Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ୱାଧୀନତା ଦିବସ ସ୍ପେଶାଲ ଟ୍ରେନ୍

ଭୁବନେଶ୍ୱର: ଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ୱାଧୀନତା ଦିବସ ସ୍ପେଶାଲ ଟ୍ରେନ୍। ସ୍ୱାଧୀନତା ଦିବସରେ ବର୍ଦ୍ଧିତ ଯାତ୍ରୀ ଚାହିଦା ପୂରଣ କରିବା ପାଇଁ ପୂର୍ବତଟ ରେଳପଥ ଶାଲିମାର-ମାଳତୀପାଟପୁର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। • ଟ୍ରେନ୍ ନମ୍ବର…

ସ୍ୟାଣ୍ଡ ଆନିମେସନରେ ଅପରେସନ ସିନ୍ଦୂରର ବିଜୟ ଗାଥା

ପୁରୀ: ସ୍ୱାଧୀନତା ଦିବସକୁ ନେଇ ସାରା ଦେଶରେ ନାହିଁ ନଥିବା ଉତ୍ସାହ। ଏହାକୁ ପାଳନ କରିବା ପାଇଁ ସାରା ଦେଶରେ ହୋଇଚି ବ୍ୟାପକ ପ୍ରସ୍ତୁତି। ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ୭୯ତମ ସ୍ୱାଧିନତା ଦିବସ ଉପଲକ୍ଷ ବାଲୁକା ସ୍ୟାଣ୍ଡ ଆନିମେସନ ପ୍ରସ୍ତୁତ କରିଛନ୍ତି। ଏହି ସ୍ୟାଣ୍ଡ…

ମେଟ୍ରୋ ପ୍ରକଳ୍ପକୁ ନେଇ ସରକାର ରାଜ୍ୟବାସୀଙ୍କୁ ଭୂଆଁ ବୁଲାଉଛନ୍ତି: ବିଜେଡି

ଭୁବନେଶ୍ୱର: ମେଟ୍ରୋ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନଥିବା ବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ଦେଇଥିବା ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ବିଜୁ ଜନତା ଦଳ। ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ…

ଆକ୍ସନ ମୋଡ଼ରେ ଏସଟିଏଫ୍: ଆନ୍ତଃରାଜ୍ୟ ନିଶା ସିଣ୍ଡିକେଟ୍ ରୋକିବାକୁ ସ୍ପେଶାଲ ଅପରେସନ ଆରମ୍ଭ

ଭୁବନେଶ୍ୱର: ଆନ୍ତଃରାଜ୍ୟ ନିଶା ସିଣ୍ଡିକେଟ୍ ରୋକିବାକୁ ଏସଟିଏଫ୍ (STF)ର ବଡ଼ ପଦକ୍ଷେପ। ଏନେଇ ରାଜ୍ୟରେ ୨ ଦିନ ହେବ ମାରାଥନ ରେଡ୍। ସରକାରଙ୍କ ନିର୍ଦ୍ଦେଶ ପରେ ସମସ୍ତ ଜିଲ୍ଲା ଏସ୍‌ପିଙ୍କ ନେତୃତ୍ୱରେ ରେଡ୍‌ ଆରମ୍ଭ ହୋଇଛି। ବିଭିନ୍ନ ଖଟି, ଦୋକାନ, ବସ୍ତିରେ ସାଦା ପୋଷାକଧାରୀ ପୋଲିସ ମୁତୟନ…

ଏଣିକି ୧୦୦ କିମି. ଚାଲିବାକୁ ବାଧ୍ୟ ବନ ଅଧିକାରୀ…

ଭୁବନେଶ୍ୱର: ବନ ସମ୍ପଦର ପ୍ରଭାବଶାଳୀ ସୁରକ୍ଷା ଏବଂ ବେଆଇନ କାର୍ଯ୍ୟକଳାପକୁ ରୋକିବା ପାଇଁ ଓଡ଼ିଶା ସରକାର କ୍ଷେତ୍ରସ୍ତରୀୟ ବନ କର୍ମଚାରୀମାନଙ୍କୁ ନିୟମିତ ପାଦରେ ଚାଲି ଚାଲି ପାଟ୍ରୋଲିଂ କରିବାକୁ ବାଧ୍ୟତାମୂଳକ କରିଛନ୍ତି। ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ ସୁରେଶ ପନ୍ଥଙ୍କ ଦ୍ୱାରା ଜାରି ଏକ…

ରାଷ୍ଟ୍ରୀୟ ଏକତାକୁ ସୁଦୃଢ କରିବାରେ ତ୍ରିରଙ୍ଗା ଶୋଭାଯାତ୍ରା ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି: ମୁଖ୍ୟମନ୍ତ୍ରୀ

