Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅପେରସନ “ଗରୁଡ଼”; ‘ଅପରାଧ ଓ ଅପରାଧୀଙ୍କ ଉପରେ ରୋକ ଲଗାଇବାକୁ ଆହୁରି ଜୋରଦାର ହେବ…

ଭୁବନେଶ୍ବର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ ଅଗଷ୍ଟ ୧ ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ "ଗରୁଡ଼" ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିଯାନ ଚଳିତ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଗଣାମାଧ୍ୟକୁ…

ଖୁବଶୀଘ୍ର ଭୁବନେଶ୍ୱର ଓ ଜୟପୁର ମଧ୍ୟରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ

ଜୟପୁର: ଜୟପୁର ଏବଂ ଭୁବନେଶ୍ୱର ମଧ୍ୟରେ ଏକ ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ପାଇଁ ଯୋଜନା ଥିବା ନେଇ ଶନିବାର କହିିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୁଭଦ୍ରା ଯୋଜନା ଅନ୍ତର୍ଗତ ତୃତୀୟ କିସ୍ତି ସହାୟତା ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ସେ…

କଟକ ରେଳ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ୩ ଦୂରଗାମୀ ଟ୍ରେନର ରୁଟରେ ପରିବର୍ତ୍ତନ

ଭୁବନେଶ୍ୱର: ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ ପାଇଲ୍ ଫାଉଣ୍ଡେସନ୍ ଏବଂ ଷ୍ଟିଲ୍…

ଆସନ୍ତା ୨୯ ଓ ୩୦ରେ ଓଡ଼ିଶାରେ ଆୟୋଜିତ ହେବ ଜାତୀୟସ୍ତରର ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ

ଭୁବନେଶ୍ବର: ଉନ୍ମୋଚନ ହୋଇଛି ଓଡ଼ିଶା ବିଧାନସଭାର ଏକ ନୂଆ ପୋର୍ଟାଲ । ରାଜ୍ୟ ସରକାରଙ୍କର ଆଇଟି ଏବଂ ଇଟି ଏବଂ କେନ୍ଦ୍ର ସରକାରଙ୍କ ଏନଆଇସି ଦ୍ବାରା ଏହା ଖୋଲାଯାଇଛି । ଏହି ପୋର୍ଟାଲରେ ବିଧାନସଭାର ତଥ୍ୟ, ବିଧାନସଭାର ବର୍ତ୍ତମାନ ଓ ଅତୀତର ସଦସ୍ୟଙ୍କ ତଥ୍ୟ, ସରକାରଙ୍କ ଯୋଜନା ଓ ଏହା କେତେ…

‘ଆଗାମୀ ଦିନରେ କୋଟିଆବାସୀଙ୍କୁ ସବୁ ପ୍ରକାରର ସୁବିଧା ମିଳିବ’

ଭୁବନେଶ୍ବର: କୋଟିଆ ବିବାଦ ବିଷୟରେ ରାଜ୍ୟ ସରକାର ନିୟମିତ ଭାବେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିଛନ୍ତି । କୋଟିଆ ସମସ୍ୟା ଏଭଳି ଏକ ସମସ୍ୟା ଯାହାର ମାନବୀୟ ଦୃଷ୍ଟିକୋଣ ରହିଛି। ରାଜ୍ୟ ସରକାରଙ୍କ ସେବା କୋଟିଆରେ ପହଞ୍ଚି ନ ପାରିବା ଓ ଆନ୍ଧ୍ର ପ୍ରଦେଶ ସରକାର ସେଠାରେ ପହଞ୍ଚି ସେବା…

ବିରୋଧୀ ଦଳ ନେତାଙ୍କ ବକ୍ତବ୍ୟ ଦେଶଦ୍ରୋହୀ କହିବା ଦାୟିତ୍ୱହୀନତାର କଥା: କଂଗ୍ରେସ

ଭୁବନେଶ୍ୱର: ବିଭିନ୍ନ ଖବର କାଗଜରେ ସୁପ୍ରିମକୋର୍ଟ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ ଆହ୍ଲାବାଦର ଏକ ମାନହାନି ମକଦ୍ଦମାରେ କେତେକ ମନ୍ତବ୍ୟ ଦେଇଛନ୍ତି। ସୁପ୍ରିମକୋର୍ଟ ଚାଲିଥିବା ମାନହାନି ମକଦ୍ଦମାର ଶୁଣାଣି କରି ରହିତାଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ…

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ: ମୁଖ୍ୟମନ୍ତ୍ରୀ

କୋରାପୁଟ: ଜୟପୁରରେ ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା। ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ (SODC) ହେବାକୁ ଯାଉଛି। ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ବରେ ଏନେଇ ଟାସ୍କ ଫୋର୍ସ ଗଠନ ହୋଇଛି। ପୂର୍ବ ସରକାର ଦକ୍ଷିଣ ଓଡ଼ିଶା ବିକାଶକୁ ଗୁରୁତ୍ବ…

ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ

ଜୟପୁର: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ସମୟରେ ଆଜି କୋରାପୁଟ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜୟପୁର ଠାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ ପବିତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ…

ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା

ଜୟପୁର: ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ୩ୟ କିସ୍ତି ଟଙ୍କା । ରାଖୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୧ କୋଟିରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ବ୍ୟାଙ୍କ ଖାତାକୁ ଗଲା…

ଖାଲି ପଡ଼ିଲା ଇଣ୍ଡିଗୋ ବିମାନର ସିଟ୍, ଓଡ଼ିଶା ସରକାର ଗଣିଲେ ୧୭୦ କୋଟି

ଭୁବନେଶ୍ୱର: ଓଡ଼ିଶା ସରକାର ପର୍ଯ୍ୟଟନକୁ ଆଗକୁ ବଢ଼ାଇବା ପାଇଁ ଭୁବନେଶ୍ୱରରୁ ଆନ୍ତର୍ଜାତୀୟ ଉଡ଼ାଣ ଆରମ୍ଭ କରିଥିଲେ। କିନ୍ତୁ ବିମାନର ସିଟ୍ ଫାଙ୍କା ପଡ଼ିବାରୁ ଏୟାରଲାଇନ୍ସକୁ ସରକାର ପ୍ରତି ମାସରେ ପ୍ରାୟ ୮ କୋଟିରୁ ଅଧିକ ଟଙ୍କା ଗଣୁଛନ୍ତି। ଗତ ଦୁଇ ବର୍ଷରେ ରାଜ୍ୟ ସରକାର ୧୭୦ କୋଟି…