Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ପରଲୋକରେ ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । ସୋମବର ଚିକିତ୍ସାଧୀନ ଅବସ୍ଥାରେ ଚେନ୍ନାଇ ସ୍ଥିତ ଘରୋଇ ହସ୍ପିଟାଲରେ ସେ ଆଜି ଆଖି ବୁଝିଛନ୍ତି । ହାର୍ଟ ଟ୍ରାନ୍ସପ୍ଲାଣ୍ଟ ପାଇଁ ଢୋଲକିଆଙ୍କୁ ଚେନ୍ନାଇ…

Non-Hostelers: ବାଣୀବିହାରରୁ ଅଣଛାତ୍ରଙ୍କୁ ତଡ଼ିବା ପାଇଁ ପ୍ରକ୍ରିୟା ଆରମ୍ଭ, କ୍ୟାମ୍ପସରେ ୮ ପ୍ଲାଟୁନ୍ ପୋଲିସ…

ଭୁବନେଶ୍ୱର: ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ। ଆଜି ଉତ୍କଳ ବିଶ୍ଵବିଦ୍ୟାଳୟ ଛାତ୍ରାବାସ ଗୁଡ଼ିକ ଉପରେ ରେଡ୍‌ କରିଛି କମିସନରେଟ୍ ପୋଲିସ। ଦିନ ୧୦.୩୦ମିନିଟ୍ ପରଠୁ ବିଭିନ୍ନ ହଷ୍ଟେଲରେ ଛାପା ମାରିବା ଆରମ୍ଭ କରାଯାଇଛି। ବାଣୀବିହାରରୁ ଅଣଛାତ୍ରଙ୍କୁ ତଡ଼ିବା ପାଇଁ ପ୍ରକ୍ରିୟା…

ପିତୃପକ୍ଷ ଆରମ୍ଭ, ପିତୃପୁରୁଷଙ୍କୁ ପିଣ୍ଡଦେବାକୁ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପ୍ରବଳ ଭିଡ

ପୁରୀ/ଭୁବନେଶ୍ବର: ଆଜି ହେଉଛି ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ତିଥି । ଆଜି ଠାରୁ ପିତୃପକ୍ଷ ଆରମ୍ଭ ହୋଇଛି । ଏହି ସମୟରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଏ । ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ । ଆଶ୍ୱିନ ମାସ କୃଷ୍ଣପକ୍ଷ…

Naveen Patnaik: କାହିଁକି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ନବୀନ ପଟ୍ଟନାୟ, ସୋସିଆଲ ମିଡିଆରେ ଦେଲେ ପ୍ରତିକ୍ରିୟା

ଭୁବନେଶ୍ବର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଚର୍ଚ୍ଚା ଜୋର ଧରିଥିଲା। ତେବେ ଏହି କଳ୍ପନା ଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପକାଇଲେ ନବୀନ। ଉପ ରାଷ୍ଟ୍ରପତି ନିର୍ବାଚନ ସହ ତାଙ୍କ…

Mother & Son Missing: ଭିତରକନିକା ଜଙ୍ଗଲ ଭିତରେ ମାଆ-ପୁଅ ନିଖୋଜ,୫ ଦିନ ହେଲାଣି ମିଳୁନି ପତ୍ତା

କେନ୍ଦ୍ରାପଡ଼ା: ଭିତରକନିକା ଜଙ୍ଗଲ ଭିତରେ ମାଆ-ପୁଅ ନିଖୋଜ। ବୁଧବାର କଙ୍କଡ଼ା ଧରିବାକୁ ଯାଇ ମାଆ ଓ ୧୮ ବର୍ଷୀୟ ପୁଅ ନିଖୋଜ ହୋଇଯାଇଛନ୍ତି। ମାଆ-ପୁଅ ରାଜନଗର ବ୍ଲକ ଦେବେନ୍ଦ୍ର ନାରାୟଣପୁର ଗାଁର ବାସିନ୍ଦା ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଏହି ଜଙ୍ଗଲ ଭିତରେ ଭଉଣୀ ଓ ପୁତୁରା ସହ ଉଭୟ ମାଆ…

Weather Update: ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି । ଫଳରେ ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ସୁନ୍ଦରଗଡ଼, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର,…

୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଦିଲ୍ଲୀରେ ସବୁ ବିଜେପି ସାଂସଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀରେ ଓଡ଼ିଶାର ସାଂସଦମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା କରିବେ ।…

CM Mohan Charan Majhi: ବଢିଲା ଚର୍ଚ୍ଚା..ପୁଣି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୪ ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଥିବା ବେଳେ ପୁଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଯାଉଛନ୍ତି । ଆଜି ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବେ। ଦିଲ୍ଲୀରେ…

ଗନ୍ଧମାର୍ଦ୍ଦନ ପାହାଡ଼ରେ ପ୍ରବଳ ବର୍ଷା; ହରିଶଙ୍କର ପୀଠରେ ବନ୍ୟା ସ୍ଥିତି

ବଲାଙ୍ଗୀର:ଗନ୍ଧମାର୍ଦ୍ଦନ ପାହାଡ଼ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ହରିଶଙ୍କର ମନ୍ଦିର ପାଦଦେଶର ଝରଣାରେ ବନ୍ୟାସ୍ଥିତି। ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଥିବା ଗନ୍ଧମାର୍ଦ୍ଦନ ପାହାଡ଼ରେ ପ୍ରବଳ ବର୍ଷା ହୋଇଥିଲା। ବର୍ଷା ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିଥିଲା । ଫଳରେ…

Cyber fraud: କମିଶନରେଟ୍ ପୋଲିସ ହାତରେ ବିହାରର ସାଇବର ଠକ; ଅପହରଣ ଅଭିଯୋଗରେ ବନ୍ଧାହେଲେ ୫

ଭୁବନେଶ୍ବର: ସାଇବର ଠକକୁ ଅପହରଣ ଓ ୨୫ ଲକ୍ଷରେ ମୁଣ୍ଡ ଜାମିନ ଅଭିଯୋଗରେ ୫ ଗିରଫ । ସାଇବର ଠକକୁ ବିହାରରୁ ଡାକି ଅପହରଣ କରିବା ସହ ୨୫ ଲକ୍ଷ ଟଙ୍କା ମୁଣ୍ଡ ଜାମିନ ରଖିଥିବା ଅଭିଯୋଗରେ ୫ ଜଣଙ୍କୁ ଗିରଫ କରିଛି ଚନ୍ଦକା ପୋଲିସ । ଅଭିଯୁକ୍ତ ମାନଙ୍କ ନିକଟରୁ ମୋବାଇଲ, ଛୁରୀ, ୩ଟି ଆକାଉଣ୍ଟ ଜବତ…