Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ, ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର: ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଡଙ୍ଗା ଏବଂ ଭସାପୋଲ ଚଳାଚଳ ବନ୍ଦ

ଚିଲିକା: ଆଜିଠାରୁ ଚିଲିକାରେ ଡଲ୍‌ଫିନ୍ ଗଣନା ଆରମ୍ଭ। ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ବାଲୁଙ୍ଗା ଏବଂ ସିଡିଏର ମିଳିତ ଆନୁକୂଲ୍ୟରେ ଆଜି ସକାଳ ୬ ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ଡଲଫିନ ଗଣନା ନିମିତ୍ତ ସମୁଦାୟ ୨ଟି ରେଞ୍ଜକୁ ୩ଟି ସେକ୍ଟରରେ ଭାଗ କରାଯାଇ ୧୮ଟି ଟିମ୍ ନିୟୋଜିତ ହୋଇଛି।

Weather Update: ରାଜ୍ୟରେ ଶୀତ ଗାଏବ, ବଢୁଛି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ରାତ୍ରିକାଳୀନ ତାପମାତ୍ରାରେ ବୃଦ୍ଧି। ଶୀତ ଗାଏବ। ସକାଳ ୫.୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ସର୍ବନିମ୍ନ ୧୩.୪ ଡିଗ୍ରୀ। ରାଜଧାନୀ ଭୁବନେଶ୍ୱରରେ ୧୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। କହିବାକୁ ଗଲେ ରାଜ୍ୟରେ ଏବେ ଋତୁ ବଦଳୁଛି। ରାତିରେ ଶୀତ

Fire Breaks Out: ବିଳମ୍ବିତ ରାତିରେ ୧ ନମ୍ବର ହାଟରେ ଭୟାବହ ଅଗ୍ନିକାଣ୍ଡ, ଧ୍ବଂସ ପାଇଲା ୪୦ରୁ ଅଧିକ ଦୋକାନ

ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ହୁତୁହୁତୁ ହୋଇ ଜଳିଗଲା ହାଟ। ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ,

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବାଥରୁମ୍‌ରେ ନବଜାତ ଶିଶୁକନ୍ୟାକୁ ଫୋପାଡି ମା’ ଚମ୍ପଟ

ଭଦ୍ରକ: ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା । ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଚମ୍ପଟ ମାରିଛି । ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ନବଜାତ ଶିଶୁର ମୃତ୍ୟୁ ହୋଇଥିବା ବେଳେ ମା'କୁ ଠାବ କରାଯାଇନାହିଁ ।…

Brown Sugar Seizure: ବ୍ରାଉନସୁଗାର ସହ ୨୫ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଜବତ, ୨ ଅଭିଯୁକ୍ତ ଅଟକ

ଅନୁଗୁଳ: ଅନୁଗୁଳ ସହରର ହାତୀଶାଳପଡ଼ା ଭଡ଼ା ଘରେ ଚାଲିଥିଲା ଧଳା ଜହର କାରବାର । ଅନୁଗୁଳ ଥାନା ଓ ଜିଲା ମୋବାଇଲ ସ୍ୱାର୍ଡ ପକ୍ଷରୁ ମିଳିତ ଚଢ଼ାଉ କରି ୨୮ଗ୍ରାମ ବ୍ରାଉନ ସୁଗାର ଜବତ କରାଯିବା ସହ ୨ ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ । ଅଟକ ୨ଅଭିଯୁକ୍ତଙ୍କ ନିକଟରୁ ନଗଦ ୨୬ଲକ୍ଷ ୫ହଜାର…

Bhitarkanika: ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି; ୨୦ଟି ଧଳା କୁମ୍ଭୀର…

ପଟ୍ଟାମୁଣ୍ଡାଇ:ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ କୁମ୍ଭୀର ଗଣନା ଶେଷ ହୋଇଛି । ଗତ ବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡିକରେ ୧୮୨୬ ଟି ବଉଳାକୁମ୍ଭୀର ଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧୮୫୮କୁ ବୃଦ୍ଧି ପାଇଛି। ଅର୍ଥାତ୍ ଗତବର୍ଷ ଠାରୁ ଚଳିତ ବର୍ଷ ୩୨ଟି କୁମ୍ଭୀର…

ଜାନୁଆରୀ ୨୧ରୁ ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’ ଆରମ୍ଭ…

ଭୁବନେଶ୍ଵର: ରାଜ୍ୟସ୍ତରୀୟ “ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬”କୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଆଜି ଭେଟେରିନାରୀ କଲେଜ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏହି  ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇଥିଲେ। ଚଳିତ ଜାନୁଆରୀ ୨୧ରୁ ୨୩ ପର୍ଯ୍ୟନ୍ତ…

ଖଣି ମନ୍ତ୍ରୀଙ୍କୁ ବହିଷ୍କାର କରି ମୁଖ୍ୟମନ୍ତ୍ରୀ ନିଜର ଦକ୍ଷତାର ପ୍ରମାଣ ଦିଅନ୍ତୁ: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ବାଲି, ମୋରମ ଓ ପଥର ଚୋରି ବ୍ୟାପକ ହୋଇଥିବା ବେଳେ ଏଥିରେ ସରକାରୀ ଦଳର ନେତା କର୍ମୀଙ୍କ ସମ୍ପୃକ୍ତି ସ୍ପଷ୍ଟ ହୋଇଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ନିକଟରେ ଗଞ୍ଜାମ ଜିଲ୍ଲାରେ ଇଡି ରେଡ୍ ରେ ଖଣି ମନ୍ତ୍ରୀଙ୍କ ପ୍ରତିନିଧିଙ୍କ ସମ୍ପୃକ୍ତି ସ୍ପଷ୍ଟ ହେବା ପରେ,…

ବଦଳିବ ଓଡ଼ିଶା ସରକାରଙ୍କ ଲ୍ୟାଣ୍ଡ ସେଟଲମେଣ୍ଟ ଆକ୍ଟ 

ଭୁବନେଶ୍ୱର: ରାଜ୍ୟରେ ଜମି ଜନିତ ସମସ୍ୟାକୁ ସରଳ କରିବା ଏବଂ ଦୀର୍ଘ ଦିନ ଧରି ସମାଧାନ ହୋଇପାରୁନଥିବା ସମସ୍ୟା ଗୁଡ଼ିକ ପାଇଁ ସରକାର ଆଗାମୀ ବିଧାନସଭା ଅଧିବେଶନରେ ଏକ ନୂତନ ଆଇନ ପ୍ରଣୟନ କରିବାକୁ ଯାଉଥିବା ନେଇ ସୋମବାର ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ…