Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିରରେ ଧମକପୂର୍ଣ୍ଣ ପୋଷ୍ଟର: ଆତଙ୍କବାଦୀ କରିବେ ଆକ୍ରମଣ, ଭାଙ୍ଗିଦେବେ ମନ୍ଦିର

ପୁରୀ: ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ୱ ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ପୋଷ୍ଟର। ପରିକ୍ରମା ମାର୍ଗ ବାଲିସାହି ପ୍ରବେଶପଥର ଏକ ମନ୍ଦିର କାନ୍ଥରେ ଧମକପୂର୍ଣ୍ଣ ଲେଖା ନଜର ଆସିଛି। ଆତଙ୍କବାଦୀ ଆକ୍ରମଣ ନେଇ ଦୁଇଟି ସ୍ଥାନରେ ଧମକପୂର୍ଣ୍ଣ ଲେଖା ହୋଇଛି। ଲାଗିଥିବା ଏକାଧିକ ଡେକୋରେଟିଭ୍ ଲାଇଟ୍‌…

ରାଜ୍ୟ ପରିବହନ ବିଭାଗକୁ ଇଡିର ନୋଟିସ୍, ମନି ଲଣ୍ଡ୍ରିଂ ସନ୍ଦେହରେ ୩୪ ଜଣଙ୍କ ତଥ୍ୟ ମାଗିଲା ବିଭାଗ

ଭୁବନେଶ୍ୱର: ରାଜ୍ୟ ପରିବହନ ବିଭାଗକୁ ଇଡିର ନୋଟିସ୍। ମନି ଲଣ୍ଡ୍ରିଂ ସନ୍ଦେହରେ ରାଜ୍ୟ ପରିବନ ବିଭାଗକୁ ଚିଠି କରି ତଥ୍ୟ ମାଗିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ରାଜ୍ୟ ପରିବହନ କ୍ଷେତ୍ରରେ ବଡ଼ ଧରଣର ଆର୍ଥିକ ହେରଫେର ହୋଇଥିବା ଜାଣିବାକୁ ପାଇଛି ଇଡି । ସେଥିପାଇଁ ପରିବହନ ବିଭାଗ ସହିତ ଜଡ଼ିତ…

ବୁଧବାର ମହାପ୍ରଭୁଙ୍କ ରାହୁରେଖା ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ବୁଧବାର ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ବିଶେଷ ନୀତି ହୋଇଥିବାରୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୨ଟା ୩୦ ମିନିଟ ଠାରୁ ସନ୍ଧ୍ୟା ୬ଟା ୩୦ ମିନିଟ ପର୍ଯ୍ୟନ୍ତ…

ନାରୀ ସୁରକ୍ଷାକୁ ନେଇ ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ…

୨୨କୁ ଘୁଞ୍ଚିଲା କଂଗ୍ରେସ ପକ୍ଷରୁ ହେବାକୁ ଥିବା ବାଲେଶ୍ବରରେ ନାରୀ ନ୍ୟାୟ ଯାତ୍ରା

ଭୁବନେଶ୍ୱର: ନିକଟ ଅତୀତରେ ଓଡ଼ିଶାରେ ଦିବଂଗତା ସୌମ୍ୟାଶ୍ରୀଙ୍କ ସମେତ ନାରୀ ନିର୍ଯାତନାର ଶିକାର ହୋଇଥିବା ମହିଳାମାନଙ୍କ ପାଇଁ ଆସନ୍ତା ୧୪ ତାରିଖରେ ବାଲେଶ୍ବରରେ ପିସିସି ପକ୍ଷରୁ ନାରୀ ନ୍ୟାୟ ପଦଯାତ୍ରା ହେବାର ଥିଲା । ଉକ୍ତ କାର୍ଯ୍ୟକ୍ରମକୁ ଆସନ୍ତା ୨୨ ତାରିଖ ଶୁକ୍ରବାରକୁ ଘୁଞ୍ଚାଇ…

