Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ୨ ଟଙ୍କା ବଢ଼ିଲା ଅଣ୍ଡା ଦର, ବୃଦ୍ଧି ପଛର କାରଣ କହିଲେ ବେପାରୀ…

ଭୁବନେଶ୍ୱର: କିଛି ଦିନର ବ୍ୟବଧାନ ପରେ ପୁଣି ବଢ଼ିଲା ଅଣ୍ଡା ଦର । ପୂର୍ବରୁ ବଜାରରେ ୭ଟଙ୍କା ଥିବାବେଳେ, ଏବେ ଏଥିରେ ୨ଟଙ୍କା ବୃଦ୍ଧି ପାଇ ଗୋଟାକ ୯ ଟଙ୍କାରେ ମିଳୁଛି । ସେହିପରି, ଅଣ୍ଡା ଟ୍ରେ’ ୧୮୦ ଟଙ୍କା ଥିବା ବେଳେ ଏବେ ତାହା ୨୭୦ଟଙ୍କାରେ ପହଁଚିଛି । ବେପାରୀଙ୍କ କହିବା ଅନୁସାରେ,…

ହ୍ୟୁମାନ ସାଗରଙ୍କ ମୃତ୍ୟୁର ତଦନ୍ତ ପାଇଁ ଥାନାରେ ଏତଲା ଦେଲେ ମା’ ଶେଫାଳୀ ସୁନା

କଟକ: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦେଲେ ମାଆ ଶେଫାଳୀ ସୁନା । କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ ମାଆ । ହ୍ୟୁମାନଙ୍କର ମୃତ୍ୟୁ ହୋଇନାହିଁ ବରଂ ତାଙ୍କୁ ଜାଣିଶୁଣି ମାରି ଦିଆଯାଇଛି ବୋଲି ସେ ଅଭିଯୋଗ ଆଣିଛନ୍ତି…

ବେଦାନ୍ତ ଓ ପ୍ରଶାସନ ପକ୍ଷରୁ କୋଇଲିଘୁଘର ଜଳପ୍ରପାତରେ ‘ପ୍ଲାଷ୍ଟିକ-ମୁକ୍ତ ପିକନିକ୍ ସ୍ପଟ୍‌’ ସଚେତନତା…

ଝାରସୁଗୁଡା: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ, ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଂଚଳିକ କାର୍ଯ୍ୟାଳୟ ସହିତ ମିଳିତ ଭାବରେ, ଝାରସୁଗୁଡାର ସବୁଠାରୁ ଲୋକପ୍ରିୟ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ଗୋଟିଏ କୋଇଲିଘୁଘର ଜଳପ୍ରପାତରେ 'ପ୍ଲାଷ୍ଟିକ-ମୁକ୍ତ ପିକନିକ୍…

Minor Girl: ରାଜଧାନୀରେ ପୁଣି ଲଜ୍ଜା! ଚାକିରି ଦେବା ନାଁରେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ଭୁବନେଶ୍ୱର: ଧଉଳି ଗଣଦୁଷ୍କର୍ମ ଘଟଣା ଘଟିବାର କିଛି ଦିନ ନବିତୁଣୁ , ଭୁବନେଶ୍ୱରରେ ପୁଣି ଏଭଳି ସାମ୍ନାକୁ ଆସିଛି। ମହିଳା ବିରୋଧୀ ଅପରାଧର ଆଉ ଦୁଇଟି ମାମଲା ରାଜ୍ୟ ରାଜଧାନୀରେ ମହିଳାଙ୍କ ସୁରକ୍ଷା ନେଇ ଏବେ ଚିନ୍ତା ସୃଷ୍ଟି କରିଛି। ଭୁବନେଶ୍ୱର ଲିଙ୍ଗିପୁର ଦୟା ନଦୀପଠା ପରେ ସହିଦ ନଗରରେ…

Odisha Vigilance: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ; ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟ ଗିରଫ

ଜଗତସିଂହପୁର: ଜଗତସିଂହପୁରର ରାହାମା ବନାଞ୍ଚଳ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ । ଆଜି ତାଙ୍କୁ କଟକ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟକୁ ପଠାଯିବ ବୋଲି ସୂଚନା ରହିଛି…

Cold Wave: ରାଜ୍ୟରେ ଜାରି ରହିଛି ଶୀତ ଲହରୀ, ୩ ଜିଲ୍ଲାକୁ କୁହୁଡ଼ି ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଓଡିଶାରେ ଜାରି ରହିଛି ଶୀତ ଲହରି । ବିଶେଷକରି ସକାଳ ସମୟରେ ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡି ଯାତାୟାତରେ ବାଧା ସୃଷ୍ଟି କରୁଛି । ପାରଦ ତଳମୁହାଁ ରହିଥିବାବେଳେ କେତେକ ଜିଲ୍ଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି । ଆସନ୍ତା ୨ଦିନ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡା ଓ କନ୍ଧମାଳ…

ହାଇଦ୍ରାବାଦ ସ୍ଥିତ ‌’ଷ୍ଟାଚ୍ୟୁ ଅଫ୍‌ ଇକ୍ବାଲିଟି’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କହିଲେ…

ଭୁବନେଶ୍ୱର: ହାଇଦ୍ରାବାଦସ୍ଥିତ ‌ଷ୍ଟାଚ୍ୟୁ ଅଫ୍‌ ଇକ୍ବାଲିଟି ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମହାନ ଦାର୍ଶନିକ, ସନ୍ଥ ତଥା ସମାଜ ସଂସ୍କାରକ ଜଗଦଗୁରୁ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ…

‘ଛାତ୍ରଛାତ୍ରୀମାନଙ୍କ ପ୍ରତିଭାକୁ ସାର୍ବଜନୀନ ଓ ଦକ୍ଷତାକୁ ବିକଶିତ କରୁଛି ସରଗିଫୁଲ୍‌’

ଭୁବନେଶ୍ବର:ଉଦଯାପିତ ହୋଇଯାଇଛି ରାଜ୍ୟସ୍ତରୀୟ ସର୍‌ଗି ଫୁଲ୍‌ ମହୋତ୍ସବ ୨୦୨୫ । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଉଦଯାପନୀ ସନ୍ଧ୍ୟାରେ ଯୋଗ ଦେଇ ମନ୍ତ୍ରୀ ପିଲାମାନଙ୍କୁ ଉତ୍ସାହିତ କରିବା ସହ…

ସାକ୍ଷୀଗୋପାଳ ଵସଷ୍ଟାଣ୍ଡ ନିକଟ ଦୋକାନ ଉପରକୁ ବୋମା ମାଡ଼;କାରଣ ଅସ୍ପଷ୍ଟ

ପୁରୀ:ଶନିବାର ସନ୍ଧ୍ୟାରେ ସତ୍ୟବାଦୀ ଥାନା ଅନ୍ତର୍ଗତ ସାକ୍ଷୀଗୋପାଳ ବସଷ୍ଟାଣ୍ଡ ନିକଟରେ ବୋମାମାଡ଼ ହୋଇଛି। ବସଷ୍ଟାଣ୍ଡ ନିକଟରେ ଥିବା ଏକ ଦୋକାନକୁ ଲକ୍ଷ୍ୟ କରି ଦୁର୍ବୃତ୍ତ ବୋମାମାଡ଼ କରିଛନ୍ତି । ବୋମାମାଡ଼ରେ ଦୋକାନ ଘର କ୍ଷତିଗ୍ରସ୍ତ ହୋଇଛି । ସୌଭାଗ୍ୟବଶତଃ କେହି ମୃତାହତ ହୋଇନାହାନ୍ତି…

କୋଟି କୋଟି ଟଙ୍କାର ପୁଞ୍ଜିନିବେଶ ଓଡ଼ିଶାକୁ ଆସିବା କଥା ଭ୍ରମାତ୍ମକ: ବିଜେଡି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାଇଦ୍ରାବାଦ ଗସ୍ତରେ ରାଜ୍ୟକୁ ୬୫,୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ ଓ ୨୦ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଯାହା କୁହାଯାଇଛି, ତାହା ଭ୍ରମାତ୍ମକ ବୋଲି ବିଜୁ ଜନତା କହିଛି । ଶନିବାର ଏକ ପ୍ରେସ୍ ବିବୃତ୍ତିରେ ଦଳର ମୁଖପାତ୍ର…