Latest Odisha News
Browsing Category

ଓଡିଶା

Odisha

ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ସମୟସୀମା ବୃଦ୍ଧି ଏବଂ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ଟ୍ରେନ ବାତିଲ…

ଭୁବନେଶ୍ୱର: ଯାତ୍ରୀଙ୍କୁ ନିରନ୍ତର ଯାତ୍ରା ସୁବିଧା ଯୋଗାଇବା ଏବଂ ବର୍ଦ୍ଧିତ ଚାହିଦାକୁ ପୂରଣ କରିବା ଉଦ୍ଦେଶ୍ୟରେ ପୂର୍ବତଟ ରେଳପଥ ନିମ୍ନଲିଖିତ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ସମୟସୀମା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ସେଥି ମଧ୍ୟରେ ରହିଛି:- • ବିଶାଖାପାଟଣା-ତିରୁପତି-ବିଶାଖାପାଟଣା…

ଭିଜିଲାନ୍ସ ଜାଲରେ ଜୁନିଅର କ୍ଲର୍କ, ୧୫ ହଜାର ଲାଞ୍ଚ ନେଇ ଫସିଲେ 

ଭୁବନେଶ୍ୱର: କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ ଜୁନିଅର କ୍ଲର୍କ ଭାବରେ କାର୍ଯ୍ୟରତ ସମ୍ବିତ ତ୍ରିପାଠିଙ୍କୁ ମଙ୍ଗଳବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି। ସୂଚନା ଅନୁଯାୟୀ, ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ…

ଅଗଷ୍ଟ ୧୧ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର: ଆସନ୍ତା ସୋମବାର ଅର୍ଥାତ୍ ଅଗଷ୍ଟ ୧୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ଭୁବନେଶ୍ୱର ସ୍ଥିତ ଅଶୋକ ନଗର ୟୁନିଟ-୨ରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଦିନ ୧୧ ଟାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି…

ରିପୋର୍ଟ ମାଗିଲେ ସରକାର; ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର!

ଭୁବନେଶ୍ୱର: ଓଡ଼ିଶା ସରକାର ସମସ୍ତ ବିଭାଗକୁ ଅଯୋଗ୍ୟ ଅଧିକାରୀ ଏବଂ କର୍ମଚାରୀଙ୍କ ବିବରଣୀ ପ୍ରଦାନ କରିବାକୁ କହିଛନ୍ତି। ଅଯୋଗ୍ୟ ଅଧିକାରୀ ଏବଂ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବାକୁ ମଧ୍ୟ ଚେତାବନୀ ଦିଆଯାଇଛି। ସୂଚନା ଅନୁଯାୟୀ, ଯେଉଁ ଅଧିକାରୀମାନେ ପ୍ରଭାବଶାଳୀ ଭାବରେ…

ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ ବବିତା ପାତ୍ରଙ୍କୁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ଭାବରେ ନିଯୁକ୍ତ କରିଛନ୍ତି। ବ୍ରହ୍ମପୁରର ମୟୂର ବିହାରର ବାସିନ୍ଦା ବବିତା ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ କିମ୍ବା ପଞ୍ଚଷଠି ବର୍ଷ ବୟସ ପର୍ଯ୍ୟନ୍ତ ଏହି ପଦବୀରେ…

ଝିଅକୁ ଦୁଷ୍କର୍ମ ଘଟଣାର ରାୟ ପ୍ରକାଶ, ଅଭିଯୁକ୍ତ ବାପାଙ୍କୁ ୨୦ ବର୍ଷ କାରା ଦଣ୍ଡାଦେଶ

ଯାଜପୁର: ଜନ୍ମ କଲା ବାପା ନିଜ ଝିଅକୁ ଦୁଷ୍କର୍ମ ଘଟଣାର ରାୟ ପ୍ରକାଶ ପାଇଛି। ୨୦୨୪ ମସିହାରେ ଯାଜପୁର ଜିଲ୍ଲା ବିଂଝାରପୁର ଥାନା ଅଂଚଳରେ ନିଜ ଝିଅକୁ ବାପା ଦୁଷ୍କର୍ମ ଘଟଣାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ବାପା ପ୍ରଶାନ୍ତ ଦାସଙ୍କୁ ୨୦ ବର୍ଷ କାରାଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର ପୋସ୍କୋ…

ଶ୍ରୀମନ୍ଦିର ପରିସରରୁ ଜବତ ହେଲାଣି ୩ଟି ହିଡେନ କ୍ୟାମେରା, ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ!

ପୁରୀ: ଗତ ୧୦ଦିନ ମଧ୍ୟରେ ଶ୍ରୀମନ୍ଦିରରେ ତିନୋଟି ହିଡେନ କ୍ୟାମେରା ଜବତ। ଆଜି ଶ୍ରୀମନ୍ଦିରର ପଶ୍ଚିମଦ୍ଵାର ଦେଇ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧି ପ୍ରବେଶ କରୁଥିବା ବେଳେ ପୁଲିସ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅଟକ ରଖି ପଚରା କରାଯାଉଛି। ପ୍ରତିଶ ପାଲ ନାମକ ଏହି ଯୁବକ ପଶ୍ଚିମ ବର୍ଦ୍ଧମାନର…

କଟକରେ ଯୁବକଙ୍କୁ ଗୁଳିମାଡ଼ ଘଟଣାରେ ପର୍ଦ୍ଦାଫାସ, ହାତ ବାଜି ଫୁଟିଗଲା ଗୁଳି

କଟକ: ନୂଆବଜାରରେ ଯୁବକଙ୍କୁ ଗୁଳିମାଡ଼ ଘଟଣାରେ ପର୍ଦ୍ଦାଫାସ। ଚୋରା ବନ୍ଧୁକ ଦେଖାଉଥିବା ବେଳେ ଗୁଳି ଫୁଟିଥିବା କହିଲେ ଡିସିପି। ଆହତ ସଞ୍ଜୟ ତରାଇଙ୍କୁ ବନ୍ଧୁକ ଦେଖାଉଥିଲେ ୨ ଯୁବକ। ଚୋରା ବନ୍ଧୁକ ଦେଖାଉଥିବା ବେଳେ ଗୁଳି ଫୁଟିଥିଲା। ହେଲେ କେହି ଗୁଳିମାଡ଼ କରିଥିବା କହିଥିଲେ ୨ ଯୁବକ।…

ଶୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର: ରାଜ୍ୟ ସରକାର ମଙ୍ଗଳବାର ଦିନ ଶୋଭନା ମହାନ୍ତିଙ୍କୁ ଓଡ଼ିଶା ରାଜ୍ୟ ମହିଳା କମିଶନ (ଏସସିଡବ୍ଲୁ)ର ନୂତନ ଅଧ୍ୟକ୍ଷା ଭାବରେ ନିଯୁକ୍ତ କରିଛନ୍ତି। ବାଲେଶ୍ୱର ଜିଲ୍ଲାର ରେମୁଣା ଅଞ୍ଚଳ ଅନ୍ତର୍ଗତ କରଞ୍ଜିଆରୁ ଆସିଥିବା ଶୋଭନା ମହାନ୍ତି ୫ ଅଗଷ୍ଟ, ୨୦୨୫ ରୁ ତିନି ବର୍ଷ ପର୍ଯ୍ୟନ୍ତ…

ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ ଅତ୍ୟନ୍ତ ଆବଶ୍ୟକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଲୋକସେବା ଭବନ କନଭେନ୍‍ସନ୍ ସେଣ୍ଟରରେ ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଉପସ୍ଥିତ ବନ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଜନବସତି ଅଞ୍ଚଳରେ ଏପରି ଗଛ…