Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହାପ୍ରଭୁ ହାତରେ ବାନ୍ଧିବେ ସ୍ଵତନ୍ତ୍ର ରାକ୍ଷୀ…

ଭୁବନେଶ୍ୱର: ଦିନକ ପରେ ରାକ୍ଷୀ ପୂର୍ଣ୍ଣିମା। ପ୍ରସ୍ତୁତ ଚାଲିଛି ମହାପ୍ରଭୁଙ୍କ ପାଇଁ ବିଶ୍ୱର ସର୍ବବୃହତ ରାକ୍ଷୀ। ଶ୍ରୀମନ୍ଦିର ପାଟରା ବିଶୋୟୀ ସେବକଙ୍କ ଦ୍ୱାରା ପ୍ରସ୍ତୁତ ଏହି ସ୍ୱତନ୍ତ୍ର ରାକ୍ଷୀ। ଅଲିଅଳି ଭଉଣୀ ସୁଭଦ୍ରା, ବଡଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ପିନ୍ଧାଇବେ ରାକ୍ଷୀ।…

ଗାଁରେ ବ୍ୟାପୁଛି ଜଣ୍ଡିସ, ଟେଷ୍ଟ ପାଇଁ ଯାଇଛି ୩୩ ନମୁନା

କଟକ:ବଡ଼ମ୍ବା ବ୍ଲକ ଗୋବିନ୍ଦପୁର ଗାଁରେ ବ୍ୟାପୁଛି ଜଣ୍ଡିସ ରୋଗ। ଗାଁରେ ଜଣେ ପଜିଟିଭ ଚିହ୍ନଟ ହେବା ପରେ ୩୩ ଜଣଙ୍କର ନମୁନା ଟେଷ୍ଟ ପାଇଁ ଯାଇଥିଲା। ୧୪ ଜଣ ଶିଶୁ ଆକ୍ରାନ୍ତଙ୍କୁ ମାଣିଆବନ୍ଧ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯିବା ପରେ ଗାଁରେ ମେଡିକାଲ ଟିମ ଆସି…

ଖୁବଶୀଘ୍ର ପୂରଣ ହେବ ୨୨, ୮୯୬ ଗ୍ରୁପ୍ ସି ପଦବୀ, ଅଗଷ୍ଟ ୩୧ ସୁଦ୍ଧା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ। ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସି ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି। ଖାଲି…

ସାହିତ୍ୟ ଶିକ୍ଷକଙ୍କ ନାଁରେ ଅସଦାଚରଣ ଅଭିଯୋଗ ଆଣିଲେ ନବମ ଶ୍ରେଣୀ ଛାତ୍ରୀ

ଢେଙ୍କାନାଳ: ସାହିତ୍ୟ ଶିକ୍ଷକଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ। ଅସଦାଚରଣ ଅଭିଯୋଗ ଆଣିଲେ ନବମ ଶ୍ରେଣୀ ଛାତ୍ରୀ। ଏପରି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅଞ୍ଚଳରେ। ଏହି ଘଟଣାରେ ସ୍କୁଲରେ ଅଭିଯୋଗ ସତ୍ତ୍ୱେ କେହି ନଶୁଣିବାରୁ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହେଲେ ନବମ ଶ୍ରେଣୀ ଛାତ୍ରୀ।…

ଜାତୀୟ ହସ୍ତତନ୍ତ ଦିବସ: ଜନତା ମୈଦାନରେ ‘EKTA’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ

ଭୁବନେଶ୍ୱର: ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଗୁରୁବାର ଭୁବନେଶ୍ୱରସ୍ଥିତ ଜନତା ମୈଦାନରେ 'EKTA'ର ଶୁଭାରମ୍ଭ କଲେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ। ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେଲେ ବଲିଉଡ୍ ଧକ୍‌ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ। ଏହି…

ଏଣିକି ଆମ ବସରେ ଯାତ୍ରା କରିବେ କ୍ରୁଟ୍ ଅଧିକାରୀ, ଯାତ୍ରୀଙ୍କ ନେବେ ମତାମତ

ଭୁବନେଶ୍ୱର: ଏଣିକି ସପ୍ତାହକୁ ୨ ଥର ଆମ ବସରେ ଯାତ୍ରା କରିବେ କ୍ରୁଟ୍ ଅଧିକାରୀ। ଆଉ ଡ୍ରାଇଭରଙ୍କ ପାଖରେ ବସି ଯାତ୍ରୀଙ୍କ ନେବେ ମତାମତ। ଏନେଇ କ୍ରୁଟ ପକ୍ଷରୁ ସୂଚନା ଜାରି ହୋଇଛି। ଆମ ବସ୍ ସେବାରେ ସାଧାରଣ ଯାତ୍ରୀଙ୍କ ଯାତ୍ରା ଅଭିଜ୍ଞତା ବୃଦ୍ଧି ନେଇ କ୍ରୁଟ୍ ପକ୍ଷରୁ ଏପରି…

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା, ମାଟି ତଳୁ ଉଦ୍ଧାର ହେଲା ୪୪ କିଲୋ ଆଇଇଡି

ରାଉରକେଲା: ସୁରକ୍ଷା ବାହିନୀଙ୍କୁ ପୁଣି ଏକ ବଡ଼ ସଫଳତା। ମାଟିତଳୁ ବିପୁଳ ପରିମାଣର ବିସ୍ଫୋରକ କଲେ ଜବତ। ଓଡ଼ିଶା-ଝାଡ଼ଖଣ୍ଡ ସୀମା ସରାଇକେଲା ଓ ସରଣ୍ଡା ଜଙ୍ଗଲ ମାଟି ତଳୁ ଉଦ୍ଧାର ହେଲା ୪୪ କିଲୋ ଆଇଇଡି। IED ଜବତ କଲା ମିଳିତ ସୁରକ୍ଷା ବାହିନୀ। ଏକ ପ୍ଲାଷ୍ଟିକ କଣ୍ଟେନରରେ ମାଟି ତଳେ…

ବିଜେଡିର ହରତାଳ ବେଳେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍: ଅର୍ଥ ଲାଳସା ଦେଇ ମତ ବଦଳାଯାଉଛି

ପୁରୀ: ବଳଙ୍ଗା ନାବାଳିକାଙ୍କୁ ନ୍ୟାୟ ଦାବିରେ ପୁରୀ ଜିଲ୍ଲା ବିଜେଡ଼ି ପକ୍ଷରୁ ଆଜି ୬ ଘଣ୍ଟିଆ ପୁରୀ ବନ୍ଦ ପାଳନ କରାଯାଉଛି। ସକାଳୁ ସକାଳୁ ବିଜେଡି ନେତା କର୍ମୀ ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିଛନ୍ତି। ଫଳରେ ଦୋକାନ ବଜାର ବନ୍ଦ ରହିଛି। ଘରୋଇ ବସ୍‌ ଚଳାଚଳ ବନ୍ଦ ରହିଥିବା ବେଳେ ପୁରୀ ବନ୍ଦ…

ପଟ୍ଟାମୁଣ୍ଡାଇ ଘଟଣା: ବଦଳିଲେ ଗ୍ରାମାଞ୍ଚଳ ଥାନା ଏଏସ୍ଆଇ; ନିରପେକ୍ଷ ତଦନ୍ତ ପାଇଁ..

କେନ୍ଦ୍ରାପଡା:ପଟ୍ଟାମୁଣ୍ଡାଇରେ ଘର ଭିତରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଏଏସ୍‌ଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ । ASIଙ୍କୁ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କଲେ କେନ୍ଦ୍ରାପଡ଼ା ଏସପି । ଘଟଣାର ନିରପେକ୍ଷ ତଦନ୍ତ ପାଇଁ ବଦଳି କଲେ…