Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜେଲ୍‌ରୁ ବାହାରିଲେ ଆଇଏଏସ ଧୀମାନ ଚକମା; ସର୍ତମୂଳକ ଜାମିନରେ…

ଭୁବନେଶ୍ବର: ଦୀର୍ଘ ୪୦ ଦିନ ଜେଲରେ ରହିବା ପରେ ଆଜି ଭବାନୀପାଟଣା ଜେଲରୁ ବାହାରିଲେ ଆଇଏଏସ  ଧୀମାନ ଚକମା । କ୍ରସର୍ ମାଲିକଙ୍କଠାରୁ ୧୦ ଲକ୍ଷ ଲାଞ୍ଚ ନେଇ ଗିରଫ ହୋଇଥିଲେ । ହାଇକୋର୍ଟ ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ଚମକାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ। ଲାଞ୍ଚ ନେଲା ବେଳେ ଗିରଫ…

ଡକ୍ଟର ବି କେ ମିଶ୍ର ଇମ୍ଫାର ଅଣ-କାର୍ଯ୍ୟକାରୀ ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ବର: ଇଣ୍ଡିଆନ୍ ମେଟାଲ୍ ଆଣ୍ଡ ଫେରୋ ଆଲୟଜ୍ ଲିମିଟେଡ୍ (ଇମ୍ଫା), ଦେଶର ପ୍ରମୁଖ ଫେରୋ ଆଲୟଜ୍ ଉତ୍ପାଦକ ଡକ୍ଟର ବି କେ ମିଶ୍ରଙ୍କୁ କମ୍ପାନୀର ଅଣ-କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛି। ଡକ୍ଟର ବି କେ ମିଶ୍ର ଏନଆଇଟି ରାଉରକେଲାର ଜଣେ ମେଟାଲ୍‌ ଲୁରଜିକାଲ୍ ଇଞ୍ଜିନିୟର ଏବଂ…

ଚୀନ୍ କମ୍ପାନୀକୁ କଡ଼ା ସମାଲୋଚନା, ୱେବସାଇଟରୁ ହଟିଲା ଜଗନ୍ନାଥଙ୍କ ଫଟୋ ଥିବା ଗୋଡ ପୋଛା

ନୂଆଦିଲ୍ଲୀ: ଚୀନର ଇ-କମର୍ସ ୱେବସାଇଟ୍ ଆଲି ଏକ୍ସପ୍ରେସରେ ପ୍ରଭୁ ଜଗନ୍ନାଥଙ୍କ ଫଟୋ ଥିବା ଡୋରମାଟ୍ ବିକ୍ରି ହେଉଥିବା ଜଣାପଡ଼ିବା ପରେ ବିଭିନ୍ନ ମହଲରୁ କଡ଼ା ସମାଲୋଚନା କରାଯାଇଥିଲା। ତେବେ ଏହାକୁ ନେଇ ରାଜ୍ୟର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ନିନ୍ଦା କରିବା ସହ ୱେବ୍ ସାଇଟକୁ କ୍ଷମା…

ଶିକ୍ଷକଙ୍କ ବଦଳି ପ୍ରସଙ୍ଗ; ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ

କଟକ:ବିଧାୟକ ଓ ସାଂସଦ ନିଜ ନିର୍ବାଚନମଣ୍ଡଳୀର ୧୫ଜଣ ଯୋଗ୍ୟ ଶିକ୍ଷକଙ୍କ ବଦଳି ପାଇଁ ସୁପାରିସ କରିବା ପ୍ରସଙ୍ଗ ହାଇକୋର୍ଟରେ ପହଞ୍ଚିଛି। ଏହି ପ୍ରସଙ୍ଗରେ ହାଇକୋର୍ଟ ଏକ ନୋଟିସ୍ ଜାରି କରିଛନ୍ତି । ଆବେଦନକାରୀ ଶିକ୍ଷକଙ୍କ ବଦଳି ନିର୍ଦ୍ଦେଶ ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି ।…

ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମଦିନରେ ଓଡିଶାରେ ଲାଗିବ ୭୫ ଲକ୍ଷ ଗଛ

ଭୁବନେଶ୍ୱର: ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଗତ ବର୍ଷ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଓଡିଶା ଆସି ଆମର ମା ମାନଙ୍କ ସମ୍ମାନରେ ସୁଭଦ୍ରା ଯୋଜନା ଆରମ୍ଭ କରିଥିଲେ। ଓଡିଶାର ବିକାଶ ପ୍ରତି…

୩ ଜିଲ୍ଲାରେ ପ୍ରବଳ ବର୍ଷା; ଚିନ୍ତା ବଢ଼ାଉଛି ବୈତରଣୀ ଜଳସ୍ତର

ଭୁବନେଶ୍ୱର: ଓଡ଼ିଶାରେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଝଡ଼ବର୍ଷା ଜାରି ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ସୂଚନା ଦେଇଛି। ମଧ୍ୟାହ୍ଣ ବୁଲେଟିନ ଅନୁସାରେ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତର ଭାଗରେ ଏକ ଘୂର୍ଣ୍ଣିବଳୟ ଏବଂ ଶ୍ରୀଗଙ୍ଗାନଗର, ରୋହତକ, ବନ୍ଦା, ସିଦ୍ଧି,…

ଏହି ଗାଁରେ ଜଣ୍ଡିସ୍ ଆତଙ୍କ; ୫ଦିନରେ ୪୦ରୁ ଊର୍ଦ୍ଧ୍ବ ଆକ୍ରାନ୍ତ,ପାଣି ନମୁନା ସଂଗ୍ରହ

ଜଗତସିଂହପୁର:ରାଜ୍ୟର ବିଭିନ୍ନ ଜିଲାରେ ଝାଡ଼ାବାନ୍ତି ପରେ ଏବେ ଜଣ୍ଡିସ୍ ରୋଗ ବ୍ୟାପିଲାଣି । ଜଗତସିଂହପୁର ଜିଲ୍ଲା ବିରିଡ଼ି ବ୍ଲକ ଦଣ୍ଡାସାହି ଗାଁରେ ଜଣ୍ଡିସ୍ ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଗତ ୫ ଦିନରେ ୪୦ରୁ ଊର୍ଦ୍ଧ୍ବ ଜଣ ଜଣ୍ଡିସ୍‌ରେ ଆକ୍ରାନ୍ତ ହୋଇ…

୫ ଆଇଏଏସ୍ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ଵ…

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ଆଇଏଏସ୍ କ୍ୟାଡରରେ ଏକ ଛୋଟ ପ୍ରଶାସନିକ ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ପାଞ୍ଚ ଜଣ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଶିଳ୍ପ ନିର୍ଦ୍ଦେଶକ ଆବୋଲି ସୁନୀଲ…

ଆଇସିସି କମିଟି ନକଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ହେବ

ଭୁବନେଶ୍ୱର: ICC କମିଟି ନକଲେ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ହେବ। ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମାସେ ଭିତରେ ସବୁ କଲେଜରେ ICC କମିଟି କରିବାକୁ ଟାର୍ଗେଟ ରଖାଯାଇଛି। ଯେଉଁମାନେ ଭୁଲ୍ ଅଭିଯୋଗ କରୁଛନ୍ତି ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ। ଆଇସିସି…

ଯନ୍ତ୍ରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇଦେଲେ ପିଅନ

ଗଜପତି: ମରିଗଲା ମାନବିକତା। ଜଣେ ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ଏଭଳି ଲଜ୍ଜାଜନକ ଏବଂ ଅମାନବୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ଆର୍. ଉଦୟଗିରି ସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (RWSS) ବିଭାଗରୁ ଆସିଛି।…