Latest Odisha News

BREAKING NEWS

Browsing Category

ଓଡିଶା

Odisha

ସରଣ୍ଡା ଜଙ୍ଗଲରେ ଆଇଇଡି ବ୍ଲାଷ୍ଟ; ଜଣେ ଯବାନ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଆଇଇଡ଼ି ବିସ୍ଫୋରଣ। ସର୍ଚ୍ଚ ଅପରେସନ୍‌ ବେଳେ ଆଇଇଡି ବ୍ଲାଷ୍ଟ ହୋଇଥିବା ବେଳେ ଏଥିରେ ଜଣେ ଜବାନ ଗୁରୁତର ହୋଇଛନ୍ତି। ଝାଡ଼ଖଣ୍ଡ ଜାଗୁଆରର ଯବାନ ମନୋଜ ଦମାଇ ଗୁରୁତର ହୋଇଥିବା ସୂଚନା ରହିଛି। ଗୁରୁତର ଯବାନଙ୍କୁ ଜଙ୍ଗଲ ଭିତରୁ କରାଯାଉଛି…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଟିଟିଲାଗଡ: ଭିଜିଲାନ୍ସ ଜାଲରେ ଟିଟିଲାଗଡ ପୂର୍ତ୍ତ ବିଭାଗ ଏଇଇ। ଏଇଇ ଦିଲେଶ୍ୱର ମାଝୀଙ୍କ ଘରେ ଚଢ଼ଉ ଚାଲିଛି। ଟିଟିଲାଗଡ ଅଫିସ ଏବଂ ଘର ସହ ୬ ଟି ସ୍ଥାନରେ ଚଢ଼ଉ ଚାଲିଛି । ଟିଟିଲାଗଡ, ସମ୍ବଲପୁର, ଝାରସୁଗୁଡ଼ା ଏବଂ ପୈତୃକ ଗାଁରେ ଚଢ଼ଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଆଜି ୫ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ବର:ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଦକ୍ଷିଣ ଝାଡ଼ଖଣ୍ଡ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି। ସେହିପରି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ମୌସୁମୀ ନିମ୍ନଚାପରେଖା ଏବଂ ଦକ୍ଷିଣ-ପୂର୍ବ ରାଜସ୍ଥାନରୁ ଉତ୍ତର-ପଶ୍ଚିମ…

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ୧୯ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ ନବନିର୍ବାଚିତ ଛାତ୍ର କ୍ୟାବିନେଟର ଶପଥ ଗ୍ରହଣ ଏବଂ ପ୍ରଖ୍ୟାତ ସାମ୍ବାଦିକ, ସ୍ନାୟୁ ବିବିଧତା ପ୍ରବକ୍ତା ଏବଂ ଲେଖିକା ମୁଗ୍ଧା କାଲରାଙ୍କ ଅଭିଭାଷଣ ସହିତ ୧୯ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ମୁଗ୍ଧା କାଲରା…

ଚିଟଫଣ୍ଡ ଜମାକାରୀଙ୍କୁ ଖୁବଶୀଘ୍ର ମିଳିବ ଟଙ୍କା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଓଡ଼ିଶା ସରକାର ଚିଟଫଣ୍ଡ ଟଙ୍କା ଫେରସ୍ତ ପାଇଁ ପ୍ରକ୍ରିୟାକୁ ସୁଗମ କରିଛନ୍ତି। ଏହି ପଦକ୍ଷେପ ପରେ ଚିଟଫଣ୍ଡ ଯୋଜନା ଦ୍ୱାରା ପ୍ରଭାବିତ ହଜାର ହଜାର କ୍ଷୁଦ୍ର ନିବେଶକଙ୍କୁ ଆଶ୍ୱସ୍ତି ଦେଇଛି। ରାଜ୍ୟ ସରକାର ଗତ ବର୍ଷ…

ଘରୁ ଡାକିନେଇ ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ମାଓବାଦୀମାନେ ଏଠାରେ ଜଣେ ଗ୍ରାମବାସୀଙ୍କୁ ପୋଲିସ ଇନଫର୍ମର ଭାବେ ନିର୍ମମ ଭାବେ ହତ୍ୟା କରିଛନ୍ତି । ମୃତ ବ୍ୟକ୍ତି ଜଣକ ହେଲେ ପେରମପଲ୍ଲୀ ଗ୍ରାମର କାବାସି ହୁଙ୍ଗା ।…

ଶରଧାବାଲିରେ ଦଳାଚକଟା; ମୃତ ମହିଳାଙ୍କ ପରିବାରକୁ ମିଳିଲା ସହାୟତା

ଖୋର୍ଦ୍ଧା: ପୁରୀର ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ ଦଳାଚକଟା କାରଣରୁ ୩ ଜଣଙ୍କର ମୃତ୍ୟୁଘଟିଛି । ଗତକାଲି ପ୍ରଭାତୀ ଦାସଙ୍କ ପରିବାରବର୍ଗଙ୍କୁ ଭେଟି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରିଥିବାବେଳେ, ଆଜି ଖୋର୍ଦ୍ଧାର ମୃତ ମହିଳା…

ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ;କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ବର:ବିଏମସି ଅଫିସ୍‌ରେ ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ । ଅସୁସ୍ଥ ଅନୁଭବ କରିବାରୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଅଫିସ୍‌ ଭିତରେ ଅସୁସ୍ଥ ହେବାରୁ ଆମ୍ବୁଲାନ୍ସରେ ଗଲେ ହସ୍ପିଟାଲ୍‌ ।ସୂଚନାଯୋଗ୍ୟ,ଗତ ସୋମବାର ବିଏମସି ଅଫିସ୍ ଭିତରେ ଜନଶୁଣାଣି…

ଟ୍ରେନ୍ ଟ୍ରାକ ଉପରେ ଧସିଲା ମାଟି ଅତଡ଼ା, ରେଳ ଚଳାଚଳ ବାଧାପ୍ରାପ୍ତ

କୋରାପୁଟ: ଟ୍ରେନ୍ ଟ୍ରାକ ଉପରେ ଧସିଲା ମାଟି ଅତଡ଼ା । ଜରଟି-ମାଲିଗୁଡ଼ା ରେଲଓ୍ୱେ ଟ୍ରାକ୍ ଉପରେ ମାଟି ଅତଡା ଧସିବାରୁ କୋରାପୁଟ-କିରଣ୍ଡୁଲ ଲାଇନରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଲଗାଣ ବର୍ଷା କାରଣରୁ ରେଲୱେ ଟ୍ରାକ ଉପରେ ଏହି ମାଟି ଅତଡା ଧସିଥିବା ନେଇ ସୂଚନା ରହିଛି ।…

୨ ଅନୁସୂଚିତ ଜାତିର ବ୍ୟକ୍ତିଙ୍କୁ ଅତ୍ୟାଚାର ଘଟଣା; ନିଜ ଆଡୁ ମାମଲା ରୁଜୁ କଲା ଏନଏଚଆରସି

ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲାରେ ଅନୁସୂଚିତ ଜାତିର ଦୁଇଜଣ ବ୍ୟକ୍ତିଙ୍କ ଉପରେ ହୋଇଥିବା ଅମାନବୀୟ ଅତ୍ୟାଚାର ସମ୍ପର୍କିତ ଖବରକୁ ଭିତ୍ତିକରି ଜାତୀୟ ମାନବାଧିକାର କମିଶନ (ଏନ୍‍ଏଚ୍‍ଆର୍‍ସି) ନିଜଆଡ଼ୁ ମାମଲା ରୁଜୁ କରିଛି। ଏହି ଘଟଣାରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ପୋଲିସ…