Latest Odisha News

BREAKING NEWS

Browsing Category

ଓଡିଶା

Odisha

BMC ବୈଠକରେ ବଡ଼ ନିଷ୍ପତ୍ତି : ଡ୍ରେନରେ ଲାଗିବ ସେନସର୍‌

ଭୁବନେଶ୍ୱର: ବର୍ଷା ଦିନ ଆସିଲେ ସହରର ସମସ୍ତ ଡ୍ରେନରେ ପାଣି ଭରିଯାଏ। ଏହାଛା ଡ୍ରେନରେ ପଙ୍କ ଭରିଗଲେ ମଧ୍ୟ ଡ୍ରେନ ପାଣି ଓଭର ପ୍ଲୋ ହୁଏ। ଏହାକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ନୂଆ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ବିଏମ୍‌ସି ଅଧିନରେ ଥିବା ବଡ଼ ବଡ଼ ଡ୍ରେନରେ ସେନସର୍‌ ଲାଗିବ। ଫଳରେ…

MGNREGA Fraud: କୋଟାଗଡ଼ ବ୍ଲକର ୨ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA) ଯୋଜନାରେ ୪୨ ଲକ୍ଷ ଟଙ୍କାରୁ ଅଧିକ ପାଣ୍ଠି ହେରଫେର କରିବା ଅଭିଯୋଗରେ ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ କନ୍ଧମାଳ ଜିଲ୍ଲାର କୋଟାଗଡ଼ ବ୍ଲକର ଦୁଇଜଣ ଇଞ୍ଜିନିୟରଙ୍କୁ ଗିରଫ କରିଛି। ଗିରଫ…

ନର୍ଲାରେ ୧୨ ଘଣ୍ଟିଆ ରେଳ ରୋକ ଆନ୍ଦୋଳନ;ରହଣି ଦାବୀ କରି…

ଭୁବନେଶ୍ବର: ନର୍ଲାରେ ୧୨ଘଣ୍ଟିଆ ରେଳ ରୋକ ଆନ୍ଦୋଳନ । ଏହି ରୁଟ୍ ରେ ଚାଲୁଥିବା ଟ୍ରେନର ରହଣି ଦାବୀ କରି ବହୁ ସଂଖ୍ୟାରେ ଆନ୍ଦୋଳନକାରୀ ରେଳ ଧାରଣାରେ ବସି ପ୍ରତିବାଦ କରୁଛନ୍ତି । ନର୍ଲା ସ୍ୱାଭିମାନ ମଞ୍ଚର ଆହ୍ୱାନରେ ଆଜି ସକାଳୁ ଆରମ୍ଭ ହୋଇଛି ୧୨ ଘଣ୍ଟିଆ ରେଳ ରୋକ ଆନ୍ଦୋଳନ । ତେବେ…

ମୁଖ୍ୟ ଶାସନ ସଚିବଙ୍କ ଓଏସଡି ଭାବେ ପିନାକୀ ପଟ୍ଟନାୟକ ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶା ସରକାର ବରିଷ୍ଠ ଓଏଏସ୍ ଅଧିକାରୀ ପିନାକୀ ପଟ୍ଟନାୟକଙ୍କୁ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସ୍ୱତନ୍ତ୍ର ଦାୟିତ୍ୱ ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତ କରିଛନ୍ତି। ସେ ବର୍ତ୍ତମାନ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ଅତିରିକ୍ତ ସଚିବ ତଥା ଓଡ଼ିଶା ଦକ୍ଷତା ବିକାଶ…

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ୨୩ ଓଏଏସ୍ ଅଧିକାରୀଙ୍କୁ ଓଏସଡି ଭାବେ ନିଯୁକ୍ତି

ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଜୁଲାଇ ୧୬ରେ ଅନୁଷ୍ଠିତ ହେବ। ଏହାକୁ ସୁଗମ କରିବା ପାଇଁ ଓଡ଼ିଶା ସରକାର ୨୩ ଜଣ ଓଏଏସ୍ ଅଧିକାରୀଙ୍କୁ ପୁରୀରେ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ୍ ଭାବରେ ନିଯୁକ୍ତ କରିଛନ୍ତି। ସେମାନଙ୍କୁ ଜୁନ୍ ୩୦ରୁ ଜୁଲାଇ ୨୭ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଡ୍ୟୁଟି…

ତାମିଲନାଡ଼ୁ ଗ୍ୟାସ୍‌ ଟ୍ରାଜେଡି: ଓଡ଼ିଶା ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି

ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁର ଜିଲ୍ଲାର ଏକ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ଦୁର୍ଘଟଣାରେ ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ମୋଟ୍ ମୃତକଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଥିବା ଆଉ ଜଣେ…

ବର୍ଷା ପାଇଁ ରାଜ୍ୟର ସବୁ ବ୍ରିଜର ହେବ ସ୍ଥିତି ଯାଞ୍ଚ, ୪ ଜୁଲାଇ ସୁଦ୍ଧା ରିପୋର୍ଟ ତଲବ

ଭୁବନେଶ୍ୱର: ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ଣ୍ଣ ମାତ୍ରାରେ ସକ୍ରିୟ ହୋଇଉଠିଛି। ଫଳରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଅନ୍ୟପଟେ ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ। ଜୁଲାଇ ୩ ରୁ ୭ ତାରିଖ ଭିତରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରଥମେ ବର୍ଷା ବଢ଼ିପାରେ। ବଡ଼ ବର୍ଷା…

ତେଜିଲା ଡାକ୍ତର ଅସନ୍ତୋଷ, ଅନିର୍ଦ୍ଦିଷ୍ଟକାଳ ପାଇଁ ରାଜ୍ୟରେ ରୋଗୀ ସେବା ବନ୍ଦ

ଭୁବନେଶ୍ୱର: କଳା ବ୍ୟାଚ ପିନ୍ଧି ଡ୍ୟୁଟି କରୁଛନ୍ତି ଜୁନିଅର ଡାକ୍ତର। ଓମସାର ୧୦ ଦଫା ଦାବି ନେଇ ପ୍ରତିବାଦ ଜାରି ରହିଛି। ଜୁନିଅର ଡାକ୍ତର ସଂଘ ସଭାପତିଙ୍କ ଚେତାବନୀ, ଦାବି ପୂରଣ ନହେଲେ ଆଗକୁ ଜୋରଦାର ହେବ ଆନ୍ଦୋଳନ। ଜାତୀୟ ଡାକ୍ତର ଦିବସରେ ଆନ୍ଦୋଳନକୁ ଓହ୍ଲାଇବେ ଡାକ୍ତର। ଆଜିଠୁ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ପୁରୀ ଜିଲ୍ଲାର ହୋଇଥିବା ବେଳେ ରୋପୱେ ମରାମତି କରିବାକୁ ୨୮ ତାରିଖରେ ସେଠାକୁ ଆସିଥିଲେ ବୋଲି କୁହାଯାଉଛି। ଗତ ୨୮ ତାରିଖରୁ ସ୍ଥାନୀୟ ଅଞ୍ଚଳରେ…

IPS Dayal Gangwar:ବରିଷ୍ଠ IPS ଗଙ୍ଗୱାରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ବର:ଆଇପିଏସ ଦୟାଲ ଗଙ୍ଗୱାରଙ୍କ ବିରୋଧରେ ନିଆଯିବ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ। ଦୟାଲ ଗଙ୍ଗୱାରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ପୋଲିସ ମହାନିର୍ଦ୍ଦେଶକ (DGP) ଙ୍କୁ ତୁରନ୍ତ ଚାର୍ଜସିଟ୍ ରିପୋର୍ଟ ଦାଖଲ…