Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗନ୍ଧମାର୍ଦ୍ଦନ ପାହାଡ଼ରେ ଫସି ରହିଛନ୍ତି ୧୭ ଛତିଶଗଡ଼ି ପର୍ଯ୍ୟଟକ, ପ୍ରବଳ ବର୍ଷା ଯୋଗୁଁ…

ବରଗଡ଼: ବର୍ଷା ଯୋଗୁଁ ବାଟ ଭୁଲି ଫସି ରହିଛନ୍ତି ୧୭ ଛତିଶଗଡ଼ି ପର୍ଯ୍ୟଟକ । ପାଇକମାଳ ନୃସିଂହନାଥ ଠାରୁ ୫ କିମି ଦୂର କପିଳଧାରା ଜଳପ୍ରପାତ ନିକଟରେ ଫସି ରହିଛନ୍ତି ୧୭ ଛତିଶଗଡ଼ି ପର୍ଯ୍ୟଟକ । ଖବର ପାଇବାପରେ ଉଦ୍ଧାର ପାଇଁ ଯାଇଛନ୍ତି ଡିଭିଏଫ୍, ପୋଲିସ, ଅଗ୍ନିଶମ ବାହିନୀ ଓ ବନବିଭାଗ ।…

ବଳଙ୍ଗା ପୀଡ଼ିତାଙ୍କ ହେଲା ଅସ୍ତ୍ରୋପଚାର;ଏବେ ବି ଅବସ୍ଥା ଗୁରୁତର

ନୂଆଦିଲ୍ଲୀ:ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର ହୋଇଛି । ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାର ହୋଇଛି । ଦିଲ୍ଲୀ ଏମ୍ସରେ ଭର୍ତ୍ତି ଅଛନ୍ତି ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତା । ତେବେ ପୀଡ଼ିତାଙ୍କ ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାର କରାଯାଇଥିବା ନେଇ ଏମ୍ସ ଦିଲ୍ଲୀ ପକ୍ଷରୁ…

୨ଜଣ ଉତ୍ତମ ସାହାଯ୍ୟକାରୀଙ୍କୁ ସମ୍ମାନିତ ସହ ଆର୍ଥିକ ପୁରସ୍କାର ପ୍ରଦାନ କଲେ ଭଞ୍ଜନଗର ଆରଟିଓ

ଭୁବନେଶ୍ବର:ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା କରି ଜୀବନ ରକ୍ଷା କରୁଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରୁଛନ୍ତି ସରକାର । ଏହି କାର୍ଯ୍ୟକ୍ରମକୁ ଆହୁରି ତ୍ୱରାନ୍ୱିତ କରିବା ଉପରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରାଧାନ୍ୟ ଦେଇଛି । ଏ କ୍ଷେତ୍ରରେ ସକ୍ରିୟ ପଦକ୍ଷେପ ଗ୍ରହଣ କରିବାକୁ…

ଭୁବନେଶ୍ୱରରୁ ସିନ୍ଥେଟିକ୍ ଡ୍ରଗ୍ସର ପ୍ୟାକେଟ ଜବତ, ଜଣେ ଗିରଫ

ଭୁବନେଶ୍ୱର: ୨୩ ବର୍ଷୀୟ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କୁ ଡ୍ରଗ୍ସ କାରବାର ଅଭିଯୋଗରେ ବୁଧବାର ଦିନ ଗିରଫ କରାଯାଇଛି।ତେବେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଭୁବନେଶ୍ୱରରେ ସିନ୍ଥେଟିକ୍ ଡ୍ରଗ୍ସର ଏକ ପ୍ୟାକେଟ ଜବତ କରିଥିବା ଜଣାପଡ଼ିଛି। ଗିରଫ ହୋଇଥିବା ବ୍ୟକ୍ତିଙ୍କ ନାମ…

ବିପଦ ବେଳେ ଜୀବନ ବଞ୍ଚାଇବ ଭୀଷ୍ମ; ଏମ୍ସ ଭୁବନେଶ୍ବରକୁ ତିନି ସେଟ୍ କ୍ୟୁବ୍ସ ପ୍ରଦାନ…

ଭୁବନେଶ୍ୱର: ବିପର୍ଯ୍ୟୟ ସମୟରେ ତ୍ବରିତ ସ୍ବାସ୍ଥ୍ୟସେବା ପ୍ରଦାନ ନିମନ୍ତେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏମ୍ସ ଭୁବନେଶ୍ବରକୁ ତିନି ସେଟ୍ ଭୀଷ୍ମ କ୍ୟୁବ୍ସ ପ୍ରଦାନ କରାଯାଇଛି। ଯାହାକି ରାଜ୍ୟରେ ପ୍ରଥମ। ଓଡ଼ିଶା ତଥା ସମ୍ପୂର୍ଣ୍ଣ ଦେଶରେ ବିପର୍ଯ୍ୟୟ ଏବଂ ଏହା ପରବର୍ତ୍ତୀ…

ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ:ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ

ଭୁବନେଶ୍ୱର: ଓଡିଆ, ବଙ୍ଗଳା, ଅହମିଆ, ସାନ୍ତାଳୀ, ବୋଡୋ, ମଣିପୁରୀ, ନେପାଳୀ, ମୈଥିଳି ଆଦି ପୂର୍ବାଞ୍ଚଳୀୟ ଭାଷାରେ ସୃଷ୍ଟି ହୋଇଛି ଅଗଣିତ କାଳଜୟୀ ସାରସ୍ବତ କୃତି। ଗଦ୍ୟ, ପଦ୍ୟ, ନାଟକ ତଥା ସମାଲୋଚନା କ୍ଷେତ୍ରରେ ଏସବୁ ଭାଷାର ସାମୂହିକ ଅବଦାନ ଭାରତୀୟ ସାହିତ୍ୟ ଭଣ୍ଡାରକୁ ସମୃଦ୍ଧ…

ତାରିଣୀ ପୀଠ, ବିରଜା ମନ୍ଦିର ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାଯାଇଛି ଯେ, ଘଟଗାଁ ମା’ ତାରିଣୀ ମନ୍ଦିରର ବିକାଶ…

ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ମାମଲା; ସିସିଟିଭିରେ ଥିବା ୨ ଝିଅ କିଏ?

ଭୁବନେଶ୍ୱର: ଏଫଏମ କଲେଜରେ ୧୨ ଜୁଲାଇରେ କ୍ୟାମ୍ପସରେ ଜଣେ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗରେ ଆତ୍ମହତ୍ୟା କରିଥିଲେ ଯାହାର ତଦନ୍ତ ବର୍ତ୍ତମାନ କ୍ରାଇମବ୍ରାଞ୍ଚ୍ କରୁଛି। ଛାତ୍ରୀ ଜଣକ ପ୍ରିନ୍ସିପାଲଙ୍କ ଚାମ୍ବରରୁ ବାହାରିବାର କିଛି ମିନିଟ୍ ପରେ ନିଜକୁ ନିଆଁ ଲଗାଇ ଦେଇଥିଲେ। ଏହି ଘଟଣାଟି…

ଜାତୀୟ ମାଗାଜିନରେ ପ୍ରକାଶ ପାଇବ କେଜିବିଭି ଛାତ୍ରୀଙ୍କ ସଫଳତାର କାହାଣୀ…

ଭୁବନେଶ୍ବର: ଜାତୀୟସ୍ତରୀୟ ମାଗାଜିନରେ ସ୍ଥାନ ପାଇବ କେଜିବିଭି ଛାତ୍ରୀଙ୍କ ସଫଳତାର କାହାଣୀ। ଜାତୀୟସ୍ତରୀୟ ହାଣ୍ଡବଲ୍ ଖେଳାଳୀ ବିଭୂତି ମୁଣ୍ଡାଗାଡ଼ିଆଙ୍କ ସଫଳତାର କାହାଣୀ ଜାତୀୟସ୍ତରୀୟ ମାଗାଜିନରେ ପ୍ରକାଶ ପାଇବ। ମାଲକାନାଗିରି ଜିଲ୍ଲା ସିନ୍ଧ୍ରିମାଳ ସ୍ଥିତ କସ୍ତୁରବାଗାନ୍ଧୀ ଆବାସିକ…

ବିଏମସି ଯନ୍ତ୍ରୀଙ୍କ ଆଖି ଝଲସା ସମ୍ପତି; ୨୦୦ ଗ୍ରାମ୍‌ ସୁନା, ଦେଶୀ ବନ୍ଧୁକ ଜବତ…

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି)ର ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ବୁଧବାର ଦିନ ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ପାଖରେ ଆୟ ବହିର୍ଭୁତ ସମ୍ପତ୍ତି ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଚଢାଉ କରିଥିଲେ। ଭିଜିଲାନ୍ସ ଦ୍ୱାରା…