Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟ୍ରେନ ଧକ୍କାରେ ଶୁଭମିତ୍ରାଙ୍କ ସମ୍ପର୍କୀୟ ମୃତ

ଭୁବନେଶ୍ବର: ଟ୍ରେନ ଧକ୍କାରେ କନେଷ୍ଟବଳ ଶୁଭମିତ୍ରାଙ୍କ ସମ୍ପର୍କୀୟଙ୍କ ମୃତ୍ୟୁ। ଭୁବନେଶ୍ବର ପଟିଆ ଷ୍ଟେସନ ନିକଟରେ ଘଟିଛି ଦୁର୍ଘଟଣା। ଲେଡି କନେଷ୍ଟବଳ ଶୁଭମିତ୍ରା ସାହୁଙ୍କ ଶେଷକୃତ୍ୟ ସାରି ପୁରୀରୁ ଫେରୁଥିବା ବେଳେ ଦୁର୍ଘଟଣାରେ ତାଙ୍କର ଜଣେ ସଂପର୍କୀୟଙ୍କ ମୃତ୍ୟୁ ହୋଇଛି ଏବଂ ଅନ୍ୟ ଜଣେ…

TPSODL: ସୁରକ୍ଷିତ ପାର୍ବଣ ଉତ୍ସବ ପାଳନ ନିମନ୍ତେ ଟିପିଏସ୍ଓଡିଏଲ୍ ଜାରି କଲା ସୁରକ୍ଷା ପରାମର୍ଶ

ବ୍ରହ୍ମପୁର: ଦୁର୍ଗାପୂଜା ତଥା ପାର୍ବଣ ଋତୁ ପାଖେଇ ଆସୁଥିବା ହେତୁ ବୈଦ୍ୟୁତିକ ନିରାପତ୍ତାକୁ ପ୍ରାଥମିକତା ଦେଇ ଦାୟିତ୍ୱପୂର୍ଣ୍ଣ ଭାବେ ଉତ୍ସବ ପାଳନ କରିବାକୁ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଉପଭୋକ୍ତାମାନଙ୍କୁ ନିବେଦନ କରାଯାଇଛି।…

ମେଡିକାଲ ଶିକ୍ଷା ଓ ତାଲିମ ବିକାଶ ନିମନ୍ତେ ୯୮ ନୂଆ ନିଯୁକ୍ତି…

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା ଏବଂ ଚିକିତ୍ସା ଶିକ୍ଷା କ୍ଷେତ୍ରକୁ ନଜର ରେ ରଖି ଓଡ଼ିଶା ସରକାର ରାଜ୍ୟର ବିଭିନ୍ନ ମେଡିକାଲ କଲେଜରେ ମୋଟ ୯୮ଟି ନୂତନ ସହାୟକ ପ୍ରଫେସରଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ଘୋଷଣା କରିଛନ୍ତି। ସେଥିମଧ୍ୟରୁ ୨୩ଟି ବିଶେଷଜ୍ଞ ବିଭାଗରେ ୯୧ ଜଣ ସହାୟକ ପ୍ରଫେସର ଓ…

ରାଜ୍ୟର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ବିଶ୍ୱର ସର୍ବବୃହତ ଜନଜାତି ବିଦ୍ୟାଳୟ କିସ୍‍ ପରିସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ ତମ ଜନ୍ମଦିନ ପାଳିତ ହୋଇଯାଇଛି। ଏଥିରେ କିସର ୪୦ ହଜାର ଛାତ୍ରଛାତ୍ରୀ ଏକାଠି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରିଥିଲେ। ପିଲାମାନେ ମୋଦୀଙ୍କ ମୁଖା ପିନ୍ଧି ଜନ୍ମଦିନ…

ଓଡ଼ିଶା ସିଭିଲ୍ ସର୍ଭିସେସ୍ (ପ୍ରିଲିମ୍) ପରୀକ୍ଷା ତାରିଖ ଘୋଷଣା…

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଗୁରୁବାର ସିଭିଲ୍ ସର୍ଭିସେସ୍ (ପ୍ରିଲିମ୍) ପରୀକ୍ଷା-୨୦୨୪ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ପରୀକ୍ଷା ୧୨ ଅକ୍ଟୋବର ୨୦୨୫ରେ ଅନୁଷ୍ଠିତ ହେବାକୁ ଯାଉଛି। ଓପିଏସସି ଦ୍ୱାରା ପ୍ରକାଶିତ ସମୟ ସାରଣୀ ଅନୁଯାୟୀ, ପ୍ରିଲିମ୍ ପରୀକ୍ଷା ୬ଟି…

Ama bus: ଆମ ବସ୍‌ କଣ୍ଡକ୍ଟରଙ୍କ ଦାଦାଗିରି; ଯାତ୍ରୀଙ୍କୁ ମାରିଲେ ଥାପଡ଼, ଏପଟେ ଚାକିରିରୁ ବହିଷ୍କାର…

ଭୁବନେଶ୍ବର:ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଆକ୍ରମଣ କଲେ ଆମ ବସ୍ କଣ୍ଡକ୍ଟର । ଭୁବନେଶ୍ବରରେ ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଥାପଡ଼ ମାରିଲେ ‘ଆମ ବସ୍‌’ କଣ୍ଡକ୍ଟର, ଏହିପରି ଅଭିଯୋଗ ହୋଇଛି । OD33AH0166 ଗାଡ଼ିର କଣ୍ଡକ୍ଟର ଏହି ଘଟଣା ଘଟାଇଥିବା ସୂଚନା ରହିଛି । କଣ୍ଡକ୍ଟର ୟୁନିଫର୍ମରେ ଥାଇ…

ମଲ୍‌ରେ ଆଦାୟ ହେଉଥିବା ପାର୍କିଂ ଫି’କୁ ନେଇ BMCର ଆଭିମୁଖ୍ୟ ଅସ୍ପଷ୍ଟ

ଭୁବନେଶ୍ୱର: ମଲ୍‌ରେ ଆଦାୟ ହେଉଥିବା ପାର୍କିଂ ଫି’କୁ ନେଇ BMCର ଆଭିମୁଖ୍ୟ ଅସ୍ପଷ୍ଟ। ଏହା ନିୟମ ନା ନିୟମ ନୁହେଁ କହି ହେବ ନାହିଁ କହିଲେ BMC କମିଶନର। ଏଯାଏଁ କୌଣସି ନିଷ୍ପତ୍ତି ନେଇନୁ, ଆଗକୁ ଆଲୋଚନା ପରେ ନିଷ୍ପତି ନେବୁ। ପାର୍କିଂ ବାବଦକୁ ଟଙ୍କା ନିଆଯିବା ଘଟଣା ବିଷୟରେ ଅବଗତ ଅଛୁ।…

୧୭ ମାସରେ ବିଜ୍ଞାପନରେ ଖର୍ଚ୍ଚ ହୋଇଛି ୧୩୫.୮୫ କୋଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ ୧୭ ମାସ ମଧ୍ୟରେ ଓଡ଼ିଶାବାସୀଙ୍କର ବିଭିନ୍ନ କଲ୍ୟାଣକାରୀ ଯୋଜନାର ପ୍ରଚାର ଏବଂ ପ୍ରସାର ପାଇଁ ମୋଟ ୧୩୫.୮୫ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ଦିନ ବିଧାନସଭାରେ ସୂଚନା ଦେଇଛନ୍ତି। ତେବେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି…

ମୃତଦେହ ଧରି ପୋଲିସ ମୁଖ୍ୟାଳୟରେ ଡ୍ୟୁଟି କରିଥିଲା ଦୀପକ

ଭୁବନେଶ୍ୱର: ଧିରେ ଧିରେ ପଦାକୁ ଆସୁଛି ଅଭିଯୁକ୍ତ ଦୀପକ ରାଉତଙ୍କ ସତ। ଶୁଭମିତ୍ରାଙ୍କ ହତ୍ୟା ଘଟଣାର ପୁରା ସତ ସେ ପୋଲିସ ଆଗରେ କହିଛି । ସେପ୍ଟେମ୍ବର ୬ ତାରିଖରେ ଭୁବନେଶ୍ୱରରେ ହତ୍ୟା କରିଥିଲା । ଆଉ ହତ୍ୟା ପରେ ମୃତଦେହକୁ କାର ଭିତରେ ରଖି ଡ୍ୟୁଟି କରିଥିଲା। ପ୍ରାୟ ୧ ଘଣ୍ଟାରୁ ଅଧିକ…

ରତ୍ନଭଣ୍ଡାର ସ୍ଥାନାନ୍ତର ପରେ ଗଣତିମଣତି, ଧାଡି ଦର୍ଶନର ହେବ ଟ୍ରାଏଲ୍ ରନ୍: ଆଇନମନ୍ତ୍ରୀ

ଭୁବନେଶ୍ବର: ରତ୍ନଭଣ୍ଡାର ସ୍ଥାନାନ୍ତର ପରେ ହେବ ଗଣତିପଣତି। ଗତକାଲି ରତ୍ନଭଣ୍ଡାର ସବ୍ କମିଟି ବୈଠକ ବସିଥିଲା। କମିଟି ପକ୍ଷରୁ ସରକାରଙ୍କୁ ଅବଗତ କରାଯାଇଛି ଯେ, ସେପ୍ଟେମ୍ବର ୨୩ରେ ରତ୍ନଭଣ୍ଡାରର ସିନ୍ଧୁକକୁ ରତ୍ନଭଣ୍ଡାର ଭିତରକୁ ସ୍ଥାନାନ୍ତର କରାଯିବ। ନ ହେଲେ ୨୪ ତାରିଖରେ ହେବ। ଥରେ…