Latest Odisha News

BREAKING NEWS

Browsing Category

ଓଡିଶା

Odisha

Shree Jagannatha Temple: ପୁଣି ଭାଇରାଲ୍ ହେଲା ଶ୍ରୀଜଗନ୍ନାଥ ମନ୍ଦିର ପରିସର ଫଟୋ

ପୁରୀ:କଟକଣାକୁ କରାଯାଉଛି ବେଖାତିର । କଡା ଚେକିଂ ସତ୍ତ୍ବେ ଶ୍ରୀଜଗନ୍ନାଥ ମନ୍ଦିର ପରିସର ଫଟୋ ଉଠିଛି ଓ ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରାଲ ହୋଇଛି । ଶ୍ରୀମନ୍ଦିର ଭିତରରେ ଯୁବକ ଜଣକ ନିଜର ଫଟୋ ଉଠେଇଛନ୍ତି ଓ ସୋସିଆଲ୍‌ ମିଡିଆରେ ପୋଷ୍ଟ କରିଛନ୍ତି । ମହାରାଷ୍ଟ୍ର ବୈଭବ ଦୂର ପାଟିଲ…

Antyodaya Houses: ବଡ଼ ଘୋଷଣା କଲେ ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର

ଭୁବନେଶ୍ୱର: ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର। ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ମନ୍ତ୍ରୀ କହିଛନ୍ତି, 'ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ…

Assam Police Raids: ଭୁବନେଶ୍ବରରେ ମୋଷ୍ଟ ୱାଣ୍ଟେଡକୁ ଧରିବାକୁ ଆସାମ ପୋଲିସର ରେଡ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍‌ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍‌ କରୁଛି। ଇନ୍‌ଫୋସିଟି ପୋଲିସ ସହାୟତାରେ ଏକ ଆପାର୍ଟମେଣ୍ଟରେ ରେଡ୍‌…

Lord Jagannaths Land Properties: ମହାପ୍ରଭୁ ଜଗନ୍ନାଥଙ୍କ ଭୂସମ୍ପତ୍ତି ଫେରିବ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାରଙ୍କ ପ୍ରକ୍ରିୟା ଆରମ୍ଭ। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ସଂପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, 'ମହାପ୍ରଭୁଙ୍କର…

Habisha Brata: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ, ଜାଣନ୍ତୁ କିପରି କରିବେ ପଞ୍ଜିକରଣ..

ପୁରୀ: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ ହେବ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ। ସୁଚାରୁ ରୂପେ ପରିଚାଳନା ପାଇଁ ପୁରୀ ସର୍କିଟ୍ ହାଉସରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ହବିଷ୍ୟାଳୀମାନେ ମାସେ ଧରି ଶ୍ରୀକ୍ଷେତ୍ରରେ ରହିବାକୁ ଆସୁଥିବାରୁ ସେମାନଙ୍କ…

GST Reforms: କେନ୍ଦୁପତ୍ର ଉପରେ ୧୮%ରୁ ୫%କୁ ଖସିଲା GST, ମୁଖ୍ୟମନ୍ତ୍ରୀ କହିଲେ, ‘ତୋଳାଳି ଉପକୃତ ହେବେ, ବିକ୍ରି…

ଭୁବନେଶ୍ବର/ନୂଆଦିଲ୍ଲୀ: ବୁଧବାର ଜିଏସଟି ପରିଷଦର ୫୬ ତମ ବୈଠକରେ ନିତ୍ୟ ଆବଶ୍ୟକ ଜିନିଷ ଉପରେ କର ହ୍ରାସ କରିଛନ୍ତି । ବର୍ତ୍ତମାନର ୪ ସ୍ତରୀୟ GST ସ୍ଲାବ୍ (୫%, ୧୨%, ୧୮%, ଏବଂ ୨୮%)କୁ ସରଳୀକରଣ କରି ଦୁଇ ସ୍ତରୀୟ ସ୍ଲାବ୍ (୫% ଓ ୧୮%) କରାଯାଇଛି। ଯାହା ୨୨ ସେପ୍ଟେମ୍ବର ୨୦୨୫ରୁ ଲାଗୁ…

Abhijit Majumdar: ଅଭିଜିତ୍ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର, ଏମ୍‌ସକୁ ସ୍ଥାନାନ୍ତର

କଟକ: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର। ବର୍ତ୍ତମାନ କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍‌ସ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ…

Low pressure rainfall : ସାରା ରାଜ୍ୟରେ ବର୍ଷା ସମ୍ଭାବନା; ଆଜି ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର:ଲଘୁଚାପ ପ୍ରଭାବ(Low pressure)ରେ ଆସନ୍ତା ୭ ତାରିଖ ଯାଏଁ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି। ସୂଚନାଥାଉକି ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା ଥିବାବେଳେ, ପ୍ରବଳ ବର୍ଷା ପାଇଁ ରାଜ୍ୟରେ ୩ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରକୁ ୟେଲୋ ୱାର୍ଣ୍ଣିଂ…

MBBS seats: ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି ଭୁବନେଶ୍ବର

ଭୁବନେଶ୍ବର: ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ-୨ରେ ଚଳିତ ଶିକ୍ଷାବର୍ଷରୁ ଏମବିବିଏସ୍ ପାଠ୍ୟକ୍ରମ ନିମନ୍ତେ ୫୦ଟି ସିଟ୍ ବୃଦ୍ଧି କରିବାକୁ ଜାତୀୟ ମେଡିକାଲ କମିଶନ (ଏନ୍ ଏମ୍ ସି) ଅନୁମୋଦନ କରିଛନ୍ତି। ଜାନୁଆରୀ ୨୦୨୩ରେ କଟକ - ଭୁବନେଶ୍ବର…

କଟକରେ ଦୁର୍ଗାପୂଜା ପାଳନ ନେଇ ଏସଓପି ଜାରି

କଟକ: କଟକ ସହରରେ ନିରାପଦ ଏବଂ ସୁଗମ ଭାବେ ଦୁର୍ଗାପୂଜା ପାଳନ ସୁନିଶ୍ଚିତ କରିବା ପାଇଁ ସାଂସ୍କୃତିକ ପରମ୍ପରା, ସୁରକ୍ଷା ନିୟମ ଏବଂ ଟ୍ରାଫିକ୍ ପରିଚାଳନାକୁ ବିଚାରକୁ ନେଇ ଜିଲ୍ଲାପାଳଙ୍କ ମାନକ କାର୍ଯ୍ୟ ପଦ୍ଧତି ଜାରି ହୋଇଛି। ଏହା କଟକ ସହରରେ ଦୁର୍ଗାପୂଜା ଉତ୍ସବ ସହିତ ଜଡିତ ସମସ୍ତ…