Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟ ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲା ବିଜେଡି

ଭୁବନେଶ୍ୱର: ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମହିଳା କମିଶନଙ୍କ ପାଖରେ ଅଭିଯୋଗ ଦାଖଲ କରିଛନ୍ତି । ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ବିଜେପି ବିଧାୟକ ସନ୍ତୋଷ ଖଟୁଆ ଦେଇଥିବା ଅଶାଳୀନ ମନ୍ତବ୍ୟକୁ ନେଇ କମିଶନଙ୍କ ଦ୍ବାରସ୍ଥ…

ରହସ୍ୟ ଉପରୁ ହଟିଲା ପରଦା: ଅନୁପମ ପଟ୍ଟନାୟକଙ୍କ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ଶୁଭ ମହୁରତ

ଭୁବନେଶ୍ୱର: ଜାତୀୟ ପୁରସ୍କାର ପ୍ରାପ୍ତ ଫିଲ୍ମ ନିର୍ମାତା ଅନୁପମ ପଟ୍ଟନାୟକ ମହୁରତ ପୂଜା ସହିତ ନିଜର ଆଗାମୀ ଚଳଚ୍ଚିତ୍ର 'ମନ୍ତ୍ର ମୁଗ୍ଧ' ସମ୍ପର୍କରେ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି। ସାଙ୍କେତିକ ଭାବେ ଏମ୍ଏମ୍ ନାମରେ ଏହି ନୂଆ ଚଳଚ୍ଚିତ୍ରଟି ବିଗତ କିଛି ସପ୍ତାହ ମଧ୍ୟରେ ବେଶ୍ ଚହଳ ଓ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ। ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଉଭୟ ଭିତର ଓ ବାହାର ରତ୍ନଭଣ୍ଡାର ମରାମତି ଶେଷ ହୋଇଛି। ASI ପ୍ରତ୍ୟକ୍ଷ ତତ୍ତ୍ବାବଧନରେ କାମ ସମ୍ପୂର୍ଣ୍ଣ ହୋଇଛି। ମୋଟ ୯୫ ଦିନ ଧରି ମରାମତି କାମ ହୋଇଛି। ମୋଟ ୩୩୩…

ରାହୁଲ ଗାନ୍ଧୀଙ୍କ ଗସ୍ତ ସଫଳ କରିବା ପାଇଁ ପୁରୀ କଂଗ୍ରେସର ପ୍ରସ୍ତୁତି ବୈଠକ

ପୁରୀ: ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଇନ୍ଦିରା ଭବନ, ପୁରୀ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ, ପୁରୀରେ ଏକ ଜିଲ୍ଲା ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୧୧ ତାରିଖରେ ବିରୋଧି ଦଳ ନେତା ସାଂସଦ ରାହୁଲ ଗାନ୍ଧୀଙ୍କ ଭୁବନେଶ୍ବରେ ସମ୍ବିଧାନ ବଞ୍ଚାଓ କାର୍ଯ୍ୟକ୍ରମରେ ଯୋଗଦେବେ।…

ରଥରେ ଭଙ୍ଗାହେଲା ଅଧରପଣା ହାଣ୍ଡି; ତୃପ୍ତ ହେଲେ ଚଣ୍ଡୀଚାମୁଣ୍ଡା ଓ ଅସରରୀ

ପୁରୀ: ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି । ୯ଟି ହାଣ୍ଡିରେ ପଣା କରାଯାଇ ଶ୍ରୀଜିଉଙ୍କୁ ଲାଗି ହେଲା । ଲାଗି ପରେ ଅଶରୀରୀଙ୍କ ତୃପ୍ତି ପାଇଁ ଭଙ୍ଗାଗଲା ହାଣ୍ଡି । ଦର୍ଶନ ସହ ମୁକ୍ତି ପାଇଁ ଘୁରି ବୁଲୁଥାନ୍ତି ଚଣ୍ଡୀଚାମୁଣ୍ଡା । ତୃପ୍ତ କରିବା ପାଇଁ ରଥାରୁଢ଼ ଶ୍ରୀବିଗ୍ରହଙ୍କ ପାଖରେ ଲାଗିହେଲା…

