Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭଦ୍ରକରେ ବନ୍ୟା ବିତ୍ପାତ, ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା

ଭଦ୍ରକ: ବନ୍ୟା ଛନକା ଭିତରେ ବର୍ଷା ଭୟ। ଅଧା ଓଡିଶାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହାରି ଭିତରେ ଭଦ୍ରକରେ ଦେଖିବାକୁ ମିଳିଛି ବନ୍ୟା ବିତ୍ପାତ। ୨୧ ପଞ୍ଚାୟତର ୨୯ଟି ଗାଁ ବନ୍ୟାରେ ପ୍ରଭାବିତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ୪ ପଞ୍ଚାୟତରେ ୨ ଦିନ…

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ଅଧା ଓଡିଶାକୁ ବର୍ଷା ଆଲର୍ଟ

ଭୁବନେଶ୍ୱର: ବନ୍ୟା ଛନକା ଭିତରେ ବର୍ଷା ଭୟ। ଆସନ୍ତା ୨ ଦିନ ଅଧା ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା। ଆଜି ଓ କାଲି ପାଣିପାଗ ବିଭାଗର ୧୫ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ। କାଲି ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝରରେ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି।…

ଗୋରେଖନାଥଙ୍କ ଦର୍ଶନ ସାରି ଫେରୁଥିବା ବେଳେ ଚଢିଗଲା ବସ୍;୨ ମୃତ

ଜଗତସିଂହପୁର:ଆଜି ଶ୍ରାବଣ ମାସ ତୃତୀୟ ସୋମବାର । ତେବେ ଗୋରେଖନାଥଙ୍କୁ ଦର୍ଶନ ସାରି ଫେରୁଥିବା ବେଳେ ନାଉଗାଁ ବ୍ଲକର ପାଳସାହିଠାରେ ଘଟିଛି ଦୁର୍ଘଟଣା । ୪ ଯୁବକ ବାଇକରେ ଫେରୁଥିବା ବେଳେ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଛି । ଜଣଙ୍କ ଘଟଣାସ୍ଥଳରେ, ଅନ୍ୟ ଜଣେ ମେଡିକାଲରେ…

ଟ୍ରେନ ଯାତ୍ରୀଙ୍କ ପାଇଁ ବିଶେଷ ସୂଚନା: ଏହି ଦିନରୁ ୨୫ ଟ୍ରେନ୍‌ ବାତିଲ,୯ ଟ୍ରେନ୍‌ର ବଦଳିବ ମାର୍ଗ

ସମ୍ବଲପୁର: ସମ୍ବଲପୁର ରେଳ ଷ୍ଟେସନରେ ଚାଲିଥିବା ଉନ୍ନୟନ କାର୍ଯ୍ୟ ପାଇଁ କିଛି ଟ୍ରେନ୍ ବାତିଲ କରାଯିବ ଓ ଆଉ କିଛି ଟ୍ରେନ୍‌ର ଦିଗ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ହୋଇଛି। ତେବେ ଯାତ୍ରୀ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରାୟ ୨୫ଟି ଟ୍ରେନ୍ ଚଳାଚଳକୁ ବାତିଲ କରାଯିବ…

ମହିଳା ନକ୍ସଲ ଗିରଫ; ମୁଣ୍ଡ ଉପରେ ଥିଲା ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି

ମାଲକାନଗିରି: ମାଲକାନଗିରି ଜିଲ୍ଲାର ସୀମାନ୍ତ ଛତିଶଗଡ଼ର ସୁକମା ପୋଲିସକୁ ମିଳିଛି ବଡ ସଫଳତା । ୫ ଲକ୍ଷ ଘୋଷିତ ଏକ ମହିଳା ନକ୍ସଲକୁ ଗିରଫ କରିବାରେ ସଫଳ ହୋଇଛି ସୁକମା ପୋଲିସ । ଗିରଫ ମହିଳା ନକ୍ସଲ ଜଣକ ହେଲେ ସୋଡି ସାମଡୁ । ସେ ପାମେଡ ଏରିଆ କମିଟିର କମାଣ୍ଡର ରହିଥିଲା । ବିଶେଷ ସୂତ୍ରରୁ…

ଚଳିତ ବର୍ଷର ସୂର୍ଯ୍ୟପରାଗ: କେଉଁ ମାସରେ ପଡୁଛି ଏବଂ କେଉଁଠି ଦୃଶ୍ୟମାନ ହେବ?

ଭୁବନେଶ୍ବର: ଚଳିତ ବର୍ଷର ସୂର୍ଯ୍ୟପରାଗ ନେଇ ଆସିଲା ସୂଚନା । ଆସନ୍ତା ସେପ୍ଟେମ୍ବର ମାସର ୨୧ ତାରିଖରେ ଲାଗିବାକୁ ଯାଉଛି ସୂର୍ଯ୍ୟପରାଗ । ତେବେ ଏଥର ଆଂଶିକ ସୂର୍ଯ୍ୟପରାଗ ହେବ । ହେଲେ ଏହା ଭାରତରେ ଦୃଶ୍ୟମାନ ହେବନାହିଁ । ସେପ୍ଟେମ୍ବର ୨୧ ରେ ଭାରତୀୟ ସମୟ ରାତି ୧୧ଟାରେ ପରାଗ ଆରମ୍ଭ ହେବ ।…

ମେଟ୍ରୋ ପ୍ରକଳ୍ପ ଚୁକ୍ତି ବାତିଲ ନିଷ୍ପତ୍ତି ସହରକୁ ୧୦ ବର୍ଷ ତଳକୁ ଠେଲି ଦେବ: ନବୀନ

ଭୁବନେଶ୍ବର: ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ଚୁକ୍ତି ବାତିଲକୁ ନେଇ ବର୍ଷିଲେ ବିରୋଧୀ ଦଳ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସ ରେ ପୋଷ୍ଟ କରି ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ ଲେଖିଛନ୍ତି ଯେ, ମେଟ୍ରୋ ପ୍ରକଳ୍ପ ଚୁକ୍ତି ବାତିଲ ଖବର ବହୁତ…

ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା: ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି । ଜୁଲାଇ ମାସ ୧୯ ରୁ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଷୀ ପଞ୍ଜୀକରଣ ଲାଗି ସମୟସୀମା ଧାର୍ଯ୍ୟ କରାଯାଇଛି । ତେବେ ପଞ୍ଜୀକରଣରେ ଚାଷୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଅନେକ ସମୟରେ ସର୍ଭର ଡାଉନ…

କାଲି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ: ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୩ ଗିରଫ

ତାଳଚେର: ତାଳଚେରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୩ ଗିରଫ । ଗିରଫ ମାନଙ୍କ ଭିତରେ ରହିଛନ୍ତି ୩ ଜଣ ସାମ୍ବାଦିକ ମନୀଲ ମହାରଣା, ଆନମ ନାଜ ଓ ସାହିଦ୍ ଖାନ୍ । ୩ ଜଣ ସାମ୍ବାଦିକଙ୍କୁ ଗିରଫ କଲା ତାଳଚେର ପୋଲିସ । ସାମ୍ବାଦିକଙ୍କୁ ଆକ୍ରମଣ ଅଭିଯୋଗରେ ଏମାନଙ୍କୁ ଗିରଫ କରାଯାଇଥିବା ନେଇ ସୂଚନା…