ଗାଡ଼ି ଧକ୍କାରେ ମା-ଝିଅଙ୍କ ମୃତ୍ୟୁ ଘଟଣା; ଡ୍ରାଇଭିଂ କରୁଥିବା ବ୍ୟକ୍ତିଙ୍କ ହାତରେ ମଦ ବୋତଲ

ଭୁବନେଶ୍ବର: ରାଜଧାନୀରେ ଶନିବାର ସନ୍ଧ୍ୟାରେ ଏକ ଏସୟୁଭି ଧକ୍କାରେ ମା- ଝିଅଙ୍କ ମୃତ୍ୟୁ ଘଟଣାର ତିନି ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ଏସୟୁଭିର ମାଲିକଙ୍କୁ ଗିରଫ କରିପାରିନାହିଁ। ତେବେ ୨ କିଲୋମିଟର ପର୍ଯ୍ୟନ୍ତ ସମସ୍ତ ସିସିଟିଭି କ୍ୟାମେରା ଯାଞ୍ଚ କରିବା ପରେ ଏସୟୁଭି ଚିହ୍ନଟ…

ବିଶ୍ୱ ମୁଖ ଗହ୍ଵର ସ୍ୱାସ୍ଥ୍ୟ ଦିବସ-୨୦୨୫: ତମାଖୁ ମୁକ୍ତ ଯୁବ ଅଭିଯାନ ୨.୦ରେ ଓଡିଶାକୁ ସର୍ବଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର: ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ପାଳିତ ବିଶ୍ୱ ମୁଖ ଗହ୍ଵର ସ୍ୱାସ୍ଥ୍ୟ ଦିବସ-୨୦୨୫ ଏବଂ ତମାଖୁ ମୁକ୍ତ ଯୁବ ଅଭିଯାନ ୨.୦ ରେ ସର୍ବଶ୍ରେଷ୍ଠ ପୁରସ୍କାରରେ ଓଡିଶାକୁ ଜାତୀୟ ସ୍ତରରେ ସମ୍ମାନିତ କରାଯାଇଛି । ଏହି ପୁରସ୍କାର ଓ ସମ୍ମାନପତ୍ର ଦିଲ୍ଲୀ…

ଅଭୟଚାନ୍ଦପୁର ଥାନାରେ ଦୁଷ୍କର୍ମ ଅଭିଯୋଗ କଲେ ନାବାଳିକା

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପୁଣି ଲଜ୍ୟା । ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଏଭଳି ଲଜ୍ୟାଜନକ ଘଟଣା ଦେଖିବାକୁ ମିଳିଛି ପାରାଦୀପ ଅଭୟଚାନ୍ଦପୁର ଥାନା ଅଞ୍ଚଳରେ । ଅଭୟଚାନ୍ଦପୁର ଥାନାରେ ନାବାଳିକା କଲେ ଅଭିଯୋଗ । ଘରେ କେହି ନ ଥିବା ବେଳେ ୧୭ ବର୍ଷୀୟା ନାବାଳିକାକୁ…

ନାବାଳିକାକୁ ବ୍ଲାକମେଲ କରୁଥିବା ଯୁବକକୁ ବିଜୟୱାଡାରୁ ଉଠାଇ ଆଣିଲା ପୋଲିସ

ପାରାଦ୍ଵୀପ: ପାରାଦ୍ଵୀପ ଲକ୍ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ବ୍ଲାକମେଲିଂ ଅଭିଯୋଗ ହୋଇଛି । ଏହି ଘଟଣାରେ ଲକ୍ ଥାନା ପୋଲିସ ବିଜୟ‌ଓ୍ବାଡାରୁ ସମ୍ପୃକ୍ତ ଯୁବକକୁ ଉଠାଇ ଆଣି କୋର୍ଟ ଚାଲାଣ କରିଛି । ଅଭିଯୋଗ ମୁତାବକ, କେନ୍ଦ୍ରାପଡ଼ା ଅଞ୍ଚଳରେ ଥିବା ନିଜ ମାଉସୀ ଘରକୁ ଯାଇଥିବା ବେଳେ ଯୁବକ…

ଆଉ ହେବନି ‘ହରିଜନ’ ଶବ୍ଦର ବ୍ୟବହାର

ଭୁବନେଶ୍ୱର: ଓଡ଼ିଶା ସରକାର ସମସ୍ତ ସରକାରୀ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଏବଂ ବିଭାଗଗୁଡ଼ିକୁ 'ହରିଜନ' ଶବ୍ଦ ଆଉ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଏବଂ କମିଶନର-କମ୍-ସଚିବମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ 'ହରିଜନ' ଶବ୍ଦଟି କୌଣସି…