Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି;ଖାଦ୍ୟ ଯୋଗାଣକାରୀ ସଂସ୍ଥାକୁ କାରଣ ଦର୍ଶାଆ ନୋଟିସ ସହ ଜରିମାନା

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମଲା ଝିଟିପିଟି ବାହାରିଛି । ନେଇ ଡିଏଚ୍‌ଏଚ୍‌ କର୍ତ୍ତୃପକ୍ଷ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସମ୍ପୃକ୍ତ ଖାଦ୍ୟ ଯୋଗାଣକାରୀ ସଂସ୍ଥା ‘ନିରାକାର ସିକ୍ୟୁରିଟି…

Illegal Cannabis Cultivation: ସରକାରୀ ଜମିରେ ଗଞ୍ଜେଇ ଚାଷ ରୋକିବାକୁ ୬ଜିଲ୍ଲାକୁ ଚିଠି; ମାଫିଆଙ୍କୁ ସହଯୋଗ କଲେ…

ଭୁବନେଶ୍ୱର:ସରକାରୀ ଜମିରେ ଗଞ୍ଜେଇ ଚାଷରେ ଲାଗିବ ସମ୍ପୂର୍ଣ୍ଣ ରୋକ୍। ରାଜ୍ୟରେ ସରକାରୀ ଜମିରେ ଅବୈଧ ଗଞ୍ଜେଇ ଚାଷକୁ ସମ୍ପୂର୍ଣ୍ଣ ରୋକିବା ପାଇଁ କ୍ଷେତ୍ରସ୍ତରରେ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ। ଏନେଇ ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ…

ସମସ୍ତଙ୍କ ନଜର ବୁଢ଼ାବଳଙ୍ଗର ଜଳସ୍ତରରେ; ଟ୍ରାକ୍ଟରରେ ବନ୍ୟାପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଜିଲ୍ଲାପାଳ,…

ବୈଶିଙ୍ଗା: ବୁଢ଼ାବଳଙ୍ଗର ଉଗ୍ରରୂପ । ଫାଇଲିନ ବାତ୍ୟା ପରେ ବୁଢ଼ାବଳଙ୍ଗରେ ଏଭଳି ବଡ଼ ବନ୍ୟା ଦେଖିବାକୁ ମିଳିଛି । ଲଗାଣ ବର୍ଷା ସାଙ୍ଗକୁ ବନ୍ୟାଜଳର ପ୍ରଚଣ୍ଡ ପ୍ରଭାବରେ ବେତନଟୀ ବ୍ଲକ୍‌ର ନଦୀକୂଳିଆ ଅଞ୍ଚଳରେ ଦେଖାଦେଇଛି ଭୟାବହ ସ୍ଥିତି। ବେତନଟୀ ବ୍ଲକ୍‌ର ୧୬ଟି ପଞ୍ଚାୟତ ବନ୍ୟାର ପ୍ରଭାବରେ…

ଲାଇନଚ୍ୟୁତ ହେଲା ତାଳଚେର-ପୁରୀ ମେମୋ ପାସେଞ୍ଜର ଟ୍ରେନ୍‌

ପୁରୀ: ଅଳ୍ପକେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଲା ତାଳଚେର-ପୁରୀ ଟ୍ରେନ୍‌। ପୁରୀ ଷ୍ଟେସନ୍‌ ନିକଟରେ ତାଳଚେର-ପୁରୀ ମେମୋ ପାସେଞ୍ଜର ଟ୍ରେନ୍‌ର ଇଞ୍ଜିନ୍‌ ଲାଇନଚ୍ୟୁତ ହୋଇଛି। ପୁରୀ ଷ୍ଟେସନରୁ ମାତ୍ର ୫୦୦ ମିଟର ଦୂରରେ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ଟ୍ରେନ୍ ଷ୍ଟେସନରେ ପ୍ରବେଶ ବେଳେ ୩ ନଂ…

ଓଡ଼ିଶାର ୧୭ ଜଣଙ୍କୁ ମିଳିବ ସେବା ପୁରସ୍କାର

ଭୁବନେଶ୍ୱର: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା ହୋଇଛି। ସ୍ୱାଧୀନତା ଦିବସ ଅବସରରେ ପୋଲିସ, ଅଗ୍ନିଶମ, ଗୃହରକ୍ଷୀ ଏବଂ ସିଭିଲ ଡିଫେନ୍ସ ଏବଂ ସଂଶୋଧନ ସେବାରେ ମୋଟ ୧୦୫୭ ଜଣ କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକ ପ୍ରଦାନ କରାଯାଇଛି। ଚଳିତ ବର୍ଷ ଓଡ଼ିଶାର…

