Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ: ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତି ନାହିଁ କହିଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ । ସୁବର୍ଣ୍ଣରେଖାରେ ପାଣି କମିଛି । କେଉଁ ବେସିନରେ ପାଣି ଅଧିକ ନାହିଁ । ସତର୍କ ସୂଚନା କେଉଁଠି ନାହିଁ ବୋଲି ସେ କହିଛନ୍ତି । ସୁନ୍ଦରଗଡ଼, ଛତିଶଗଡ଼ ଛଡ଼ା କେଉଁଠି ବର୍ଷା…

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଦିଲେଶ୍ୱର ମାଝୀ ଗିରଫ

ଭୁବନେଶ୍ୱର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବଲାଙ୍ଗୀରର କଣ୍ଟାବାଞ୍ଜି ଆର୍ ଆଣ୍ଡ ବି ଡିଭିଜନ ଅଧୀନରେ ଥିବା ଟିଟଲାଗଡ଼ ଆର୍ ଆଣ୍ଡ ବି ସବ-ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ଦିଲେଶ୍ୱର ମାଝୀ। ଗତକାଲି ଦିଲେଶ୍ୱରଙ୍କ ନିକଟରେ ଆୟବହିର୍ଭୁତ ସମ୍ପତି ଥିବା…

ଜେଲରେ ରାତି କାଟିଲେ ଜଗା: କାର୍ଯ୍ୟରେ ଯୋଗ ଦେଲେ ଓଏଏସ ଅଧିକାରୀ…

ଭୁବନେଶ୍ବର: ଗୁରୁବାର ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ବିଜେପି ନେତା ଜଗା ପ୍ରଧାନ ଗିରଫ ହେବା ପରେ, ଏବେ ସ୍ଥିତି ପୁଣି ପୂର୍ବ ଅବସ୍ଥାକୁ ଫେରୁଛି । ଓଏଏସ ସଂଘ ଆନ୍ଦୋଳନରୁ ଓହରିଥିବା ବେଳେ ଆଜି କାର୍ଯ୍ୟକୁ ଫେରିଛନ୍ତି ଓଏଏସ ଅଧିକାରୀ । ବିଏମସି ଅଫିସ ସହ ରାଜ୍ୟର ବିଭିନ୍ନ…

ହାଇକୋର୍ଟ ଗୁରୁତ୍ଵପୂର୍ଣ୍ଣ ରାୟ: ଏଣିକି ଚୁକ୍ତିଭିତ୍ତିକ ମହିଳା କର୍ମଚାରୀ ନେଇ ପାରିବେ ପ୍ରସବ କାଳୀନ ଛୁଟି

କଟକ: ଏଣିକି ଚୁକ୍ତିଭିତ୍ତିକ ମହିଳା କର୍ମଚାରୀମାନେ ନେଇ ପାରିବେ ପ୍ରସବ କାଳୀନ ଛୁଟି। ଏହି ରାୟ ଦେଇଛନ୍ତି ହାଇକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠ। ପୂର୍ବରୁ ଏକ ଆବେଦନର ଶୁଣାଣି କରି ହାଇକୋର୍ଟଙ୍କ ଜଣକିଆ ଖଣ୍ଡପୀଠ ଅନୁରୂପ ରାୟ ଦେଇ ଚୁକ୍ତିଭିତ୍ତିକ ମହିଳାଙ୍କୁ ପ୍ରସବକାଳୀନ ଛୁଟିରୁ ବଞ୍ଚିତ…

ଜଗା ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ ହଟିଲା ଓଏଏସ ସଂଘ

ଭୁବନେଶ୍ୱର: ଜଗା ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ ହଟିଲା OAS ସଂଘ। ଆଜିଠାରୁ କାମରେ ଯୋଗ ଦେବେ ଓଏଏସ ଅଧିକାରୀ। ସୂଚନା ଦେଲେ OAS ସଂଘ ସଭାପତି ଜ୍ୟୋତିରଂଜନ ମିଶ୍ର। ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଗତ ୩ ଦିନ ହେଲା ଆନ୍ଦୋଳନ କରୁଥିଲା ସଂଘ। ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି…

ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ। ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ। ପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ। ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର ପୂର୍ବ…

ଆହୁରି ୩ ଦିନ ପ୍ରବଳ ବର୍ଷା, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ୨୪ ଘଣ୍ଟା ପ୍ରବଳ ବର୍ଷିବ। ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷ । ୭ ତାରିଖ ଯାଏଁ ଲାଗି ରହିବ ବର୍ଷା। ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତିନି ଦିନ ଯାଏ ବର୍ଷା ସମ୍ଭାବନା…

୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ବିଏମସି କାର୍ଯ୍ୟାଳୟର ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯାଇଛି । ତେବେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଜାମିନ ଆବେଦନକୁ JMFC କୋର୍ଟ ଖାରଜ କରିଦେଇଛନ୍ତ । ଫଳରେ ତାଙ୍କୁ ୧୪ ଦିନିଆ ନ୍ୟାୟିକ ହାଜତକୁ ପଠାଇଦିଆଯାଇଛି । ଏହା…

ଭିଜିଲାନ୍ସ ଜାଲରେ ତାଳଚେର ଥାନା ଏଏସଆଇ

ତାଳଚେର: ଭିଜିଲାନ୍ସ ଜାଲରେ ତାଳଚେର ଥାନା ଏଏସଆଇ ଧରଣୀଧର ନାଥ । ୪୧ ସିଆରପିସି ବେଲ୍ କରାଇ ଦେବା ପାଇଁ ଜନ୍ଦାବାହାଳ ଗ୍ରାମର ପ୍ରୀତି ରଞ୍ଜନ ଭୁକ୍ତାଙ୍କ ଠାରୁ ନେଉଥିଲେ ୩ ହଜାର ଟଙ୍କା ଲାଞ୍ଚ । ଲାଞ୍ଚ ନେବାବେଳେ ମାଡ଼ି ବସିଲା ଭିଜିଲାନ୍ସ । ଧରଣୀଧରଙ୍କ ପୈତୃକ ଘର ଛେଣ୍ଡିପଦା ଖମାର…

ଜଳ ଓ ଜୀବାଣୁ ବାହିତ ରୋଗ ନିରାକରଣ ପାଇଁ ସ୍ଵତନ୍ତ୍ର ମିଳିତ ଅଭିଯାନ

ଭୁବନେଶ୍ୱର: ଚଳିତ ବର୍ଷା ଋତୁରେ ସମ୍ଭାବ୍ୟ ଜଳବାହିତ ଏବଂ ଜୀବାଣୁ (ଭେକ୍ଟର) ବାହିତ ରୋଗର ପ୍ରତିରୋଧ ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ତରଫରୁ ସ୍ଵତନ୍ତ୍ର ମିଳିତ ଅଭିଯାନ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି…