Latest Odisha News

BREAKING NEWS

Browsing Category

ଓଡିଶା

Odisha

ହୀରାକୁଦ ଜଳଭଣ୍ଡାରରେ ବଢ଼ୁଛି ଜଳସ୍ତର: ବନ୍ୟା ଜଳ ନିଷ୍କାସନ ପାଇଁ ଖୋଲିଲା ଆଉ ୪ଟି ଅତିରିକ୍ତ ସ୍ଲୁଇସ୍ ଗେଟ୍

ସମ୍ବଲପୁର: ଛତିଶଗଡ଼ ସମେତ ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଅବ୍ୟାହତ ରହିଛି। ଫଳରେ ହୀରାକୁଦ ଜଳଭଣ୍ଡାରକୁ ବନ୍ୟା ଜଳର ପ୍ରବାହ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଜଳଭଣ୍ଡାରର ସ୍ଥିତି ଓ ବର୍ଦ୍ଧିତ ଜଳସ୍ତରକୁ ନିୟନ୍ତ୍ରଣରେ ରଖିବା ପାଇଁ ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ଆଜି ଆଉ ୪ଟି…

ଶ୍ରଦ୍ଧା ଓ ଶୃଙ୍ଖଳାର ଅପୂର୍ବ ସମନ୍ୱୟ: ଜନ୍ମବେଦୀ ଆଡପ ମଣ୍ଡପକୁ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି, ଆଜିଠୁ ଦର୍ଶନ ଆରମ୍ଭ

ପୁରୀ:ଶ୍ରଦ୍ଧାଳୁଙ୍କ ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ରଥଯାତ୍ରାର ମହାପର୍ବ ମଧ୍ୟରେ ଅତ୍ୟନ୍ତ ଶୃଙ୍ଖଳିତ ଭାବେ ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀ ତଥା ଆଡପ ମଣ୍ଡପକୁ ବିଜେ କରିଛନ୍ତି କାଳିଆ ସାଆନ୍ତେ। କେବଳ କାଳିଆ ଠାକୁର ନୁହନ୍ତି, ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ…

ଭକ୍ତି ସଙ୍ଗୀତ ସମାରୋହ”ଗୁହାରି” ଉଦ୍‌ଘାଟିତ; ଯୁବପିଢ଼ିଙ୍କ ନିକଟରେ ସମୃଦ୍ଧ ସଙ୍ଗୀତ ପରମ୍ପରାକୁ…

ଭୁବନେଶ୍ୱର:ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଆୟୋଜିତ ହେଉଛି ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ "ଗୁହାରି"। ଜୁଲାଇ ୧୮ ରୁ ୨୦ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଏହି କାର୍ଯ୍ୟକ୍ରମ ରବୀନ୍ଦ୍ର ମଣ୍ଡପ ଠାରେ…

Rath Yatra 2026:ଆଡ଼ପ ମଣ୍ଡପକୁ ବିଜେ କଲେ ମହାପ୍ରଭୁ…ମଥାରେ ଝଟକିଲା ଟାହିଆ; ଆସନ୍ତାକାଲି ବାହାରିବ ପ୍ରଥମ…

ପୁରୀ:ଭକ୍ତିମୟ ପରିବେଶରେ ଜନ୍ମବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି । ଭକ୍ତଙ୍କ ଗହଣରେ ଶରଧାବାଲିରୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଗୋଟି ପହଣ୍ଡିରେ ଯାଇଛନ୍ତି ଚାରିଠାକୁର । ଶୁକ୍ରବାର ଶରଧାବାଲିରେ ତିନି ରଥ ପହଞ୍ଚିବା ପରେ ଆଜି ଆଡ଼ପ ମଣ୍ଡପେ ବିଜେ କରିଛନ୍ତି ଚତୁର୍ଦ୍ଧା ମୂରତି। ଶନିବାର…

ବଳଦ ଚରାଇ ଘରକୁ ଫେରୁଥିବାବେଳ ଅଘଟଣ;ବଜ୍ରପାତ ନେଲା ଯୁବକଙ୍କ ଜୀବନ

ବଡବିଲ:କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ବିଷ୍ଣୁପୁର ଗ୍ରାମରେ ଅଭାବନୀୟ ଘଟଣା । ଉକ୍ତ ଗ୍ରାମର ମୋହନ ଚରଣ ଗିରି ବଳଦ ଚରାଇ ଘରକୁ ଫେରୁଥିବାବେଳେ ବଜ୍ରପାତରେ ଚାଲିଗଲା ଜୀବନ । ଶନିବାର ସନ୍ଧ୍ୟା ସମୟରେ ହଠାତ୍ ଆକାଶରେ କଳାହାଣ୍ଡିଆ ମେଘ ଦେଖାଦେବା ସହ ପ୍ରବଳ ବର୍ଷା ଆରମ୍ଭ…

ଦୁଇଟି ମାମଲାରେ ୬ ଗିରଫ, ମାଉଜର ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସକୁ ସଫଳତା । ଦୁଇଟି ମାମଲାରେ ୬ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ଠାରୁ ଗୋଟିଏ ମାଉଜର, ଗୋଟିଏ ମାଗାଜିନ୍, ୨ ରାଉଣ୍ଡ ଗୁଳି, ୨ ଟି ବାଇକ୍, ଗୋଟିଏ କାର୍, ୩୫ କେଜି ୫୫୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଛି । କନ୍ଧମାଳରୁ ଗଞ୍ଜେଇ କାର ଯୋଗେ…

୩ ବର୍ଷିଆ ଏଲଏଲବି ପାଠ୍ୟକ୍ରମ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ୩ ବର୍ଷିଆ ଏଲଏଲବି (ଆଇନ) ପାଠ୍ୟକ୍ରମରେ ନାମ ଲେଖାଇବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲକୁ ଯାଇ ଏହି ପାଠ୍ୟକ୍ରମ ନିମନ୍ତେ ନିଜର କମନ ଆପ୍ଲିକେସନ ଫର୍ମ ପୂରଣ କରିପାରିବେ। ୧୮ ଜୁଲାଇ ଅପରାହ୍ନ ୪ ଟାରୁ…

ବିଶିଷ୍ଟ ଲେଖକ ଡ. ବିବୁଧରଞ୍ଜନଙ୍କ ୧୨ଖଣ୍ଡ ଗ୍ରନ୍ଥାବଳୀ ଲୋକାର୍ପିତ

ଭୁବନେଶ୍ୱର: ଲୋକାର୍ପିତ ହେଲା ବିଶିଷ୍ଟ ଲେଖକ ଡକ୍ଟର ବିବୁଧରଞ୍ଜନଙ୍କ ୫୬ଟି ପୁସ୍ତକକୁ ନେଇ ୧୨ ଖଣ୍ଡ ଗ୍ରନ୍ଥାବଳୀ । ଟାଇମପାସ ପ୍ରକାଶନ ପକ୍ଷରୁ ସ୍ଥାନୀୟ ବୁଦ୍ଧମନ୍ଦିର ସଭାଗୃହରେ ଆୟୋଜିତ ଏକ ସ୍ୱତନ୍ତ୍ର ପୁସ୍ତକପର୍ବରେ ଏହାକୁ ଲୋକାର୍ପିତ କରାଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ…

Ayushman Bharat card In Odisha:କ୍ୟାନସର ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି; ଆୟୁଷ୍ମାନ କାର୍ଡରେ ହେବ କ୍ୟାନସର…

ଭୁବନେଶ୍ବର: ଆୟୁଷ୍ମାନ ଭାରତ କାର୍ଡରେ କ୍ୟାନ୍ସର ଚିକିତ୍ସା ସୁବିଧା ମିଳିବ ବୋଲି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଚଳିତ ବର୍ଷର ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କ୍ୟାନସର ଆରୋଗ୍ୟ ଯୋଜନାକୁ ସାମିଲ କରାଯାଇଥିବା ବେଳେ, ଏହି ଯୋଜନା ଅଧିନରେ କ୍ୟାନସର ଚିକିତ୍ସା ପାଇଁ…

ଶ୍ୟାମ ମେଟାଲିକ୍ସ ପକ୍ଷରୁ ଓଡ଼ିଶାରେ ଆଲୁମିନିୟମ ଫଏଲ୍ କାରଖାନା କାର୍ଯ୍ୟକ୍ଷମ

ଭୁବନେଶ୍ୱର: ଶ୍ୟାମ ମେଟାଲିକ୍ସ ଆଣ୍ଡ୍ ଏନର୍ଜି ଲିମିଟେଡ୍‌ର ସହାୟକ କମ୍ପାନୀ ଏସ୍‌ଏମ୍‌ଇଏଲ୍ ଷ୍ଟିଲ୍ ଷ୍ଟ୍ରକ୍‌ଚରାଲ୍ ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁ ଓଡ଼ିଶାର ସମ୍ବଲପୁର ଜିଲ୍ଲା ସ୍ଥିତ ଆଲୁମିନିୟମ ଫଏଲ୍ କାରଖାନାରେ ବାଣିଜ୍ୟିକ ଉତ୍ପାଦନ ଆରମ୍ଭ ହେବା ନେଇ ଘୋଷଣା କରାଯାଇଛି। ଏହି କାରଖାନାର…