Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାବାଡ ହେବେ ମଦୁଆ: ସାର୍ବଜନୀନ ସ୍ଥାନରେ ମଦ୍ୟପାନ କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ରାୟଗଡ଼ା: ଏଣିକି ସାବାଡ ହେବେ ମଦୁଆ। ସାର୍ବଜନୀନ ସ୍ଥାନରେ ମଦ୍ୟପାନ କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠା। ରାୟଗଡ଼ା ଜିଲ୍ଲା ଗୁଣୁପୁର ସବଡିଭିଜନର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସାର୍ବଜନୀନ ସ୍ଥାନଗୁଡ଼ିକରେ ମଦ୍ୟପାନ ହେଉଥିବା ଅଭିଯୋଗ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗୁଣପୁର…

ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ଏଭଳି ବୟାନ ଆଶ୍ଚର୍ଯ୍ୟ ଓ ଅପମାନିତ ଅଟେ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଗତକାଲି ମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଯାହାକୁ କଡ଼ା ସମାଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେ, ପଶ୍ଚିମବଙ୍ଗ…

Witchcraft: ଗୁଣିଗାରେଡ଼ିରେ ଜଣଙ୍କର ମୃତ୍ୟୁ: ୫ ଜଣଙ୍କୁ ଗିରଫ କଲା ପୋଲିସ

ବାଲେଶ୍ୱର: ଗୁଣିଗାରେଡି ସନ୍ଦେହରେ ଗୋଟିଏ ପରିବାରକୁ ନିସ୍ତୁକ ମାଡ଼ ଘଟଣାରେ ୫ ଜଣ ଗିରଫ। ବାଲେଶ୍ବର ଜିଲ୍ଲା ମହୁମୁହାଣ ପଞ୍ଚାୟତ ମଲ୍ଲିଚୁଆ ଗାଁରେ ଏହି ଘଟଣା ଘଟିଛି। ଗତ ୨୧ତାରିଖରେ ଗାଁର ଗୋଟିଏ ପରିବାରର ତିନି ସଦସ୍ୟଙ୍କୁ ନିସ୍ତୁକ ମାଡ଼ ମାରିଥିଲେ ଗାଁଲୋକେ। ଗୁଣିଗାରେଡି କରି ଗାଁର…

Nuapada By-Election: ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି (ସୋମବାର) ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ…

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ବର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ ଅଧ୍ୟକ୍ଷାଙ୍କ ସମେତ ୩ ଜଣିଆ ଟିମ୍ ଦୁର୍ଗାପୁର ଗସ୍ତରେ ଗଲେ । ପୀଡ଼ିତା ଛାତ୍ରୀଙ୍କ ଚିକିତ୍ସା ସଂପର୍କରେ ପଚାରି ବୁଝିବୁ…

ରାଜ୍ୟରୁ ଫେରିଯିବ ମୌସୁମୀ; ବିଭିନ୍ନ ସ୍ଥାନରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଏବେ ଆଉ ବଡ ବର୍ଷା ସମ୍ଭାବନା ନାହିଁ । ଗତ ଦୁଇ ଦିନ ହେବ ରାଜ୍ୟରୁ ବର୍ଷା ପରିମାଣ କମିଯାଇଛି । ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିବା…

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ୨ କୁଖ୍ୟାତ ଅପରାଧୀଙ୍କୁ ଅଟକ ରଖିଲା ପୋଲିସ

ବ୍ରହ୍ମପୁର: ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାକୁ ସପ୍ତାହେ ପୁରିଥିଲେ ବି ପୋଲିସ ହାତ ଖାଲି ରହିଛି । ଏହା ଭିତରେ ଆଉ ୨ ଜଣଙ୍କୁ ଉଠାଇ ନେଇଛି ପୋଲିସ । ଏମାନଙ୍କ ନାମରେ ପୂର୍ବରୁ ହତ୍ୟା ମାମଲା ରହିଥିବାବେଳେ, କୁଖ୍ୟାତ ଅପରାଧୀ ବୋଲି କୁହାଯାଉଛି । ଉଭୟଙ୍କ…

ନୂଆପଡାରେ ଫ୍ଲାଗ୍ ମାର୍ଚ୍ଚ; ସହଯୋଗ ପାଇଁ ଏସ୍‌ପିଙ୍କ ନିବେଦନ

ନୂଆପଡ଼ା: ନୂଆପଡା ବିଧାନସଭା ଉପନିର୍ବାଚନ ଆସନ୍ତା ନଭେମ୍ବର ୧୧ ତାରିଖରେ ଅନୁଷ୍ଠିତ ହେବ । ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୦ । ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଅକ୍ଟୋବର ୧୩ ତାରିଖରେ ଜାରି କରାଯିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ବାଚନ ଅଧିକାରୀଙ୍କ ଅଫିସ୍ ପରିସରରେ ବାରିକେଟ୍…

ଦରଘା ବଜାର ବିସର୍ଜନ ଶୋଭାଯାତ୍ରା ବେଳେ ଗୋଷ୍ଠୀ ସଂଘର୍ଷ ଘଟଣା; ଆଉ ୪ ଗିରଫ

କଟକ: କଟକ ଦୁର୍ଗାପୂଜା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ବେଳେ ଗଣ୍ଡଗୋଳ ଘଟଣାରେ ଆଉ ୪ ଜଣ ଗିରଫ ହୋଇଛନ୍ତି । ଗିରଫ କଲା କଟକ ଦରଘା ବଜାର ଥାନା ପୋଲିସ । ପୂର୍ବରୁ ୯ ଗିରଫ ହୋଇଥିଲେ । ମୋଟ୍ ଗିରଫଦାରୀ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ଏନେଇ ଅନ୍ୟ କାହାର ସମ୍ପୃକ୍ତି ରହିଛି ସେନେଇ ଅଧିକ…

ଗଞ୍ଜେଇ ଚାଲାଣରେ ମାଷ୍ଟର ମାଇଣ୍ଡ ସିଭିଲ୍‌ ଇଞ୍ଜିନିୟର ଛାତ୍ର ଗିରଫ

କୋରାପୁଟ: ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ସିଭିଲ ଇଞ୍ଜିନିୟର ଛାତ୍ର ତଥା ମାଷ୍ଟର ମାଇଣ୍ଡଙ୍କୁ ଗିରଫ କଲା କୋରାପୁଟ ଜିଆରପି ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲେ ଦୈତାରୀ ଖେମୁଣ୍ଡୁ । ସେ ଗଞ୍ଜେଇ ଚୋରା ଚାଲାଣର ମାଷ୍ଟର ମାଇଣ୍ଡ ଭାବେ ପରିଚିତ । ରବିବାର ଦୈତାରୀକୁ କୋରାପୁଟ ରେଲୱେ ଷ୍ଟେସନ…