ମତ୍ସ୍ୟ ସେବା ଓ ଉଦ୍ୟାନ-କୃଷି ସେବା କ୍ୟାଡରର ପୁର୍ନବିନ୍ୟାସକୁ ଅନୁମୋଦନ: ସୃଷ୍ଟି ହେବ ୨୮୪ଟି ନୂତନ ପଦବୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶା ମତ୍ସ୍ୟଚାଷ ସେବା ଏବଂ ଓଡିଶା ଉଦ୍ୟାନ କୃଷି ସେବା କ୍ୟାଡରର ବିଭିନ୍ନ ପଦବୀ ଗୁଡିକର ପୁର୍ନବିନ୍ୟାସ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟ ସରକାର ମତ୍ସ୍ୟଚାଷ ଓ ଉଦ୍ୟାନ କୃଷି କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧିର ଲକ୍ଷ୍ୟ ରଖିଛନ୍ତି।…

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ଡ଼ାକ୍ତରଖାନାରୁ ଆଜି ଡିସଚାର୍ଜ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବର୍ତ୍ତମାନ ସମ୍ପୂର୍ଣ ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ I ଏହି ସପ୍ତାହରେ ସେ ମୁମ୍ବାଇରେ ରହିବା ନେଇ…

ଉଚ୍ଚ ଶିକ୍ଷାନୁଷ୍ଠାନରେ ବଢ଼ିବ ମାନବ ସମ୍ବଳ, ଅତିରିକ୍ତ ଭାବେ ୧୬ ହଜାର ଶିକ୍ଷକଙ୍କୁ ହେବେ ନିଯୁକ୍ତି

ଭୁବନେଶ୍ୱର: ପାଠପଢ଼ା ଗୁଣାତ୍ମକ, ସୁନିଶ୍ଚିତ କରିବା ଲାଗି ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ବଢ଼ାଯିବ। ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ନିଆଯାଉଛି ବିଭିନ୍ନ ପଦକ୍ଷେପ। କଲେଜ, ବିଶ୍ୱବିଦ୍ୟାଳୟରେ ପାଠପଢ଼ାକୁ ଗୁଣାତ୍ମକ କରାଯିବ। ଶିକ୍ଷକ-ଛାତ୍ର ଅନୁପାତ ସବୁ ସମୟରେ ଯେପରି ଠିକ୍‌…

ମାଓବାଦୀଙ୍କ ବର୍ବର କାଣ୍ଡ: ପୁଣି ଜଣେ ପୂର୍ବତନ ସରପଞ୍ଚକୁ ହତ୍ୟା

ମାଲକାନଗିରି: ଜଣେ ପୂର୍ବତନ ସରପଞ୍ଚକୁ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ ବିଜାପୁର ଜିଲ୍ଲାର ଚିତ୍ରାକୋଡେପାଲ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ମାଓବାଦୀଙ୍କ ବର୍ବର କାଣ୍ଡ ପରେ ମାଓ ଅପରେସନ୍‌ ଜୋରଦାର। ଏହି ଘଟଣା ପରେ ଅଞ୍ଚଳରେ ଆତଙ୍କର ବାତାବରଣ ଖେଳିଯାଇଛି। ଛତିଶଗଡ଼ରେ…

ପୁଣି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ; ଏକମାତ୍ର ପ୍ରାର୍ଥୀ ଭାବେ କଲେ ନାମାଙ୍କନ ଦାଖଲ !

ଭୁବନେଶ୍ବର: ସମସ୍ତ କଳ୍ପନା ଜଳ୍ପନାର ଘଟିଲା ଅନ୍ତ । ରାଜ୍ୟ ବିଜେପି ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଲେ ମନମୋହନ ସାମଲ । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭରିଲେ ନାମାଙ୍କନ । ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ କେବଳ ବିଧିବଦ୍ଧ ଘୋଷଣା ବାକି ।…