Latest Odisha News

BREAKING NEWS

Browsing Category

ଓଡିଶା

Odisha

Maoists Killed: ମାଓ ସଂଗଠନକୁ ପୁଣି ବଡ଼ ଝଟକା: ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ

ରାଉରକେଲା: ଭାଙ୍ଗୁଛି ମାଓଗଡ଼। ମାଓ ସଂଗଠନକୁ ଆଉ ଏକ ବଡ଼ ଝଟକା। ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ। ଏମାନଙ୍କ ମଧ୍ୟରେ ୧ କୋଟି ପୁରସ୍କାର ଘୋଷଣା ହୋଇଥିବା ଜଣେ କୁଖ୍ୟାତ ମାଓନେତା ଅନଲଦା ବି ନିହତ ହୋଇଛି। ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲକୁ ନକ୍ସଲମୁକ୍ତ କରିବାକୁ ଝାଡ଼ଖଣ୍ଡ…

Ganjam Group Clash: ଗଞ୍ଜାମ ପଥରାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ପରସ୍ପର ଉପରକୁ କଲେ ପଥର ମାଡ଼

ଗଞ୍ଜାମ: ବିଦ୍ୟାଳୟକୁ ନେଇ ବିବାଦ। ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ଦୁଇଟି ସାହିର ପିଲାଙ୍କୁ ସ୍କୁଲ ଆସିବାକୁ ମନା କରିବାରୁ ଆରମ୍ଭ ହୋଇଥିଲା ବିବାଦ। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ନିକଟ ପଥରା ଗାଁରେ ଉଡ଼ିଲା ଟେକା ପଥର। ଗୋଷ୍ଠୀ ସଂଘର୍ଷକୁ ନେଇ ଚାପା ଉତ୍ତେଜନା ସୃଷ୍ଟି ହୋଇଥିବା ବେଳେ ପୋଲିସ…

Nandankanan Open: ସାଧାରଣତନ୍ତ୍ର ଦିବସରେ ଖୋଲା ରହିବ ନନ୍ଦନକାନନ

ଭୁବନେଶ୍ବର: ଜାନୁଆରୀ ୨୬ରେ ଖୋଲା ରହିବ ନନ୍ଦନନ୍ଦକାନନ। ସାଧାରଣତନ୍ତ୍ର ଦିବସ ଅବସରରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ବଟାନିକାଲ ଗାର୍ଡେନ ମଧ୍ୟ ଖୋଲା ରହିବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୋମବାର ପରିବର୍ତ୍ତେ ଆସନ୍ତା ସପ୍ତାହ ମଙ୍ଗଳବାର ଏହା ବନ୍ଦ…

ପୁଅର ବାହାଘର ପୂର୍ବରୁ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ବାପାର ଜୀବନ

ଗଞ୍ଜାମ: ରାତି ପାହିଲେ ପୁଅର ବାହାଘର ହେବାକୁ ଥିବା ବେଳେ ପୂର୍ବଦିନ ବାପା ଚାଲିଗଲେ । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ବାପାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜାହାଡ଼ା ଗ୍ରାମରେ ଏପରି ଘଟଣା ଘଟିଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୬୦ ବର୍ଷୀୟ ମଙ୍ଗୁଳୁ ଗୌଡ…

ବାହୁଦା ନଦୀରେ ବୁଡିଗଲେ ୨ ନାବାଳକ ଛାତ୍ର

ଗଞ୍ଜାମ:କେ. ନୂଆଗାଁ ଅନ୍ତର୍ଗତ ନୂଆପଡା ବାହୁଦା ନଦୀ ପୁରୁଣା ବ୍ରିଜ ପାଣିରେ ବୁଡି ଦୁଇ ନାବାଳକ ଛାତ୍ରଙ୍କ ମୃତ୍ୟୁ । ମୃତକ ହେଲେ ବମକେଇର ବିଶ୍ୱାସ ପ୍ରଧାନ ଓ ଚାନ୍ଦପୁରର ଶାଶ୍ୱତ ପାତ୍ର । ସେମାନେ ସପ୍ତମ ଓ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବାର ସୂଚନା ରହିଛି । ସୂଚନାମୁତାବକ, ଉଭୟ…

ଅପରେସନ୍‌ ଗୋ ରକ୍ଷକ: ଗୋ ମାଫିଆଙ୍କ ଆକାଉଣ୍ଟ ଓ ଲକର ହେଲା ଫ୍ରିଜ

କେନ୍ଦୁଝର: କେନ୍ଦୁଝର ପୋଲିସ ପକ୍ଷରୁ ଗିରଫ ଗୋ ମାଫିଆଙ୍କ ବ୍ୟାଙ୍କ ଆକାଉଣ୍ଟ ଓ ଲକର ଯାଞ୍ଚ ଓ ଫ୍ରିଜ କରାଯାଉଛି । ଗୁରୁବାର ପ୍ରଥମେ ଦିନର ପ୍ରାପ୍ତ ସୂଚନା ଅନୁସାରେ କେନ୍ଦୁଝରର ଟାଉନ, ତେଲକୋଇ ଓ ଘଟଗାଁ ଥାନା ଅଞ୍ଚଳର ବିଭିନ୍ନ ବ୍ୟାଙ୍କରେ ଗୋ ମାଫିଆଙ୍କ ସମୁଦାୟ ୧୫ ଟି ବ୍ୟାଙ୍କ…

Airport issues advisory: ଭୁବନେଶ୍ୱର ବିମାନବନ୍ଦରରେ ଯାତ୍ରୀଙ୍କ ପାଇଁ ଆଡଭାଇଜରୀ ଜାରି; ଆଗୁଆ ପହଞ୍ଚିବା ସହ…

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି । ସାଧାରଣତନ୍ତ୍ର ଦିବସକୁ ଦୃଷ୍ଟିରେ ରଖି ବିମାନ ଯାତ୍ରା ପାଇଁ ଆଡଭାଇଜରୀ ଦିଆଯାଇଛି । ଆଗୁଆ ପହଞ୍ଚିବା ସହ ଚେକ୍‌-ଇନ୍‌ରେ ସମୟ ଦେବାକୁ ଯାତ୍ରୀଙ୍କୁ ଅନୁରୋଧ କରାଯାଇଛି । ଏଥିସହ ବିମାନବନ୍ଦର…

ଆସ୍ଥା ହରାଇଲେ ଗୁଡ଼ାରି ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀ ଶବର, ଅନାସ୍ଥା ସପକ୍ଷରେ ୧୬ ସଦସ୍ୟ

ଗୁଣୁପୁର:ଆସ୍ଥା ହରାଇଲେ ଗୁଡ଼ାରି ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀ ଶବର । ରାୟଗଡା ଜିଲା ଗୁଡାରୀ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀ ଶବରଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ କରି ଅନାସ୍ଥା ପ୍ରସ୍ତାବ ପାଇଁ ଗୁଣୁପର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ବ୍ଲକର ସମିତି ସଭ୍ୟ, ସରପଞ୍ଚମାନେ ଆବେଦନ କରିଥିଲେ।…

୨୦୩୬ ସୁଦ୍ଧା ୯୦ପ୍ରତିଶତ ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଜଳର ସୁପରିଚାଳନା ବିନା କୃଷି, ଅର୍ଥନୈତିକ ଉନ୍ନତି ଓ ରାଜ୍ୟର ପ୍ରଗତି ଅସମ୍ଭବ। ପାଣି ପଞ୍ଚାୟତ ବ୍ୟବସ୍ଥା ଓଡିଶାର କୃଷି ଓ କୃଷକଙ୍କ ଜୀବନରେ ଏକ ବିରାଟ ପରିବର୍ତ୍ତନ ଆଣିଛି ବୋଲି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୬…

Republic Day 2026: ଗଣତନ୍ତ୍ର ଦିବସ ପ୍ୟାରେଡ୍ ଓ ରିହର୍ସଲ ଲାଗି ଟ୍ରାଫିକ କଟକଣା…

ଭୁବନେଶ୍ବର: ୨୦୨୬ ଗଣତନ୍ତ୍ର ଦିବସ ଉପଲକ୍ଷେ ଭୁବନେଶ୍ବର ସ୍ଥିତ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ୟାରେଡ୍ ଅନୁଷ୍ଠିତ ହେବ। ସୂଚନା ଅନୁଯାୟୀ, ଆସନ୍ତା ତା. ୨୨.୦୧.୨୦୨୬ ରିଖ ଓ ତା. ୨୩.୦୧.୨୦୨୬ ରିଖ ଦିନ ଅପରାହ୍ନ ୧ ଘଟିକାରୁ ୬ ଘଟିକା ପର୍ଯ୍ୟନ୍ତ…