Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଶ୍ରମ ସ୍କୁଲରେ +୨ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ…

ସୋନପୁର: ସୋନପୁର ତରଭା ଆଶ୍ରମ ସ୍କୁଲର ହଷ୍ଟେଲରେ ରହୁଥିବା ଜଣେ +୨ ଦ୍ଵିତୀୟ ବର୍ଷର ଛାତ୍ରଙ୍କ ସନ୍ଦେହଜନକ ଭାବରେ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ବର୍ତ୍ତମାନ୍ ସୁଦ୍ଧା ତାଙ୍କ ମୃତ୍ୟୁର ସଠିକ୍ କାରଣ ଜଣାପଡ଼ିନାହିଁ।କିନ୍ତୁ ତାଙ୍କୁ ନିର୍ମମ ଭାବରେ ମାଡ଼ ମାରିବା ପରେ ମୃତ୍ୟୁ…

ବିଏମସିର ସଫେଇ ଅଭିଯାନ; ଅନେକ ଦୋକାନ ଉପରେ ୧ ଲକ୍ଷ ଫାଇନ

ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ୍-୪ ମାର୍କେଟ ଅଞ୍ଚଳରେ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ମଙ୍ଗଳବାର ଦିନ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ଦ୍ଵାରା ଏକ ସ୍ୱତନ୍ତ୍ର ସଫେଇ ଅଭିଯାନ କରାଯାଇଥିଲା। ଯେଉଁଥିରେ ମାର୍କେଟ ଏବଂ ଆଖପାଖ ରାସ୍ତାଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ସଫା…

Puri Police: ନିଶା ବ୍ୟବସାୟୀ ଟିକି ଖାଁର ୩ଟି ଘର ଉପରେ ବୁଲିଲା ବୁଲଡୋଜର

ପୁରୀ: ପୁରୀ ସହରର ନୀଳଚକ୍ର ନଗରରେ ବ୍ରାଉନ ସୁଗାର ବେପାରୀଙ୍କ ଘର ବୁଲଡୋଜର ଲଗାଇ ଭଙ୍ଗାଯାଇଛି l ଗତ କିଛି ଦିନ ତଳେ ପୁରୀ ପୋଲିସ ପକ୍ଷରୁ ନୀଳଚକ୍ର ନଗର ଅଞ୍ଚଳରେ ଥିବା ନିଶା ମାଫିଆଙ୍କ ବେଆଇନ ୪ ଗୋଟି ଘରକୁ ବୁଲଡୋଜର ଲଗାଇ ଭଙ୍ଗା ଯାଇଥିଲା । ସହରରେ ନିଶା କାରବାର ରୋକିବା ସହ ନିଶାଡି…

ଜମି ମ୍ୟୁଟେସନ୍ ମାମଲା; ଲାଞ୍ଚ ନେବା ଅଭିଯୋଗରେ ଆରଆଇଙ୍କୁ ୩ ବର୍ଷ ଜେଲ୍ 

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁର ତହସିଲ ଅନ୍ତର୍ଗତ ମାଲିଡିହି ଆରଆଇ ସର୍କଲର ପୂର୍ବତନ ରାଜସ୍ୱ ନିରୀକ୍ଷକ (ଆରଆଇ) ମାନସୀ ସାହୁଙ୍କୁ ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ସୁନ୍ଦରଗଡ଼ ଦୋଷୀ ସାବ୍ୟସ୍ତ କରିଛନ୍ତି। ମାନସୀ ବର୍ତ୍ତମାନ ରାଉରକେଲା ତହସିଲରେ ଆରଆଇ ଭାବରେ ନିଯୁକ୍ତ…

ଆଗାମୀ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଫାର୍ମା କ୍ଷେତ୍ରରେ ନୂତନ ଶିଖର ଛୁଇଁବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଫର୍ମାସ୍ୟୁଟିକାଲ ଏବଂ ମେଡିକାଲ ଡ଼ିଭାଇସ ନୀତି ୨୦୨୫ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ସ୍ଥିତ ହୋଟେଲ ତାଜ ଭିଭାନ୍ତା ଠାରେ ଆୟୋଜିତ ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଗୁଣାତ୍ମକ ଔଷଧ…

ପୀତବାସ ପଣ୍ଡା ହତ୍ୟା ମାମଲା: ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କଲେ ବ୍ରହ୍ମପୁର ଏଡିଜେ-୩ କୋର୍ଟ । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ,…

ଥରିବ ଓଡ଼ିଶା; ଆହୁରି ଦୁଇ ଦିନ ଯାଏଁ ଘନ କୁହୁଡ଼ି

ଭୁବନେଶ୍ୱର: ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଲାଗି ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସୂଚନା ଦେଇଛି। ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳ ଜିଲ୍ଲା ପାଇଁ ସତର୍କତା ଜାରି କରାଯାଇଛି। ପାଣିପାଗ ସଂସ୍ଥାର ଆକଳନ ଅନୁଯାୟୀ ଆଗାମୀ…

୨୦ କୋଟି ଠକେଇ ଅଭିଯୋଗରେ ଦମ୍ପତି ଗିରଫ

ଭୁବନେଶ୍ୱର: ସେୟାର ବଜାର ଏବଂ ଅନ୍ୟାନ୍ୟ ନିବେଶ ଯୋଜନା ନାମରେ ୨୦ କୋଟି ଟଙ୍କାରୁ ଅଧିକ ଠକେଇ କରିଥିବା ଅଭିଯୋଗରେ ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରୁ ଜଣେ ଦମ୍ପତିଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, କେନ୍ଦୁଝର ଆନନ୍ଦପୁର ଅଞ୍ଚଳର…

ମହମ୍ମଦ ମୋକିମଙ୍କୁ କଂଗ୍ରେସରୁ ବହିଷ୍କାର ନେଇ ମୁହଁ ଖୋଲିଲେ ପିସିସି ସଭାପତି

ଭୁବନେଶ୍ବର: ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ କଂଗ୍ରେସରୁ ବହିଷ୍କାର କରାଯିବା ପରେ ଆଜି ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ସାମ୍ବାଦିକଙ୍କ ପ୍ରଶ୍ନରେ ସେ କିଏ କହି ପଚାରିଲେ ଭକ୍ତ ଦାସ । ସେ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି । ନିଜ କଥା…

ଧଉଳିରେ ନାବାଳିକା ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିବା ପରି ବିଷୟ: ନବୀନ ପଟ୍ଟନାୟକ

ଭୁବନେଶ୍ବର: ଭୁବନେଶ୍ବରର ଧଉଳିରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ କ୍ଷୋଭ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ପୋଷ୍ଟ କରି ସେ ଲେଖିଛନ୍ତି ଯେ, ଭୁବନେଶ୍ବର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ…