Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏହି ୩ ଜିଲ୍ଲା ନିମନ୍ତେ ସାଙ୍ଗଠନିକ ପାଇଁ ଷ୍ଟିଅରିଂ କମିଟି ଗଠନ କଲା କଂଗ୍ରେସ

ଭୁବନେଶ୍ୱର: ବଲାଙ୍ଗୀର, ନବରଙ୍ଗପୁର ଓ ଗଞ୍ଜାମ (ପୂର୍ବ) ସାଙ୍ଗଠନିକ ଜିଲ୍ଲାରେ ଜିଲ୍ଲା ସଂଯୋଜକ ନିଯୁକ୍ତି ହୋଇନଥିବାରୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ୩ଟି ପୃଥକ ଷ୍ଟିଅରିଂ କମିଟି ଗଠନ କରି ସେମାନଙ୍କ ନାମ ତାଲିକା ନିମ୍ନମତେ ଘୋଷଣା କରିଛନ୍ତି । ବଲାଙ୍ଗୀର…

ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ କଟକର ରୁପା ତାରକସୀ ପର୍ସ ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ କଟକର ରୁପା ତାରକସୀ ପର୍ସ ଉପହାରରେ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଉପହାରର ଓଡ଼ିଶା ସହ ସମ୍ପର୍କ ରହିଛି। ଏହି ଉପହାରଟି ହେଉଛି କଟକରେ ନିର୍ମିତ ଏକ ସୁନ୍ଦର ରୁପା ତାରକସୀର ପର୍ସ। ରୁପା ତାରକସୀ ହସ୍ତଶିଳ୍ପ ପାଇଁ ସାରା…

ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର: ଓଡିଶାକୁ ଆଉ ଏକ ସଫଳତା। ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ପଞ୍ଚମ ସ୍ଥାନରେ ଓଡ଼ିଶା। କେନ୍ଦ୍ର ସରକାରଙ୍କ ଦ୍ବାରା ପରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (PGI-2.0) ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ଓଡ଼ିଶା ୫ମ ସ୍ଥାନ ହାସଲ କରିଛି।…

ସବୁ ପଞ୍ଚାୟତରେ ଗଠନ ହେବ ସମବାୟ ସମିତି, ମିଳିବ ଅନେକ ପ୍ରକାର ସୁବିଧା

ଭୁବନେଶ୍ୱର: ୨୦୨୬ ଜାନୁଆରୀ ୩୧ ସୁଦ୍ଧା ଆସିବ ନୂଆ ସମବାୟ ନୀତି। ଦିଲ୍ଲୀରୁ ଫେରି ସୂଚନା ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ। କେନ୍ଦ୍ର ଗୃହ, ସମବାୟ ମନ୍ତ୍ରୀ ଶାହଙ୍କ ସହ ବୈଠକ ପରେ ଦେଲେ ସୂଚନା। ମନ୍ତ୍ରୀଙ୍କ କହିବା ଅନୁଯାୟୀ, ରାଜ୍ୟର ସବୁ ପଞ୍ଚାୟତରେ ଗଠନ ହେବ ସମବାୟ ସମିତି।…

କନ୍ଧମାଳ ପୋଲିସକୁ ବଡ଼ ସଫଳତା, ୨ ମାଓବାଦୀ ଗିରଫ

ଫୁଲବାଣୀ: ୨ ମାଓବାଦୀଙ୍କୁ ଗିରଫ କଲା କନ୍ଧମାଳ ପୋଲିସ। ସିପିଆଇ ମାଓବାଦୀ ଏରିଆ କମିଟି ସଦସ୍ୟ ଅଜୟ ଓ ମଞ୍ଜୁ ଗିରଫ ହୋଇଥିବା ସୂଚନ ରହିଛି। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସତଳଦା ନିକଟରେ ଉଭୟ ମାଓବାଦୀଙ୍କୁ କାବୁ କଲା ପୋଲିସ। ସୂଚନା ଥାଉଖି ଦିନକ ପୂର୍ବରୁ କନ୍ଧମାଳ ଜିଲ୍ଲାର…

ଜୁଲାଇ ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ

ଭୁବନେଶ୍ୱର: ପାରମ୍ପରିକ ପୂଜା ପରେ ଜୁଲାଇ ୬ ତାରିଖରେ ହୀରାକୁଦ ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ। ସମ୍ବଲପୁରରେ ଥିବା ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ବୃଦ୍ଧି ପାଉଛି। ଯାହାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଏହି…

ଆଉ ୪ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଉତ୍ତର ଓଡ଼ିଶାରେ ସୃଷ୍ଟ ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ଜୁଲାଇ ୬ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ତେବେ ଏହା ଉତ୍ତର-ପୂର୍ବ ଆରବ ସାଗରରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଗୁଜୁରାଟ, ମଧ୍ୟପ୍ରଦେଶ, ଛତିଶଗଡ଼ ଦେଇ…

ବିଏମ୍‌ସି ଅଫିସ୍‌ରେ ନାହାନ୍ତି ଅଫିସର, ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅତିରିକ୍ତ ଆୟୁକ୍ତଙ୍କୁ ଆକ୍ରମଣର ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଓଏଏସ ସଙ୍ଘ। ଅତିରିକ୍ତ ଆୟୁକ୍ତଙ୍କୁ ଆକ୍ରମଣ ପ୍ରତିବାଦ ଓ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ ଦାବିରେ ଓଏଏସ ସମୂହ ଛୁଟିରେ ପ୍ରଶାସନିକ ସ୍ତରରେ ଅଚଳାବସ୍ଥା ସୃଷ୍ଟି…

ସହକାରୀ ଯନ୍ତ୍ରୀଙ୍କ ଘର କିଣା ନିଶା; ସିକ୍ରେଟ ଚାମ୍ବରରେ ରଖିଥିଲେ ୬ ଲକ୍ଷ..

ଭୁବନେଶ୍ୱର: ବଲାଙ୍ଗୀରର କଣ୍ଟାବାଞ୍ଜି ଆର୍ ଆଣ୍ଡ ବି ଡିଭିଜନ ଅଧୀନରେ ଥିବା ଟିଟଲାଗଡ଼ ଆର୍ ଆଣ୍ଡ ବି ସବ-ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ଦିଲେଶ୍ୱର ମାଝୀଙ୍କ ନିକଟରେ ଆୟବହିର୍ଭୁତ ସମ୍ପତି ଥିବା ନେଇ ତାଙ୍କର ସମ୍ବଲପୁର ବାସଭବନରେ ଗୁରୁବାର ଦିନ ଭିଜିଲାନ୍ସ ତରଫରୁ…

ଗୋଷ୍ଠୀ କନ୍ଦଳ ହେବ କି ବିଜେପି ପାଇଁ କାଳ ?

ଭୁବନେଶ୍ବର: ବିଜେପିରେ ଅଲ୍ ଇଜ ନଟ୍ ଓ୍ବେଲ୍ । ରଥଯାତ୍ରା ପରଠୁ ଗୋଟେ ପରେ ଗୋଟେ ଘଟଣାରୁ ଏକଥା ବେଶୀ ବେଶୀ ସ୍ପଷ୍ଟ ହେବାରେ ଲାଗିଛି । କ୍ଷମତାରେ ଥିବା ଗୋଷ୍ଠୀ ଓ ଅନ୍ୟ ଏକ ପ୍ରଭାବଶାଳୀ ଗୋଷ୍ଠୀ ମଧ୍ୟରେ ଚାଲିଥିବା କନ୍ଦଳ, ଦାଣ୍ଡରେ ପଡି ହାଟରେ ଗଡିଲାଣି । ବିଶେଷ କରି ବିଏମସି ଅତିରିକ୍ତ…