Latest Odisha News

BREAKING NEWS

Browsing Category

ଓଡିଶା

Odisha

୪୮ ଲକ୍ଷ ଠକେଇ ଅଭିଯୋଗରେ ପୂର୍ବତନ ମନ୍ତ୍ରୀଙ୍କ ପୁଅ ଓ ଝିଅ ଅଟକ

କେନ୍ଦ୍ରାପଡା: କଟକର ଏକ ସଂସ୍ଥା ଏସଏସବି ଇଲେକ୍ଟ୍ରିକାଲ୍ସ ୪୮ ଲକ୍ଷ ଟଙ୍କାର ଠକେଇ ନେଇ ଟାଉନ୍ ଥାନାରେ ବିଜେଡି ନେତା ଅଙ୍କିତ ପ୍ରତାପ ଜେନା ଏବଂ ତାଙ୍କ ଭଉଣୀ ଐଶ୍ୱର୍ଯ୍ୟା ପ୍ରତାପ ଜେନାଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି। ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପୁଅ ଅଙ୍କିତ ୨୦୨୪…

ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡକୁ ଯିଏ ଭାଇରାଲ କରିଛି ତା’ ବିରୁଦ୍ଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ପୁରୀ…

ପୁରୀ: ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ ବେଳର ଭିଡିଓ ଭାଇରାଲ ଘଟଣା ଉପରେ ପୁଣି ପ୍ରତିକ୍ରିୟା ରଖିଲେ ପୁରୀ ଏସପି । ସେ କହିଛନ୍ତି ଯେ, ଯିଏ ବଳଙ୍ଗା ପୀଡ଼ିତାଙ୍କ ବୟାନ ସମୟ ଭିଡିଓ ଭାଇରାଲ୍‌ କରିଛନ୍ତି ତାଙ୍କ ବିରିଦ୍ଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଏନେଇ କଡ଼ା ଚେତାବନୀ ଶୁଣାଇଲେ ପୁରୀ…

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨…

ଛୁଟିରେ ଯାଇ ବିଦେଶ ବୁଲୁଥିଲେ, ନିଲମ୍ବନ କଲା ବିଭାଗ…

ଭୁବନେଶ୍ୱର: ଅସୁସ୍ଥତା ଜନିତ ଛୁଟିରେ ଯାଇ ଥାଇଲ୍ୟାଣ୍ଡରେ ଛୁଟି କାଟିବା ଅଭିଯୋଗରେ ସୋନପୁର ଜିଲ୍ଲାର ପ୍ରାଥମିକ କୃଷି ସମବାୟ ସମିତି (ପିଏସିଏସ)ର ତିନି ଜଣ ସଚିବଙ୍କୁ ଓଡ଼ିଶା ସରକାର ନିଲମ୍ବିତ କରିଛନ୍ତି। ନିଲମ୍ବିତ ହୋଇଥିବା ବ୍ୟକ୍ତିମାନେ ହେଉଛନ୍ତି ସୋନପୁରର ଲଛିପୁର, ମୟୁରୁଦନ ଏବଂ…

ପିପିଲିରେ ଆତ୍ମାହୁତି ଉଦ୍ୟମ କରିଥିବା ମହିଳାଙ୍କର ଏମ୍‌ସରେ ମୃତ୍ୟୁ

ଭୁବନେଶ୍ୱର: ଋଣ ଭାର ଯୋଗୁଁ ଆତ୍ମହତ୍ୟା ଉଦ୍ୟମ କରିଥିବା ପିପିଲିର ଜଣେ ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ  ଭୁବନେଶ୍ୱର ଏମ୍ସରେ ମୃତ୍ୟୁ ଘଟିଛି। ପିପିଲି ସହରରେ ଥିବା ଭଡା ଘରେ ନିଆଁ ଲଗାଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ ଉକ୍ତ ମହିଳା। ଫଳରେ ୩୭ ବର୍ଷୀୟ ମହିଳା ଜଣକ ପ୍ରାୟ…

୧୦ ଟନ୍‌ ବିସ୍ଫୋରକ ସାମଗ୍ରୀ ଜବତ, ୩ ଗିରଫ

କନ୍ଧମାଳ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ପୋଲିସ ଏକ ବଡ଼ଧରଣର ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ କରିଛି । ଏଥିରେ ୧୦ ଟନ୍‌ ବିସ୍ଫୋରକ ସାମଗ୍ରୀ ରହିଛି । ଏହା ସହ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ତଳଦାନ୍ତଲିଙ୍ଗି ଗାଁର ଆଲୋକ ଓରଫ…

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: କେସ୍‍ ଡାଏରୀ ଦାଖଲ ପାଇଁ ସମୟ ନେଲା କ୍ରାଇମ୍‌ବ୍ରାଞ୍ଚ

କଟକ: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ୮ ଜଣଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି କ୍ରାଇମ୍‌ବ୍ରାଞ୍ଚ । ଏହି ମାମଲାରେ ଆଜି କେସ୍ ଡାଏରୀ ଦାଖଲ ପାଇଁ ସମୟ ନେଲା କ୍ରାଇମ୍‌ବ୍ରାଞ୍ଚ । କଟକ ଏଡିଜେ କୋର୍ଟଙ୍କ ଶୁଣାଣି ବେଳେ ସମୟ ନେଲା କ୍ରାଇମବ୍ରାଞ୍ଚ । ସମସ୍ତ ଅଭିଯୁକ୍ତଙ୍କ ଜାମିନ…

ଆସନ୍ତା ୪ରେ ରାଜ୍ୟ ନିର୍ବାଚନ କମିଶନ ଘେରିବ କଂଗ୍ରେସ

ଭବନେଶ୍ବର: ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ୍ ଚୋରି ଅଭିଯୋଗରେ କଂଗ୍ରେସର ପିଏସି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଦଳ ପ୍ରଥମେ କଂଗ୍ରେସ ଭବନରୁ ବାହାରି ନିର୍ବାଚନ କମିଶନ ଯାଏଁ ପଦଯାତ୍ରାରେ ଯିବ । ଆଜି ଏନେଇ ଗଣାମାଧ୍ୟମକୁ ସୂଚନା…

ନଭେମ୍ବରରୁ ପିଏମ୍‌ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା: ମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନକୁ ନେଇ ବଡ ସୂଚନା ଦେଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ । ନଭେମ୍ବର ମାସରୁ ପିଏମ୍‌ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ । ଭାଗ ହୋଇଥିବା ଓ ଭିନ୍ନକ୍ଷମ ହିତାଧିକାରୀଙ୍କୁ ବି…

ଚଳନ୍ତା ଅଟୋରେ ନାବାଳିକାକୁ ଅସଦାଚରଣ; ଚାଳକ ଗିରଫ

କଟକ: ଚଳନ୍ତା ଅଟୋରେ ନାବାଳିକାକୁ ଅସଦାଚରଣ ଅଭିଯୋଗ । ଚାଉଳିଆଗଞ୍ଜ ଥାନାରେ ଅଟୋ ଚାଳକଙ୍କ ନାଁରେ ଏତଲା । ଅଭିଯୋଗ ଆଧାରରେ ଅଭିଯୁକ୍ତ ଅଟୋ ଚାଳକକୁ ଗିରଫ କଲା ପୋଲିସ । ସୂଚନା ଦେଇଛନ୍ତି କଟକ ଡିସିପି ରିଷିକେଶ ଖିଲାରୀ । ଗିରଫ ଅଟୋ ଚାଳକ ଜଗତସିଂହପୁରର ବୋଲି ସୂଚନା ରହିଛି ।…