Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ବସ୍ତି

କଟକ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ସାମୟିକ ଆଶ୍ବସ୍ତି । ସିବିଆଇ ଚଢ଼ାଉ ମାମଲାରେ ମିଳିଲା ସାମୟିକ ଆଶ୍ବସ୍ତି । ପରବର୍ତ୍ତୀ ଶୁଣାଣି ଯାଏ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ବିଷ୍ଣୁପଦ । ଆସନ୍ତା ୮ ତାରିଖରେ ମାମଲାର…

ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶା ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀ ଦେବାଶିଷ ସିଂହଙ୍କୁ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ଦେଇଛନ୍ତି। ବୁଧବାର ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଏହି ସମ୍ପର୍କରେ ଏକ ସରକାରୀ ବିଜ୍ଞପ୍ତି ଜାରି…

ବିଏମସି ଅଧିକାରୀଙ୍କୁ ମାଡ଼ ଘଟଣା; ସରକାରଙ୍କୁ ୩ ଦିନର ମହଲତ ଦେଲା ଓଏଏସ ସଂଘ

ଭୁବନେଶ୍ୱର: ବିଏମସି ଅଧିକାରୀଙ୍କୁ ଆକ୍ରମଣ ମାମଲାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫଦାରୀ ଏବଂ ସରକାର ଦାବି ପୂରଣ ନ କରିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଗୁରୁବାର ଘୋଷଣା କରିଛି ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ସଂଘ। ଏହି ପ୍ରସଙ୍ଗରେ ଏକ ବୈଠକ କରିବା ପରେ ସଂଘ…

ଅଫିସରଙ୍କ ଧର୍ମଘଟକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ, ସରକାରଙ୍କ ପାଖରେ ଥାଏ ଏପରି ପ୍ଲାନ…

ଭୁବନେଶ୍ୱର: ଅଫିସରଙ୍କ ଧର୍ମଘଟକୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ବୟାନ। କହିଲେ ସବୁ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ପାଖରେ ପ୍ଲାନ ୧,୨, ୩ ଥାଏ। ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ବେଳେ କେଉଁ ଅଧିକାରୀ ସାମ୍ନାକୁ ଆସିଥିଲେ। ମୁଁ ନିଜେ ସାମ୍ନାକୁ ଆସିଥିଲି, ଆମ ଉପରେ ଭରସା…

ବାଲେଶ୍ବର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଦେଖିଲେ ଉପମୁଖ୍ୟମନ୍ତ୍ରୀ

ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ବନ୍ୟା ଯୋଗୁଁ ଜିଲ୍ଲାର ୬ଟି ବ୍ଲକ ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣା ବନ୍ୟାଜଳରେ ପ୍ରଭାବିତ ହେଉଛି । ୬ଟି ବ୍ଲକ ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ କ୍ଷତିଗ୍ରସ୍ତ ହୋଇଛି । ଲୋକଙ୍କୁ ସୁରକ୍ଷିତ…

ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫; ସ୍ୱର୍ଣ୍ଣ ଜିତିଲେ ଓଡ଼ିଶାର ୪ କନଷ୍ଟେବଳ

ଭୁବନେଶ୍ୱର: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତମାନେ ନିରନ୍ତର ଭାବେ ସଫଳତା ହାସଲ କରି ଚାଲିଛନ୍ତି। ଏହି କ୍ରମରେ ଆଜି ୪ ଜଣ ଯୁବ କ୍ରୀଡାବିତ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇ ଓଡିଶା…

ଅଭାବନୀୟ ଘଟଣା! ଡ୍ୟୁଟି ସାରି ଫେରୁଥିବା ବେଳେ ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

କଟକ:ଅଭାବନୀୟ ଘଟଣା । ଛତ୍ରବଜାର ଅର୍ବାନ ହାଟ ନିକଟରେ ହୋମ୍‌ଗାର୍ଡଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ମୃତ ମହିଳା ହୋମ୍‌ଗାର୍ଡ ଜଣଙ୍କ ହେଲେ ମନୋରମା ପଣ୍ଡା। ମନୋରମା ମାଲଗୋଦାମ ଥାନାରେ ହୋମ୍‌ଗାର୍ଡ ଭାବେ କାର୍ଯ୍ୟରତ ଥିଲେ। ଡ୍ୟୁଟି ସାରି ଫେରୁଥିବାବେଳେ ଏଭଳି ଅଘଟଣ ଘଟିଛି। ସୂଚନାମୁତାବକ,…

ବାହୁଡା଼ ଯାତ୍ରା ଓ ସୁନାବେଶ ପାଇଁ ଟ୍ରାଫିକ୍ ନିୟମାବଳୀ ଜାରି କଲା ପୁରୀ ପୋଲିସ

ପୁରୀ: ଜୁଲାଇ ୫ ଓ ୬ରେ ପୁରୀରେ ବାହୁଡା ଯାତ୍ରା ଏବଂ ସୁନାବେଶ ସମୟରେ ସୁଗମ ଯାନବାହାନ ଚଳାଚଳ ଏବଂ ଉତ୍ତମ ଭିଡ଼ ପରିଚାଳନା ପାଇଁ ଜିଲ୍ଲା ପୋଲିସ ଗୁରୁବାର ଏକ ଟ୍ରାଫିକ ପରାମର୍ଶ ଜାରି କରିଛି। ତଦନୁଯାୟୀ, ବ୍ରହ୍ମଗିରି, ଭୁବନେଶ୍ୱର ଏବଂ କୋଣାର୍କରୁ ପୁରୀକୁ ଆସୁଥିବା ଚାରି ଚକିଆ, ଦୁଇ…

ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ‘ଏକ୍ସ’ ହ୍ୟାକ୍, ସାଇବର ସେଲ୍‌ରେ ଅଭିଯୋଗ

ପୁରୀ: ଦିନକୁ ଦିନ ବଢିଚାଲିଛି ସାଇବର ଠକେଇ। ଶେଷରେ ବିଶ୍ୱବିଖ୍ୟାତ ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ସୁଦର୍ଶନ ପଟ୍ଟନାୟକଙ୍କୁ ବି ଛାଡିଲେନି ସାଇବର ଅପରାଧି। ସୁଦର୍ଶନ ପଟ୍ଟନାୟକଙ୍କ 'ଏକ୍ସ' ହ୍ୟାକ୍‌ କରିଛନ୍ତି ସାଇବର ଅପରାଧୀ । ୫ ଦିନ ହେବ ପୂର୍ବର ଟ୍ୱିଟର ଓ ଏକ୍ସ…

ଓଏସ୍‌ଜାର ବିଶ୍ବ କ୍ରୀଡ଼ା ସାମ୍ବାଦିକ ଦିବସ ପାଳନ; ଖବର ପ୍ରକାଶନରେ ସ୍ବଚ୍ଛତା ଲାଗି ଆହ୍ବାନ

ଭୁବନେଶ୍ବର: କ୍ରୀଡ଼ା ସମ୍ବାଦ ପରିବେଷଣରେ ସ୍ବଚ୍ଛତା ଓ ନୈତିକତା ରକ୍ଷା କରିବାକୁ ବିଶ୍ବ କ୍ରୀଡ଼ା ଦିବସ ପାଳନ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। କ୍ରୀଡ଼ା ଏପରି ଏକ ବିଷୟ ଯେଉଁଥିରେ ସଫଳତା ଆସିବା ଅର୍ଥ ଦେଶ ଓ ରାଜ୍ୟର ସମ୍ମାନ ବୃଦ୍ଧି ଘଟିବା। ତେଣୁ କ୍ରୀଡ଼ା ଖବର ପରିବେଷଣ ସମୟରେ…