ଭୁବନେଶ୍ୱର ଏୟାରପୋର୍ଟରେ ହାଇଡ୍ରାମା: ଉଡ଼ାଣ ବାତିଲ ପରେ କମ୍ପ୍ୟୁଟର ଓ ସ୍କାନର ଭାଙ୍ଗିଲେ ଯାତ୍ରୀ, ଭାଇରାଲ ହେଉଛି…

ଭୁବନେଶ୍ବର: ଏୟାରପୋର୍ଟ ପରିସରରେ ହଙ୍ଗମା। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିସରେ ଯାତ୍ରୀଙ୍କ ହାଇଡ୍ରାମା। ବିମାନ ବାତିଲ ହେଲା ବୋଲି ରଣକ୍ଷେତ୍ର ପାଲଟିଲା ଏୟାରପୋର୍ଟ। ଏପରିକି କମ୍ପ୍ୟୁଟର ଓ ସ୍କାନର ଭାଙ୍ଗିଦେଲେ। ଷ୍ଟାଫ୍ ଙ୍କୁ ଗାଳି ଦେବା ସହ CISFକୁ କଲେ…

ହସ୍ପିଟାଲ ଛାତରୁ ଡେଇଁ ରୋଗୀ ମୃତ

ରାଉରକେଲା: ସହରର ଘରୋଇ ହସ୍ପିଟାଲରେ ଘଟିଛି ବଡ଼ ଅଘଟଣ। ୪ ମହଲାରୁ ଜଣେ ରୋଗୀ ଡେଇଁ ପ୍ରାଣ ହରାଇଛନ୍ତି। ମୄତକ ବାଇକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିଲେ। ଉକ୍ତ ବ୍ୟକ୍ତି କାହିଁକି ଏଭଳି ଚରମ ନିଷ୍ପତ୍ତି ନେଲେ ତାହାର କାରଣ ଅସ୍ପଷ୍ଟ ରହିଛି। ସୂଚନା ଅନୁସାରେ ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା…

ଫୁଲୁଛି ଜଳକା, ଗର୍ଜୁଛି ସାଳନ୍ଦୀ: ଅନେକ ତଳିଆ ଅଞ୍ଚଳ ପ୍ରଭାବିତ

ଭଦ୍ରକ: ଲଗାଣ ବର୍ଷା ଯୋଗୁଁ ରାଜ୍ୟର କିଛି ଜିଲ୍ଲାରେ ହଠାତ୍ ‘ଆକସ୍ମିକ ବନ୍ୟା’ ଆସିବାର ଆଶଙ୍କା ଦେଖାଦେଇଛି। ବୃଦ୍ଧି ପାଉଛି ସାଳନ୍ଦୀ ନଦୀର ଜଳସ୍ତର। ସକାଳ ୭ଟା ସୁଦ୍ଧା ସାଳନ୍ଦୀ ନଦୀ ରାଜଘାଟଠାରେ ବିପଦ ସଂକେତ ୧୭ ଫୁଟ ଥିବା ବେଳେ ବର୍ତ୍ତମାନ ୧୬.୨୦ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି।…

ପୁଣି ବନ୍ୟା ଭୟ! ବିପଦ ସଙ୍କେତ ଟପିଲା ବୈତରଣୀ, ସତର୍କ ରହିବାକୁ ପରାମର୍ଶ

ଆଖୁଆପଦା: ରାଜ୍ୟରେ ଜାରି ରହିଛି ବର୍ଷା। ବୈତରଣୀରେ ପୁଣି ବନ୍ୟା ଆଶଙ୍କା। ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବଢ଼ୁଛି। ବୈତରଣୀରେ ନଦୀରେ ଛୋଟ ଧରଣର ବନ୍ୟା ଆଶଙ୍କା ରହିଛି। ନଦୀର ଉପରମୁଣ୍ଡ ଚମ୍ପୁଆରେ ଗତ ୨୪ ଘଣ୍ଟାରେ ୧୯୨ ମିଲିମିଟର ବର୍ଷା ହୋଇଥିବା ବେଳେ ଆନନ୍ଦପୁର…

ଗଭୀର ଅବପାତରେ ପରିଣତ ହେଲା ସୃଷ୍ଟ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଘନୀଭୂତ ହୋଇ ଏକ ‘ଗଭୀର ଅବପାତ’ର ରୂପ ନେଇଛି। ଅନ୍ୟପଟେ ଲଗାଣ ବର୍ଷା କାରଣରୁ ରାଜ୍ୟର କିଛି ଜିଲ୍ଲାରେ ହଠାତ୍ ‘ଆକସ୍ମିକ ବନ୍ୟା’ ଆସିବାର ଆଶଙ୍କା ଦେଖାଦେଇଛି। ପରିସ୍ଥିତିର ଭୟାବହତାକୁ ଆଖିଆଗରେ ରଖି ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲା…