Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯୋଗାଣ ଅଧିକାରୀଙ୍କୁ ଘେରିଲେ ଚାଷୀ

ବରଗଡ: ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଧାନ କିଣା ବିକା ପ୍ରକ୍ରିୟା ରହିଥିଲା । ହେଲେ କାର୍ଯ୍ୟକାଳ ଶେଷ ହୋଇଥିଲେ ସୁଦ୍ଧା ଚାଷୀ ଧାନ ବିକ୍ରି କରି ନ ପାରିଥିବା ହେତୁ ଚାଷୀ ନିରାଶ ହୋଇ ଘେରିଛନ୍ତି ଯୋଗାଣ ଅଧିକାରୀଙ୍କୁ l ସେଥିପାଇଁ ଚାଷୀମାନେ ଯୋଗାଣ ଅଧିକାରୀଙ୍କୁ ଘେରାଉ କରିଛନ୍ତି । ରବି…

ବିରୋଧୀଙ୍କୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ: କହିଲେ, ରଥଯାତ୍ରାକୁ ନେଇ କରାଯାଉଛି ରାଜନୀତି

ଭୁବନେଶ୍ଵର: ରଥଯାତ୍ରା ପ୍ରସଙ୍ଗରେ ବିରୋଧୀଙ୍କୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ। ରଥଯାତ୍ରା ପ୍ରସତଙ୍ଗରେ ବିରୋଧୀଙ୍କ ଅଭିଯୋଗ ନେଇ କଡ଼ା ଜବାବ ଦେଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି, ଯେଉଁମାନେ ଅକର୍ମା ଲୋକ ବୋଲି ନିଜକୁ ପ୍ରମାଣିତ କରିସାରିଛନ୍ତି ସେମାନେ ଅଧିକ କଥା…

ସରକାରଙ୍କ କଥା ରଖିଲା ଓଆରଏସ୍‌ ସଂଘ, କେବଳ ରଥ ଓ ବନ୍ୟା ଡ୍ୟୁଟିରେ ଯୋଗଦେବେ

ଭୁବନେଶ୍ୱର: ଓଏଏସ୍‌ ସଂଘର ନିଷ୍ପତ୍ତିକୁ ସମର୍ଥନ ଜଣାଇ ଛୁଟିରେ ଥିବା ଓଆରଏସ୍‌ ସଂଘ ଆନ୍ଦୋଳନରୁ ଓହ୍ଲାଇଛି।ରାଜସ୍ବ ମନ୍ତ୍ରୀଙ୍କ ଅନୁରୋଧ ଅନୁସାରେ ରଥ, ବନ୍ୟା ଡ୍ୟୁଟିରେ ଯୋଗଦାନ ନେଇ ସମ୍ମତି ଦେଇଛି ସଂଘ। ବୈଠକ ପରେ ନିଷ୍ପତ୍ତି ନେଇ ଅବଗତ କରାଇଛି ସଂଘ। ଯଦିଓ ସେମାନେ ରଥ, ବନ୍ୟା…

ପୁରୀ ଦଳାଚକଟା ଘଟଣା; ଯାଞ୍ଚରେ ଅନୁ ଗର୍ଗଙ୍କୁ ସହାୟତା କରିବେ ୪ ଓଏଏସ

ଭୁବନେଶ୍ୱର: ପୁରୀର ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ ହୋଇଥିବା ଦଳାଚକଟା ଘଟଣାର ବିସ୍ତୃତ ତଦନ୍ତ ପାଇଁ ଉନ୍ନୟନ କମିଶନର-କମ୍-ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗଙ୍କୁ ସହାୟତା କରିବେ ଓଏଏସ ଅଧିକାରୀ। ଏଥିପାଇଁ ବୁଧବାର ଓଡ଼ିଶା ସରକାର ଚାରି ଜଣ ଓଏଏସ ଅଧିକାରୀଙ୍କ ଏକ କମିଟି ଗଠନ…

ଅତିରିକ୍ତ ଯାତ୍ରୀ ଭିଡ଼ ଏଡ଼ାଇବାକୁ ପ୍ରୟାସ: ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନରେ ଅତିରିକ୍ତ କୋଚ୍ ସଂଯୋଗ

ଭୁବନେଶ୍ୱର: ଯାତ୍ରୀ ସୁବିଧା ବୃଦ୍ଧି କରିବା ପାଇଁ ଏକ ସକ୍ରିୟ ପଦକ୍ଷେପ ସ୍ୱରୂପ ପୂର୍ବ ତଟ ରେଳପଥ ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନ ଦ୍ୱୟରେ ଅତିରିକ୍ତ ଏସି-୩ ଟାୟାର କୋଚ୍ ଅସ୍ଥାୟୀ ସଂଯୋଗ ପାଇଁ ନିଷ୍ପତ୍ତି ନେଇଛି। ଏହି ପଦକ୍ଷେପର ଲକ୍ଷ୍ୟ ହେଉଛି ଅଧିକ ଚାହିଦା ଥିବା ସମୟରେ…

ଫୁଲୁଛି ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକା: ବନ୍ୟା ମୁକାବିଲା ପାଇଁ ୨୪X୭ ସଜାଗ ଅଛି ଓଡ୍ରାଫ ଟିମ୍

ଭୁବନେଶ୍ୱର: ଉତ୍ତର ଓଡିଶାର ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ଭଳି ପ୍ରମୁଖ ନଦୀର ଜଳସ୍ତର ବୃଦ୍ଧି ପରେ ବନ୍ୟା ପରିସ୍ଥିତି ଦେଖା ଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଡ଼ିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ ଫୋର୍ସ (ODRAF) ବନ୍ୟା…

ବିଏମସି ମାଡ଼ ଘଟଣା: ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ ଦାବି

ଭୁବନେଶ୍ୱର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ OAS ସଂଘର ଚେତାବନୀ। ସଂଘର ବୈଠକରେ ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ ଦାବି। ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ଦେବାକୁ ହେଲା ପ୍ରସ୍ତାବ ପାରିତ।  ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ…

ଟିଏସଜି ଗୁରୁକୂଳ ପରିସରରେ ସାହିତ୍ୟ ପତ୍ରିକା “ଅନ୍ନପୂର୍ଣ୍ଣା” ଉନ୍ମୋଚିତ

ଭୁବନେଶ୍ୱର: ସମ୍ ହସ୍ପିଟାଲ ନିକଟ ଗୋଠପାଟଣା ଠାରେ ଟିଏସ୍‌ଜି ଗୁରୁକୂଳ ପରିସରରେ ଅନ୍ନପୂର୍ଣ୍ଣା ସାହିତ୍ୟ ପରିଷଦ ଆନୁକୂଲ୍ୟରେ ଓଡ଼ିଆ ସାହିତ୍ୟର ନବମୂର୍ଚ୍ଛନା, “ଅନ୍ନପୂର୍ଣ୍ଣା” ପତ୍ରିକାର ରଥଯାତ୍ରା ବିଶେଷାଙ୍କ-୨୦୨୫ ଉନ୍ମୋଚିତ ହୋଇଯାଇଛି । ଭାଷା ହିଁ ଗୋଟିଏ ଜାତିର ପ୍ରାଣ ଏବଂ ସାହିତ୍ୟ…

ଅନୁଶାସନ ହୁଗୁଳା…ଚାପରେ ମୋହନ, ମନମୋହନ !

ଭୁବନେଶ୍ବର: ଗତ ନିର୍ବାଚନରେ ଐତିହାସିକ ରାୟ ଦେଲା ଓଡିଶା । ପ୍ରଥମ ଥର ପାଇଁ ରାଜ୍ୟରେ ଏକାକୀ କ୍ଷମତାକୁ ଆସିଲା ବିଜେପି । ଦଳ ପାଇଁ ବଡ଼ ସୁଯୋଗ ତ ଥିଲା ତା ସାଙ୍ଗକୁ ଆଗରେ ରହିଥିଲା ବଡ଼ ଚ୍ୟାଲେଞ୍ଜ । ରାଜ୍ୟ ସରକାର ଦାୟିତ୍ବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦେଲା ବିଜେପି ଶୀର୍ଷ ନେତୃତ୍ବ…

ଜୁଲାଇ ୭ ଯାଏଁ ରାଜ୍ୟରେ ଅତିରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଏହାର ପଡ଼ୋଶୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ଏବଂ ସକ୍ରିୟ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବରେ ଜୁଲାଇ ୭ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସୂଚନା…