଫିକେଟ ଦେଇ ଚାକିରି କରିବା ମାମଲା। ପୁଣି ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ଜଣକ କଳାହାଣ୍ଡି ଜିଲ୍ଲା କୁଣ୍ଡାବନ୍ଧ ଗାଁର ମଳୟ ଭୋଇ। ଏହି ମାମଲାରେ ଗିରଫଦାରୀ ସଂଖ୍ୟା ୨୬କୁ ବୃଦ୍ଧି ପାଇଛି। ନକଲି ଶିକ୍ଷାଗତ ସାର୍ଟିଫିକେଟ କିଣି ଗ୍ରାମୀଣ ଡାକ…

Four Mou Sign:’ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଆହୁରି ସଶକ୍ତ କରିବ ୪ଟି ବୁଝାମଣାପତ୍ର’

ଭୁବନେଶ୍ଵର: ଆଜି ୧ ଲକ୍ଷ ୬୩ ହଜାର ୭୫୭ ସ୍ଵୟଂ ସହାୟକ ଗୋଷ୍ଠୀଙ୍କ ଆକାଉଣ୍ଟକୁ ବ୍ୟାଙ୍କ ଋଣ ଫେରସ୍ତ ବାବଦକୁ ୧୧୦ କୋଟି ୯୭ ଲକ୍ଷ ୫୮ ହଜାର ୮୬୦ ଟଙ୍କା ଆର୍ଥିକ ଅନୁଦାନ ପ୍ରେରଣ କରାଯିବ ସହ ମିଶନ ଶକ୍ତି ବିଭାଗ ସହ FICSI, TSSC, GJSCI and NCWର ୪ଟି ବୁଝାମଣା ପତ୍ର ସ୍ଵାକ୍ଷର ହୋଇଛି।…

ସ୍ୱତନ୍ତ୍ର ଅଭିଯାନର ୧୭ତମ ଦିନରେ ୧.୧୫ କୋଟି ଟଙ୍କାର ବେଆଇନ ସାମଗ୍ରୀ ଜବତ

ଭୁବନେଶ୍ୱର: ବେଆଇନ ନିଶା କାରବାର ବିରୋଧରେ ଚାଲୁଥିବା କଡା କାର୍ଯ୍ୟାନୁଷ୍ଠାନର ଅଂଶ ସ୍ଵରୂପ ସ୍ୱତନ୍ତ୍ର  ଏନ୍‌ଫୋର୍ସମେଣ୍ଟ ଡ୍ରାଇଭ୍‌ର ୧୭ତମ ଦିନରେ ମୋଟ ୧.୧୫ କୋଟି ଟଙ୍କାର ମୂଲ୍ୟର ବେଆଇନ ସାମଗ୍ରୀ ଜବତ ହୋଇଛି। ମିଳିଥିବା ତଥ୍ୟ ଅନୁସାରେ ଏହି ଅଭିଯାନ ୧୭ ତମ ଦିନରେ ୧୫୦ଟି ମାମଲା…

ମା ପାଇଁ ଗଛଟିଏ ଅଭିଯାନ ୨.୦: ଓଏମସି ପକ୍ଷରୁ ରାଜ୍ୟର ୨୭ ସ୍ଥାନରେ ୧ ଲକ୍ଷ ବୃକ୍ଷ ରୋପଣ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମ ଦିବସ ଅବସରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ କ୍ରମେ ରାଜ୍ୟବ୍ୟାପୀ ଚାଲିଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଆୟୋଜିତ ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନରେ ଓଡ଼ିଶା ଖଣି ନିଗମ ସାମିଲ ହୋଇ ନିଜ ଖଣି ଓ…

ଦିବଙ୍ଗତ ସଦସ୍ୟଙ୍କ ସମ୍ମାନାର୍ଥେ ଆସନ୍ତକାଲି ଯାଏ ବିଧାନସଭା ମୁଲତବି

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଗୁରୁବାର ଦିନ ଆରମ୍ଭ ହୋଇଥିବା ବେଳେ ସ୍ବର୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆ ଏବଂ ପାଞ୍ଚ ଜଣ ପୂର୍ବତନ ଦିବଙ୍ଗତ ସଦସ୍ୟଙ୍କ ପାଇଁ ଶୋକସଭା ପରେ ଦିନକ ଲାଗି ଗୃହକୁ ସ୍ଥଗିତ ରଖାଯାଇଛି। ବରିଷ୍ଠ ବିଜେଡି ନେତା ତଥା ନୂଆପଡ଼ା ବିଧାୟକ ଢୋଲକିଆ…

Odisha Fertilizer: ସାର କଳାବଜାରୀ ହେଉଛି, ଖୁବ୍‌ଶୀଘ୍ର ସମସ୍ୟାର ସମାଧାନ ହେବ: ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…

ଭୁବନେଶ୍ୱର: ରାଜ୍ୟରେ ସାର କଳାବଜାରୀ ହେଉଥିବା ମାନିଲେ ବିଭାଗୀୟ ମନ୍ତ୍ରୀ। ଜାଣିଶୁଣି କିଛି ଲୋକ କଳାବଜାରୀ କରୁଥିବା ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଆବଶ୍ୟକ ପରିମାଣର ସାର ମହଜୁଦ ଅଛି। ଖୁବ୍‌ଶୀଘ୍ର ସମସ୍ୟାର ସମାଧାନ ହେବ। ସରକାର…

Congress No-Confidence Motion: ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ, ଲୋଡିଲା ବିଜେଡି…

ଭୁବନେଶ୍ବର: ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ । ଆଜି ବିଧାନସଭାର ମୌସୁମୀ ଅଧିବେଶନର ପ୍ରଥମ କାର୍ଯ୍ୟଦିବସରେ କଂଗ୍ରେସ ବାଚସ୍ପତିଙ୍କୁ ଚିଠି ଦେଇଥିବା ସୂଚନା ମିଳିଛି । କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏନେଇ ବିଧାନସଭା ସଚିବଙ୍କ ଜରିଆରେ ବାଚସ୍ପତି…

Subhadra Yojana: ପେନସନ୍ ପାଇବେ ଏହି ସୁଭଦ୍ରା ହିତାଧିକାରୀ…

ଭୁବନେଶ୍ବର: ୬୦ ବର୍ଷ ବୟସ୍କ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ । ସୁଭଦ୍ରା ଯୋଜନା ଅଧୀନରେ ୬୦ ବର୍ଷ ଏବଂ ତଦୁର୍ଦ୍ଧ୍ୱ ବୟସର ହିତାଧିକାରୀମାନେ ଏବେ ପେନସନ ଲାଭ ପାଇଁ ଯୋଗ୍ୟ ହେବେ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏଥିପାଇଁ ଆବେଦନ କଲେ ମିଳିବ ପେନସନ୍ । ମଧୁ ବାବୁ…

Odisha Assembly Monsoon Session: ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ: ଶୋକ ପ୍ରସ୍ତାବ ଆଗତ କଲେ…

ଭୁବନେଶ୍ବର: ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଅଧିବେଶନର ପ୍ରଥମ କାର୍ଯ୍ୟ ଦିବସରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଚି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ଏହାପରେ ଆସନ୍ତାକାଲି ପର୍ଯ୍ୟନ୍ତ ଗୃହକୁ ମୁଲତବି ରଖିଛନ୍ତି…