କଟକ: ଆଜି କଟକ ବୟାଳିଶ ମୌଜାରେ ଆୟୋଜିତ ‘ହର୍ ଘର୍ ତିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବୟାଳିଶ ମୌଜାର ବ୍ରହ୍ମପୁର ଛକ ଠାରୁ କଳପଡା ପର୍ଯ୍ୟନ୍ତ ପ୍ରାୟ ୧୦ କିଲୋମିଟର ରାସ୍ତା ବିଶାଳ ଶୋଭାଯାତ୍ରାରେ…

‘ରାଜ୍ୟରେ ୬ ମାସରେ ଲୋକଙ୍କୁ କାମୁଡିଛନ୍ତି ଦେଢ ଲକ୍ଷ କୁକୁର’

ଭୁବନେଶ୍ବର: ଏବେ ଚାରିଆଡେ ବୁଲା କୁକୁରଙ୍କ ସ୍ଥାନାନ୍ତରଣ ପ୍ରକ୍ରିୟାକୁ ନେଇ ଜୋର ଧରିଛି ଚର୍ଚ୍ଚା । ସୁପ୍ରିମକୋର୍ଟ ମଧ୍ୟ ଗତ ୧୧ ତାରିଖରେ ବୁଲା କୁକୁରଙ୍କୁ ହଟାଇବା ନିର୍ଦ୍ଦେଶ ଦେଇଛନ୍ତି । ଦିନକୁ ଦିନ କୁକୁରଙ୍କ ଆତଙ୍କ ବଢୁଥିବା ବେଳେ ଏହା ଭିତରେ ରାଜ୍ୟ ରାଜଧାନୀ ଭୁବନେଶ୍ବରରେ ବୁଲା…

ଓବିସି ତାଲିକା ପାଇଁ ଏନସିବିସି ପକ୍ଷରୁ ହେବ ସାର୍ବଜନିକ ଶୁଣାଣି

ଭୁବନେଶ୍ୱର: ଓଡ଼ିଶାର କେନ୍ଦ୍ରୀୟ ଓବିସି ତାଲିକା ପାଇଁ ଏନସିବିସି (NCBC) ପକ୍ଷରୁ ହେବ ସାର୍ବଜନିକ ଶୁଣାଣି। ରାଷ୍ଟ୍ରୀୟ ପଛୁଆ ବର୍ଗ ଆୟୋଗ (NCBC) ଅଧ୍ୟକ୍ଷ ହଂସରାଜ ଗଙ୍ଗାରାମ ଆହିରଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୦ ତାରିଖରେ ଭୁବନେଶ୍ୱରରେ ସାର୍ବଜନିକ ଶୁଣାଣି ହେବ। ଯେଉଁଥିରେ ଓଡ଼ିଶା…

ବ୍ଲକ ଅଧ୍ୟକ୍ଷ, ସରପଞ୍ଚ ଓ ସମିତି ସଦସ୍ୟଙ୍କୁ ଆକ୍ରମଣ ଅଭିଯୋଗ…

ସୋନପୁର: ତରଭା ବ୍ଲକର ଅଧ୍ୟକ୍ଷ, ସ୍ଥାନୀୟ ସରପଞ୍ଚ ଏବଂ ଜଣେ ସମିତି ସଦସ୍ୟ ସୋନପୁର ଜିଲ୍ଲାରେ ବ୍ଲକସ୍ତରୀୟ ଅନିୟମିତତା ବିଷୟରେ ଅଭିଯୋଗ ଦାଖଲ କରିବାକୁ ଯାଉଥିବା ବେଳେ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ସୂଚନା ଅନୁଯାୟୀ, ଅଗଷ୍ଟ ୧୨ ତାରିଖରେ ଏହି ଘଟଣା ଘଟିଥିଲା। ଆକ୍ରମଣର ଭିଡିଓ…

ଲାଞ୍ଚ ଅଭିଯୋଗରେ ୪ ସରକାରୀ କର୍ମଚାରୀ ଗିରଫ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଲାଞ୍ଚ ଅଭିଯୋଗରେ ଗୁରୁବାର ଦିନ ଚାରି ଜଣ ସରକାରୀ କର୍ମଚାରୀଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଗଜପତିର ପାରଳାଖେମୁଣ୍ଡି ସିଡିଏମଓ କାର୍ଯ୍ୟାଳୟର ଦୁଇଜଣ ସ୍ୱାସ୍ଥ୍ୟ କର୍ମଚାରୀ - ଜଗଦୀଶ ପଟ୍ଟନାୟକ (କ୍ଲର୍କ) ଏବଂ ନିରଞ୍ଜନ ନାୟକ…