Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖୁବଶୀଘ୍ର ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣାରୁ ହଟିବ ପରଦା; ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଛାତ୍ରୀ ଜିଅନ୍ତା ଜଳିଯିବା ମାମଲା । ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ । ତେବେ ଚେନ୍ନାଇରୁ ଯୁବକକୁ ପୋଲିସ ଓଡ଼ିଶା ଆଣୁଥିବା ସୂଚନା ରହିଛି । ଘଟଣାର ତଦନ୍ତରୁ ଜଣାପଡ଼ିଛି ଯେ, ଅଭିଯୁକ୍ତ ଯୁବକଙ୍କ ନାଁରେ…

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା; ୨ ଅଭିଯୁକ୍ତଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

କଟକ: ଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ଆସନ୍ତା ୧୧ ଓ ୧୨ ଦୁଇ ଦିନ ପାଇଁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେଇ ପଚରା ଉଚରା କରିବ । ସେମାନେ ହେଲେ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଏବଂ…

ପାହାଡ଼ରୁ ରେଳ ଟ୍ରାକକୁ ଖସିଲା ବିରାଟ ପଥର, ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ…

ରାୟଗଡ଼ା: ଟ୍ରାକ୍ ଉପରେ ପଥର ପଡ଼ିଥିବାରୁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଥିବାବେଳେ, ବଡ଼ ଅଘଟଣରୁ ବର୍ତ୍ତିଗଲା ଲିଙ୍କ କୋରବା ଏକ୍ସପ୍ରେସ ଟ୍ରେନ୍ । ରାୟଗଡା ସହର ଉପକଣ୍ଠ ମଝିଘରିଆଣୀ ମନ୍ଦିର ନିକଟ ରେଳ ଧାରଣାରେ ହୋଇଛି ଏହି ଅଘଟଣ । ରେଳ ଧାରଣାରେ ପଥର ଯୋଗୁଁ କୋରବା ଟ୍ରେନ ୬ ଘଣ୍ଟା ଧରି…

ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗ: ବୟସ ସୀମା ୪ ବର୍ଷ କୋହଳ

ଭୁବନେଶ୍ବର: ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗରେ ସର୍ବାଧିକ ବୟସସୀମା ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି ହାଇକୋର୍ଟ । ସର୍ବାଧିକ ବୟସ ସୀମା କୋହଳ ନେଇ ହୋଇଥିବା ପିଟିସନ ଉପରେ ଆସିଲା ରାୟ । ସର୍ବାଧିକ ବୟସ ସୀମା ୪ ବର୍ଷ କୋହଳ କଲେ ରାଜ୍ୟ ସରକାର । ଏନେଇ…

ରାଜଧାନୀରେ ଚାଞ୍ଚଲ୍ୟ; ଡେଲିଭରୀ ବୟ ଆକ୍ରମଣରେ ମହିଳା ଗୁରୁତର

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱରରେ ଅନଲାଇନ ଫୁଡ୍ ଡେଲିଭରୀକୁ ନେଇ ଏପରି କିଛି ଘଟଣା ଘଟିଛି ଯାହାକୁ ଶୁଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଭୁବନେଶ୍ୱରରେ ବିନୋଦିନୀ ରଥ ନାମକ ଜଣେ ମହିଳା ଅନଲାଇନରେ ଫୁଡ୍ ଅର୍ଡର୍ କରିଥିଲେ। ଖାଦ୍ୟ ପହଞ୍ଚିବାରେ ବିଳମ୍ବ ହେବାରୁ ସେ…

ସବୁଜ ସଡକ ନିର୍ମାଣରେ ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ!

ଭୁବନେଶ୍ୱର: ସହରାଞ୍ଚଳ ମାନଙ୍କରେ ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍ ଅଳିଆ ବ୍ୟବହାର ହେବ। ଏନେଇ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉଷା ପାଢୀ ସହରାଞ୍ଚଳ ଭିତ୍ତିଭୂମି ବିକାଶରେ ସ୍ଥାୟୀ ଏବଂ…

ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ସପତ୍ନୀକ ଶ୍ରୀଜିଉଙ୍କ ଆଶିଷ ନେଲେ

ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପତ୍ନୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି।ଆଜି ସନ୍ଧ୍ୟାରେ ବର୍ଷା ସତ୍ତ୍ୱେ ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରାଜ୍ୟର ମଙ୍ଗଳ କାମନା କରି ପ୍ରାର୍ଥନା କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ଵାର…

ରାଜ୍ୟରେ ଜୈବ-ଅର୍ଥନୀତିର ବିକାଶ ନେଇ ଆଇଆଇଏମ୍‌, ସମ୍ବଲପୁର ସହ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ରାଜ୍ୟରେ ଜୈବ-ପ୍ରଯୁକ୍ତି ଓ ଜୈବ-ସମ୍ବଳକୁ ଆଧାର କରି ଜୈବ-ଅର୍ଥନୀତି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଜୈବ-ପ୍ରଯୁକ୍ତି ବିଦ୍ୟା ଏକ ଉଦୀୟମାନ କ୍ଷେତ୍ର ହୋଇଥିବାରୁ ଜୈବ-ଅର୍ଥନୀତି ରାଜ୍ୟର ବିକାଶ ଧାରାରେ ପ୍ରମୁଖ ଯୋଗଦାନ କରିବାର…

ସ୍କୁଲରୁ ଫେରୁଥିବା ବେଳେ ଟ୍ରକ ଧକ୍କା; ବାପା-ଝିଅ ମୃତ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର କଟକ-ପାରାଦୀପ ରାଜପଥ ସ୍ଥିତ କୋଠିଆସାହି ଛକରେ ଗୁରୁବାର ଦିନ ଏକ ଟ୍ରକ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନଅ ବର୍ଷର ଝିଅର ମୃତ୍ୟୁ ହୋଇଛି। ଉଭୟ ଅପରାହ୍ନରେ ପାରାଦୀପର ଏକ ଘରୋଇ ସ୍କୁଲରୁ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା…

ମହାପ୍ରଭୁ ହାତରେ ବାନ୍ଧିବେ ସ୍ଵତନ୍ତ୍ର ରାକ୍ଷୀ…

ଭୁବନେଶ୍ୱର: ଦିନକ ପରେ ରାକ୍ଷୀ ପୂର୍ଣ୍ଣିମା। ପ୍ରସ୍ତୁତ ଚାଲିଛି ମହାପ୍ରଭୁଙ୍କ ପାଇଁ ବିଶ୍ୱର ସର୍ବବୃହତ ରାକ୍ଷୀ। ଶ୍ରୀମନ୍ଦିର ପାଟରା ବିଶୋୟୀ ସେବକଙ୍କ ଦ୍ୱାରା ପ୍ରସ୍ତୁତ ଏହି ସ୍ୱତନ୍ତ୍ର ରାକ୍ଷୀ। ଅଲିଅଳି ଭଉଣୀ ସୁଭଦ୍ରା, ବଡଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ପିନ୍ଧାଇବେ ରାକ୍ଷୀ।…