Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯୌତୁକ ପାଇଁ ବଧୂ ହତ୍ୟା!

ଭୁବନେଶ୍ୱର: ଯୌତୁକ ନିର୍ଯାତନା ଯୋଗୁଁ ମହିଳାଙ୍କ ରହସ୍ୟମୟ ମୃତ୍ୟୁ ପରେ ଭୁବନେଶ୍ୱରରୁ ଜଣେ ୩୧ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଯୌତୁକ ପାଇଁ ତାଙ୍କ ଶାଶୁ ଘର ପକ୍ଷରୁ ତାଙ୍କୁ ନିରନ୍ତର ନିର୍ଯାତନା ଦିଆଯାଉଥିଲା ବୋଲି ଅଭିଯୋଗ କରିଛନ୍ତି ବାପ ଘର ଲୋକ। ବିଶ୍ୱନାଥ ସ୍ୱାଇଁ ନାମକ…

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି। ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଖାଦ୍ୟ ଓ କୃଷି ସଂଗଠନ (ଏଫଏଓ) ଓ ଅନ୍ତର୍ଜାତୀୟ ପ୍ରବାସ ସଂଗଠନର ମିଳିତ ସହଯୋଗ…

ଡ଼କ୍ଟର ସୁବାସ ପାଣିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର: ସଂସ୍କୃତି ଗବେଷକ, ଭାଷ୍ୟକାର ଓ ଭୁତପୁର୍ବ ମୁଖ୍ୟ ଶାସନ ସଚିବ ଡ଼କ୍ଟର ସୁବାସ ପାଣିଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ଓଡ଼ିଆ ସଂସ୍କୃତି ଗବେଷଣା ବିଶେଷକରି ଜଗନ୍ନାଥ ସଂସ୍କୃତି ଓ ଗୀତ…

ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା -୨୦୨୫; କିଟ୍ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଜର୍ମାନୀର ରାଇନ୍‍-ରୁହରଠାରେ ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୫ରେ ଭାରତର ପ୍ରତିନିଧିତ୍ୱ କରିଥିଲେ କିଟ୍‍ ବିଶ୍ୱବିଦ୍ୟାଳୟର ୧୧ଜଣ କ୍ରୀଡ଼ାବିତ୍‍। ସେମାନଙ୍କୁ ଆଜି କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଏହି କ୍ରୀଡ଼ା ପ୍ରତିଯୋଗୀତାରେ ରୌପ୍ୟ ପଦକ…

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣା: ଆସନ୍ତା ୭ରେ ବିଜେଡିର ପୁରୀ ହରତାଳ ଡାକରା

ପୁରୀ: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡିର ପୁରୀ ହରତାଳ ଡାକରା। ଆସନ୍ତା ୭ରେ ସକାଳ ୬ରୁ ଦିନ ୧୨ ଯାଏଁ ପୁରୀରେ ହରତାଳ ଆହ୍ବାନ। ଦୋକାନ ବଜାର ସହ ଗାଡ଼ିମୋଟର ବନ୍ଦ ପାଇଁ ଡାକରା ଦେଇଛି ବିଜେଡି। ପୀଡ଼ିତାଙ୍କ ମୃତ୍ୟୁ ଏବେ ରହସ୍ୟ ଘେରରେ ଥିବା ନେଇ ଅଭିଯୋଗ। ରାଜ୍ୟ ସରକାର…

ଏଣିକି ବିଭିନ୍ନ ଘରୋଇ ସଂସ୍ଥାରେ ରାତିରେ କାର୍ଯ୍ୟ କରିପାରିବେ ମହିଳା

ଭୁବନେଶ୍ୱର: ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। ରାତିରେ କାମ କରିବା ପାଇଁ ମହିଳା କର୍ମଚାରୀଙ୍କ ସହମତି ଆବଶ୍ୟକ। ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର। ଏନେଇ ଶ୍ରମ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଜିପିଏସ୍‌…

ପୂର୍ବତନ ମୁଖ୍ୟ ସଚିବ ଏବଂ ଲେଖକ ସୁବାସ ପାଣିଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟ ସଚିବ ସୁବାସ ପାଣିଙ୍କର ସୋମବାର ଭୁବନେଶ୍ୱରରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କର ବୟସ ୭୬ ବର୍ଷ ଥିଲା। ସୁବାସ ପାଣିଙ୍କ ନିଧନରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ନିଜ ଏକ୍ସରେ ଶ୍ରଦ୍ଧାଞ୍ଜଳି ଦେଇ ଲେଖିଛନ୍ତି, ଓଡ଼ିଶା…

ଗିରଫ ହେଲେ କୋଟିପତି ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦା, ୪୪ ପ୍ଲଟ ସହ ଘରୁ ମିଳିଥିଲା…

ଭୁବନେଶ୍ୱର: ଗିରଫ ହେଲେ ବୌଦ୍ଧ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ର ମୋଟର ଭେଇକିଲ୍‌ ଇନ୍ସପେକ୍ଟର (ଏମଭିଆଇ) ଗୋଲାପ ଚନ୍ଦ୍ର ହାଂସଦା । ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ୍‌ ଗୁଡ଼ିଡ଼ିହ ଗାଁରେ ଥିବା ହାଂସଦାଙ୍କ ପୈତୃକ ବାସଭବନ, ବୌଦ୍ଧସ୍ଥିତ…

ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଇଁ ଅନଲାଇନ ଆବେଦନ ଆରମ୍ଭ

ଭୁବନେଶ୍ବର: ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଇଁ ଅନଲାଇନ ଆଜିଛୁ ଆବେଦନ ଆରମ୍ଭ।ରାଜ୍ୟରେ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ। ଏଥିରେ ମନୋନୀତ…

ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ପୁଣି ଆଇଇଡି ବିସ୍ଫୋରଣ

ସୁନ୍ଦରଗଡ଼: ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ପୁଣି ଆଇଇଡି ବିସ୍ଫୋରଣ। ପୃଥକ ପୃଥକ ଦୁଇଟି ସ୍ଥାନରେ ଆଇଇଡି ବିସ୍ଫୋରଣ ହୋଇଛି। ଝାଡ଼ଖଣ୍ଡ କରମପଦା ରେଲୱେ ଷ୍ଟେସନ ନିକଟରେ ବିସ୍ଫୋରଣ ହୋଇଥିବା ବେଳେ ଓଡ଼ିଶାର କେ. ବଲାଙ୍ଗ ଥାନା ରେଞ୍ଜଡ଼ା ରେଲୱେ ଟ୍ରାକ୍‌ରେ ବିସ୍ଫୋରଣ ଘଟିଛି। ସୂଚନା ଅନୁସାରେ…