Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ…

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନକୁ ନେଇ ମୁହଁ ଖୋଲିଛନ୍ତି। ସେ ବିଧାୟକଙ୍କ ନିଲମ୍ବନକୁ ସମର୍ଥନ କରି କହିଛନ୍ତି ଯେ ବିଜେଡି ତାଙ୍କୁ ପାଟକୁରା…

DEO Arrest Warrant: ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ:ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ । ଅନୁକମ୍ପାମୂଳକ ନିଯୁକ୍ତି ମାମଲାରେ ପୂର୍ବ ନିର୍ଦ୍ଦେଶ ପାଳନ ନକରି ଅଡୁଆରେ DEO । ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ ଜିଲା ଶିକ୍ଷା ଅଧିକାରୀ (DEO) ପରେଶ ନାଥ ପାତ୍ରଙ୍କୁ ଏହି ଗିରଫ ପରୱାନା…

ଡ୍ରପ ଆଉଟ ପିଲାଙ୍କ ଆଡମିସନ ଫି ଛାଡ କଲେ ସରକାର

ଭୁବନେଶ୍ୱର: ୧୪ରୁ ୧୮ ବର୍ଷ ବୟସର ଯେଉଁ ଛାତ୍ର ଛାତ୍ରୀମାନେ ଡ୍ରପ୍ ଆଉଟ୍ ହୋଇଥିବେ ସେମାନଙ୍କ ପାଇଁ ପ୍ରବେଶ ଏବଂ ପରୀକ୍ଷା ଫି ଛାଡ଼ କରିବାକୁ ସରକାର ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରତିଷ୍ଠାନରେ ପ୍ରବେଶ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ…

ଖଣ୍ଡଗିରି ମେଳାକୁ ନେଇ ବିଏମସିର ଗାଇଡଲାଇନ ଜାରି…

ଭୁବନେଶ୍ୱର: ଖଣ୍ଡଗିରି ମେଳାକୁ ନଜରରେ ରଖି ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ତରଫରୁ ମଙ୍ଗଳବାର ଦିନ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ତେବେ ଚଳିତ ବର୍ଷ ମହୋତ୍ସବ ସମୟରେ ଶୃଙ୍ଖଳା ଏବଂ ସାଂସ୍କୃତିକ ପବିତ୍ରତା ବଜାୟ ରଖିବା ନେଇ ବିଏମସି ସୂଚନା ଦେଇଛି। ବିଏମସିର ବରିଷ୍ଠ…

ରାସ୍ତାରୁ ହଟିବ ଡିଜେଲ୍‌ ଚାଳିତ ଆମ ବସ୍‌: ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ 'ଆମ ବସ୍' ସେବା ଅଧୀନରେ ଡିଜେଲ ଚାଳିତ ବସ୍‌ଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ବନ୍ଦ କରାଯିବ। ଏଥିସହିତ ସେଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ବୈଦ୍ୟୁତିକ ଯାନ (ଇଭି) ସହିତ ବଦଳାଇବା ପାଇଁ ଯୋଜନା ଚାଲିଥିବା ନେଇ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ…

ଏସୟୁଭି ଧକ୍କାରେ ଜଣେ ମୃତ, ୨ ଗୁରୁତର

ଭୁବନେଶ୍ୱର: ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ ନିକଟରେ ଏକ ଦ୍ରୁତଗାମୀ ଏସୟୁଭି ଏକ ମୋଟରସାଇକେଲକୁ ଧକ୍କା ଦେଇଥିଲା। ଯେଉଁଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା ଏବଂ ଦୁଇଜଣ ଗୁରୁତର ଆହତ ହୋଇଥିଲେ। ସୂଚନା ଅନୁଯାୟୀ, ଏଜି ସ୍କୋୟାର-ଏୟାରପୋର୍ଟ ରୋଡରେ ମଙ୍ଗଳବାର ବିଳମ୍ବିତ ରାତିରେ…

Flight Services: ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ

ଭୁବନେଶ୍ବର: ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ। ଏହା ମାର୍ଚ୍ଚରୁ ଲାଗୁ ହେବ। ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ। ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ ବନ୍ଦ ହୋଇଯାଇଛି। ମାସେ ନପୁରୁଣୁ ଭୁବନେଶ୍ବର ବିମାନ ବନ୍ଦରରୁ ଆଉ ୨ଟି ପ୍ରମୁଖ ଆନ୍ତର୍ଜାତୀୟ…

ଜୁନ୍ ସୁଦ୍ଧା ନୂଆ NAC ଓ ପୌର ନିର୍ବାଚନ, ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି

ଭୁବନେଶ୍ୱର : ଜୁନ୍ ସୁଦ୍ଧା ୨୪ ନୂଆ NAC ଓ ପୌର ନିର୍ବାଚନ । ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି । ନୂଆ ୨୪ଟି ପୌରାଞ୍ଚଳରେ ଏହି ନିର୍ବାଚନ କରାଯିବ । ପୌରାଞ୍ଚଳ ଘୋଷଣାର ୬ମାସ ଭିତରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା କଥା । ଗତ ଡିସେମ୍ବର ମାସରେ ରାଜ୍ୟସରକାର ୨୪ଟି ନୂଆ NAC ଓ…

ସମ୍ୱଲପୁର ବିଶ୍ଵବିଦ୍ୟଳୟ ବ୍ରହ୍ମପୁତ୍ର ହଷ୍ଟେଲ୍‌ ରୁମ୍‌ରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ଵଲପୁର: ସମ୍ବଲପୁର ବିଶ୍ଵବିଦ୍ୟାଳୟରେ ଛାତ୍ରଙ୍କ ଆତ୍ମହତ୍ୟା। ବ୍ରହ୍ମପୁତ୍ର ଛାତ୍ରାବାସରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମୃତ ଛାତ୍ର ଜଣଙ୍କ ସମ୍ବଲପୁର ବିଶ୍ଵବିଦ୍ୟାଳୟ ଅର୍ଥନୀତି ବିଭାଗ ଦ୍ଵିତୀୟ ବର୍ଷର ଛାତ୍ର ସୂରଜ କୁଜୁର। ତାଙ୍କ ଘର ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ବୋଲି…

Thar Accident: ବୁଲେଟ୍‌କୁ ଧକ୍କା ଦେଲା ଥର୍‌: ଜଣେ ମୃତ, ୨ ଗୁରୁତର

ଭୁବନେଶ୍ୱର: ରାଜଧାନୀରେ ପୁଣି ଥର୍ ଆତଙ୍କ। କ୍ୟାପିଟାଲ୍‌ ହସ୍ପିଟାଲ୍‌ ସାମ୍ନାରେ ଭୟଙ୍କର ଦୁର୍ଘଟଣା। ବୁଲେଟ୍‌କୁ ଧକ୍କା ଦେଲା ଥର୍‌। ଘଟଣାସ୍ଥଳରେ ଜଣେ ମୃତ ଓ ୨ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ଘଟାଇଥିବା ଥର୍‌ ଗାଡ଼ି ଜବତ ହୋଇଥିବା ବେଳେ ଡ୍ରାଇଭର୍‌ ଫେରାର୍ ଅଛି।…