Latest Odisha News

BREAKING NEWS

Browsing Category

ଓଡିଶା

Odisha

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର: ଧିରେ ଧିରେ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଉ ଥିବାରୁ ଏନେଇ ରବିବାର ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ଟି ସ୍ଲୁଇସ୍‌ ଗେଟ୍‌ । ସକାଳ ୮ଟାରେ ପ୍ରଥମେ ୨ଟି ଓ ପରେ ସକାଳ ୧୧ଟାରେ ଆଉ ୪ଟି ଗେଟ୍ କୁ ବନ୍ଦ କରିଦିଆଯାଇଛି । ଏହାକୁ ମିଶାଇ ମୋଟ୍‌ ୬ଟି…

ଓଡ଼ିଶା ନାଭାଲ ଟାଟା ହକି ତୃଣମୂଳ ଲିଗ୍ ଚାମ୍ପିୟନସିପ୍: ଲାଠିକଟା ବାଳିକା, କୁଆଁରମୁଣ୍ଡା ବାଳକ ବିଜୟ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମ୍‌ ଠାରେ ଓଡ଼ିଶା ନାଭାଲ ଟାଟା ହକି ତୃଣମୂଳ ଲିଗ୍ ଚାମ୍ପିୟନସିପ୍ ୨୦୨୫ର ୫ମ ସଂସ୍କରଣର ଶେଷ ପର୍ଯ୍ୟୟ ସମାପ୍ତ ହୋଇଛି । ଓଡିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଉଦୀୟମାନ ହକି ପ୍ରତିଭାମାନଙ୍କ ପାଇଁ ଏହି ୫ ଦିନିଆ ଉତ୍ସବ ଆଜି ଉଦଯାପିତ ହୋଇଯାଇଛି । ବାଳିକା…

ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମହୁତି ଘଟଣା; ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ

ଭୁବନେଶ୍ୱର: ବାଲେଶ୍ୱରର ଏଫଏମ (ସ୍ୱୟଂଶାସିତ) କଲେଜର ଜଣେ ଛାତ୍ରୀଙ୍କ ଆତ୍ମହୁତି ଘଟଣାରେ ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରବିବାର ରାଜ୍ୟପାଳ ହରି ବାବୁ କାମ୍ଭମପତିଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। "ଓଡିଶାର ପ୍ରମୁଖ ବିଶ୍ୱବିଦ୍ୟାଳୟ ମଧ୍ୟରୁ ଗୋଟିଏ ହେଉଛି ଏଫଏମ…

ରାଜ୍ୟରେ ପ୍ରଥମ: ସରକାରୀ ଗାଡି ଚଳାଇଲେ ମହିଳା ଡ୍ରାଇଭର, ଜାଣନ୍ତୁ କିଏ ଏହି ସନ୍ଧ୍ୟା ମାଝୀ….

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ଥର ପାଇଁ ସରକାରୀ ସ୍ତରରେ ଜଣେ ମହିଳା ସରକାରୀ ଗାଡି ଡ୍ରାଇଭର ବନି ଇତିହାସ ରଚିଛନ୍ତି । ପରିବହନ ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀଙ୍କ ସରକାରୀ ଗାଡ଼ି ଚଲାଇ,ସରକାରୀ ଗାଡ଼ି ଚଲାଇଥିବା ଓଡ଼ିଶାର ପ୍ରଥମ ମହିଳା ଡ୍ରାଇଭର ବନିଛନ୍ତି ସନ୍ଧ୍ୟା ରାଣୀ ମାଝୀ । ଏହି…

ପୀଡିତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ନ୍ୟାୟ ଦାବିରେ କଂଗ୍ରେସ ଓ ବିଜେଡିର ବିକ୍ଷୋଭ

ବାଲେଶ୍ୱର ଛାତ୍ରୀ ପୋଡି ଯିବା ଘଟଣା ଏବେ ତେଜିବାରେ ଲାଗିଛି । ଛାତ୍ରୀଙ୍କ ଶରୀରର ୯୦ ପ୍ରତିଶତ ପୋଡି ଯାଇଥିବା ବେଳେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ସେ । ଏବେ ସେ ଏମ୍ସରେ ଚିକିତ୍ସାଧୀନ ଥିବା ବେଳେ ମୁଖ୍ୟମନ୍ତ୍ରୀ ପୀଡିତାଙ୍କୁ ଭେଟିଛନ୍ତି । ଶରୀର ଅଧିକାଂଶ ଅଂଶ ପୋଡିଯାଇଥିବାରୁ ତାଙ୍କୁ…

ଏଫଏମ ଛାତ୍ରୀ ଆତ୍ମାହୁତୀ ଘଟଣା: ବିଜେପି ଉପରେ ବର୍ଷିଲା ଟିଏମସି, ‘ଭିନ୍ନ ଦିନ, ଭିନ୍ନ ପୀଡିତା-ସ୍ଥିତି ସମାନ’

ନୂଆଦିଲ୍ଲୀ/ଭୁବନେଶ୍ବର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ନିଜକୁ ନିଆଁ ଲଗାଇ ଦେବା ଘଟଣାରେ ଏବେ ବିରୋଧୀ ସରକାରଙ୍କୁ ଘେରିଥିବା ବେଳେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (ଟିଏମସି) ବିଜେପି ସରକାରଙ୍କ ଉପରେ କଠୋର ଆକ୍ରମଣ ଆରମ୍ଭ କରିଛି । ଏନେଇ ନିଜ ଅଫିସିଆଲ ଏକ୍ସ…

ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା; ‘ଏଥିପାଇଁ କର୍ତ୍ତୃପକ୍ଷ ଦାୟୀ’

ବାଲେଶ୍ବର: ନ୍ୟାୟ ନ ପାଇ ବାଲେଶ୍ୱର ଫକିର ମୋହନ ବିଶ୍ବବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । କଲେଜ କର୍ତ୍ତୃପକ୍ଷଙ୍କ ଉପରେ ତୀବ୍ର ଅସନ୍ତୋଷ ଝାଡିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ସେ ଏହି ଘଟଣାପାଇଁ କର୍ତ୍ତୃପକ୍ଷଙ୍କ…

ଏଫଏମ ଛାତ୍ରୀ ଆତ୍ମାହୁତୀ: ଘେରିଲେ ବିରୋଧୀ, ନବୀନ ଲୋଡିଲେ ରାଜ୍ୟପାଳଙ୍କ ହସ୍ତକ୍ଷେପ

ବାଲେଶ୍ବର: ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତୀ ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ସରକାର ମଧ୍ୟ ଆକ୍ସନ ମୋଡରେ ଏହି ଘଟଣାକୁ ପ୍ରାଥମିକତା ଦେଇ ସମସ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହାରି ଭିତରେ ଏବେ ବିରୋଧୀ ରାଜ୍ୟରେ ନାରୀ ସୁରକ୍ଷାକୁ ପ୍ରଶ୍ନ କରି ସରକାରଙ୍କୁ…

ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ବାଲେଶ୍ଵର ପୀଡ଼ିତା; ଏମ୍ସ ଯାଇ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଥିବା ବାଲେଶ୍ବର ଫକିର ମୋହନ ବିଶ୍ବବିଦ୍ୟାଳୟ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ପୀଡ଼ିତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖି…

ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା । ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଭୁବନେଶ୍ବରରୁ ନାକଟିଦେଉଳ ଅଭିମୁଖେ ଗଲେ ସ୍ବତନ୍ତ୍ର ତଦନ୍ତ ଟିମ୍ ।…