Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଆରେ ନାମ ଫଳକ ନଲେଖିଲେ ୫୦୦ ଫାଇନ

ଭୁବନେଶ୍ୱର: ଓଡ଼ିଶାର ଭାଷାଗତ ଐତିହ୍ୟର ପ୍ରଚାର ଏବଂ ସଂରକ୍ଷଣ ପାଇଁ, ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ବୁଧବାର ଏକ ନିର୍ଦ୍ଦେଶନାମା ଜାରି କରିଛି। ଯେଉଁଥିରେ ପୌର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନରେ ଥିବା ସମସ୍ତ ଦୋକାନ ଏବଂ ବାଣିଜ୍ୟିକ ପ୍ରତିଷ୍ଠାନର…

ଚାଷୀଙ୍କୁ ଲାଞ୍ଚ ମାଗି ଫସିଲେ ରେକର୍ଡ କିପର

ଭୁବନେଶ୍ୱର: ଓଡିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ କେନ୍ଦୁଝର ସେଟଲମେଣ୍ଟ ଅଫିସରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଆସିଷ୍ଟାଣ୍ଟ ରେକର୍ଡ କିପର ହାଡିବନ୍ଧୁ ବେହେରାଙ୍କୁ ୩ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରିବା ସମୟରେ ଗିରଫ କରିଛନ୍ତି। ଭିଜିଲାନ୍ସର ଏକ ବିଜ୍ଞପ୍ତି ଅନୁଯାୟୀ, ସେ ଜଣେ…

ସ୍ତନ୍ୟପାନ ଯୋଗୁଁ ମା’ ହୃଦୟର ନିକଟତର ହୋଇପାରିବ ଶିଶୁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ତନ୍ୟପାନ ଯୋଗୁଁ ଶିଶୁ ମା’ର କ୍ଲୋଜ଼ ଟୁ ହାର୍ଟ ଅର୍ଥାତ ମା’ ହୃଦୟର ଆହୁରି ନିକଟତର ହୋଇପାରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅବସରରେ ମତବ୍ୟକ୍ତ କରିଛନ୍ତି। ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା…

ଓଡିଶାରେ ୬୦ ପ୍ରତିଶତ ପିଲାଙ୍କ ପାଖରେ ନାହିଁ ଆଧାରକାର୍ଡ

ଭୁବନେଶ୍ବର: ଓଡ଼ିଶାରେ ୫ ବର୍ଷ ବୟସ ପର୍ଯ୍ୟନ୍ତ ୬୦ ପ୍ରତିଶତ ଏବଂ ୫-୧୮ ବର୍ଷ ବୟସ ପିଲାଙ୍କ ୯ ପ୍ରତିଶତ ପିଲାଙ୍କ ପାଖରେ ଆଧାର କାର୍ଡ ନାହିଁ । ବର୍ତ୍ତମାନ ସମସ୍ତ କାମ ପାଇଁ ଭାରତୀୟ ସ୍ୱତନ୍ତ୍ର ପରିଚୟ ପ୍ରାଧିକରଣ (UIDAI) ଦ୍ୱାରା ଜାରି କରାଯାଇଥିବା ସ୍ୱତନ୍ତ୍ର ପରିଚୟ ପତ୍ର ଆଧାର…

କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟିଲେ, ଧାନ ସଂଗ୍ରହ ବୃଦ୍ଧି ପାଇଁ ପ୍ରସ୍ତାବ…

ଭୁବନେଶ୍ୱର: କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆଦିଲ୍ଲୀରେ ଭେଟି ରାଜ୍ୟର ଧାନ ସଂଗ୍ରହ ବୃଦ୍ଧି ପାଇଁ ପ୍ରସ୍ତାବ ଦେଲେ। FCI ଦ୍ୱାରା ମାସିକ ଚାଉଳ ଉଠାଣ ବୃଦ୍ଧି କରିବାକୁ ଅନୁରୋଧ କଲେ। ବାଜରା ପ୍ରୋତ୍ସାହନ ଓ ସଂରକ୍ଷଣ…

ଜୀବନ୍ତ ଜଳିଗଲେ ଯୁବତୀ, ପ୍ରେମିକ ବ୍ଲାକ୍‌ମେଲିଂ କରୁଥିବା ଅଭିଯୋଗ

କେନ୍ଦ୍ରାପଡ଼ା: ଘର ଭିତରେ ଜୀବନ୍ତ ଜଳିଗଲେ ଯୁବତୀ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ। ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀଜଣଙ୍କ ଜୀବନ ହାରିଛନ୍ତି। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିବା ଜଣାପଡିଛି…

ସବୁ ସରକାରୀ ବିଲ୍ଡିଂ ହେବ ଗେରୁଆ ରଙ୍ଗ…

ଭୁବନେଶ୍ୱର: ଓଡ଼ିଶା ସରକାର ଏକ ବିଜ୍ଞପ୍ତି ଜାରି କରି ସମସ୍ତ ନୂତନ ଏବଂ ବିଦ୍ୟମାନ ସରକାରୀ କୋଠାର ମରାମତି ଏବଂ ନବୀକରଣ ସମୟରେ ଗେରୁଆ ରଙ୍ଗ କୋଡ୍ ବାଧ୍ୟତାମୂଳକ କରିଛନ୍ତି। ପୂର୍ତ ବିଭାଗ ଦ୍ୱାରା ଜୁଲାଇ ୩୦ ତାରିଖରେ ଜାରି ହୋଇଥିବା ବିଜ୍ଞପ୍ତିରେ ବାହ୍ୟ କାନ୍ଥ ଏବଂ ସୀମା ଯଥାକ୍ରମେ…

ଶ୍ରୀମନ୍ଦିର ଆନନ୍ଦ ବଜାରରେ ସଂସ୍କାର: କଡ଼ା ନିୟମ, ଜାରି ହେବ ଅବଢ଼ା ଦର ତାଲିକା

ପୁରୀ: ଶ୍ରୀମନ୍ଦିରର ଆନନ୍ଦ ବଜାରରେ ଅନୁଶାସନ ଓ ଭକ୍ତଙ୍କ ସୁବିଧା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ନୂଆ ପଦକ୍ଷେପ ନେଇଛି। ମଙ୍ଗଳବାର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଛି। ଅବଢ଼ା ବିକ୍ରି ଓ ଖାଇବାରେ ହେଉଥିବା ବିଶୃଙ୍ଖଳା…

ବିରିଡି ଥାନାରେ ଥାର୍ଡ ଡିଗ୍ରୀ ଅଭିଯୋଗ: ଯୁବକଙ୍କୁ ନିସ୍ତୁକ ମାଡ଼ ସହ ଉଲଗ୍ନ ହେବାକୁ କହିଲା ପୋଲିସ… କିନ୍ତୁ…

ଜଗତସିଂହପୁର: ବିରିଡି ଥାନାରେ ପୋଲିସର ଥାର୍ଡ ଡିଗ୍ରୀ ଅଭିଯୋଗ। ଯୁବକଙ୍କୁ ନିସ୍ତୁକ ମାଡ଼ ସହ ଉଲଗ୍ନ ହେବାକୁ କହିଲା ପୋଲିସ। ଏସ୍‌ପିଙ୍କ ନିକଟରେ ବାଲିଆ କୃତିବାସ ପାଟଣା ଗାଁର ଯୁବକ ଏଭଳି ଅଭିଯୋଗ କରିଛନ୍ତି। ବିରିଡ଼ି ଥାନା ଅଧିକାରୀଙ୍କ ନାଁରେ ଯୁବକ ଆଣିଲେ ଏପରି ସାଙ୍ଘାତିକ ଅଭିଯୋଗ।…

ଖୁବ୍‌ଶୀଘ୍ର ୧୬୩୫ଟି ନୂତନ ରାଜସ୍ୱ ଗ୍ରାମର ହେବ ସୀମା ପରିବର୍ତ୍ତନ, ଜାରି ହେଲା ସ୍ୱତନ୍ତ୍ର ନିର୍ଦ୍ଦେଶନାମା

ଭୁବନେଶ୍ୱର: ଖୁବ୍‌ଶୀଘ୍ର ୧୬୩୫ଟି ନୂତନ ରାଜସ୍ୱ ଗ୍ରାମର ହେବ ସୀମା ପରିବର୍ତ୍ତନ। ରାଜସ୍ବ ବିଭାଗ ପକ୍ଷରୁ ଜାରି ହେଲା ସ୍ୱତନ୍ତ୍ର ନିର୍ଦ୍ଦେଶନାମା। ନକ୍ସା ପରିବର୍ତ୍ତନ ପାଇଁ ସର୍ଭେ ନିର୍ଦ୍ଦେଶକ, ଜିଲାପାଳ ଓ ଆର୍‌ଡିସିଙ୍କୁ ଚିଠି ଲେଖାଯାଇଛି। ପୁରୁଣା ରାଜସ୍ୱ ଗାଁ ରେକର୍ଡ ଯେମିତି ମିଶି…