Latest Odisha News

BREAKING NEWS

Browsing Category

ଓଡିଶା

Odisha

ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା । ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଭୁବନେଶ୍ବରରୁ ନାକଟିଦେଉଳ ଅଭିମୁଖେ ଗଲେ ସ୍ବତନ୍ତ୍ର ତଦନ୍ତ ଟିମ୍ ।…

ଆଜିଠୁ ୩ ଦିନ ପ୍ରବଳ ବର୍ଷିବ! ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ,…

୫ ଦିନ ପରେ ଆନ୍ଦୋଳନ ପ୍ରତ୍ୟାହାର କାଲା ଡ୍ରାଇଭର ସଙ୍ଘ

ଭୁବନେଶ୍ବର: ଆନ୍ଦୋଳନରୁ ଓହରିଲା ଡ୍ରାଇଭର ସଙ୍ଘ । ୫ଦିନ ପରେ ପ୍ରତ୍ୟାହାର ହେଲା ଡ୍ରାଇଭର ଆନ୍ଦୋଳନ । ଆଜିଠୁ ପୁଣିଥରେ ଷ୍ଟିୟରିଂ ଧରିଲେ ରାଜ୍ୟର ହଜାର ହଜାର ଡ୍ରାଇଭର । ୭ଦଫା ଦାବି ନେଇ ସରକାରଙ୍କ ସହ ସକରାତ୍ମକ ଆଲୋଚନା ହୋଇଥିବା ବେଳେ ଆନ୍ଦୋଳନ ପ୍ରତ୍ୟାହାର କରାଯାଇଥିବା ଘୋଷଣା…

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ ଆତଙ୍କ: ୫୦ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ

କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ ଆତଙ୍କ । ପିଜି ଛାତ୍ରାବାସରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୫୦ ଛାତ୍ର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି । ସମସ୍ତ ଆକ୍ରାନ୍ତଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ଛାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଏସସିବି ଟିମ ନଜର…

କଲେଜ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣା; ସାଙ୍ଘାତିକ ଅଭିଯୋଗ ଆଣିଲେ ପୀଡ଼ିତାଙ୍କ ବାପା..

ବାଲେଶ୍ବର: ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଜଣେ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣା । ପ୍ରିନ୍ସିପାଲ ଓ ଏଚଓଡିଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ପୀଡ଼ିତାଙ୍କ ବାପା । ସେ କହିଛନ୍ତି ମୋ ଝିଅକୁ ପ୍ରିନ୍ସିପାଲ ମାନସିକ ନିର୍ଯାତନା ଦେଇଛନ୍ତି । ପ୍ରିନ୍ସିପାଲ କହିଥିଲେ ସବୁ…

ଭୁବନେଶ୍ୱର ଏମ୍ସର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୧୪ ତାରିଖରେ ଭୁବନେଶ୍ୱରର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଏହି ଅବସରରେ ସ୍ନାତକ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା…

ସର୍ଜରୀ ପରେ ଭୁବନେଶ୍ୱର ଫେରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାରରୁ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଶନିବାର ଭୁବନେଶ୍ୱର ଫେରିଛନ୍ତି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ) ରେ ପହଞ୍ଚିବା ପରେ…

୩ନକଲି ମାଓବାଦୀ ଗିରଫ; ବ୍ୟବସାୟୀଙ୍କୁ କରୁଥିଲେ ୫୦ ଲକ୍ଷ ଦାବି

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଦୋରାଗୁଡ଼ା ପୋଲିସ ୩ ନକଲି ମାଓବାଦୀଙ୍କୁ ଗିରଫ କରିଛି। ଗିରଫ ମଧ୍ୟରେ ଦୁଇଜଣ ଯୁବକ କୁପାଖାଲ ଗ୍ରାମର ବିନୋଦ ବାଗ ଓ ମାଳିଗୁଡ଼ା ଗ୍ରାମର ନରେଶ ନାଏକ ଓ ଅନ୍ୟଜଣେ ନାବାଳକ ରହିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ସୂଚନାଥାଉକି, ବିନୋଦ…

ଆଗାମୀ ୫ ଦିନ ଯାଏଁ ଭିଜିବ ଓଡ଼ିଶା; ଏସଆରସିଙ୍କ ଆଡଭାଇଜରି ଜାରି

ଭୁବନେଶ୍ୱର:  ଜୁଲାଇ ୧୭ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ସୂଚନା ଦେଇଛି। ପାଣିପାଗ ପୂର୍ବାନୁମାନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ସତର୍କତା ଜାରି…

ଚିକିତ୍ସା ଅବହେଳାରୁ କଟକ ସିଟି ହସ୍ପିଟାଲରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା

କଟକ:କଟକ ସିଟି ହସ୍ପିଟାଲରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା । ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ କଲେ ପରିବାର । ଚିକିତ୍ସା ଅବହେଳାରୁ ୧୬ ବର୍ଷର ନାବାଳକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ନାବାଳକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା । ଡାକ୍ତର…