Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର

କଟକ: ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା ପ୍ରତିବାଦରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର OAS, ORS ଅଫିସର । ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ । କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡ଼ା, ଦେବଗଡ଼, ସୁବର୍ଣ୍ଣପୁର, ବାଲେଶ୍ୱର ଓ…

ଆଉ ଚାଲିବନି ତହସିଲଦାରଙ୍କ ବାବୁ ଗିରି: ମନମୁଖୀ କାମ ପାଇଁ କାରଣ ଦର୍ଶାଅ ନୋଟିସ୍

କେନ୍ଦୁଝର: ଘସିପୁରା ତହସିଲଦାର ଅଭୟ ସ୍ୱାଇଁଙ୍କୁ କାରଣ ଦର୍ଶାଅ ନୋଟିସ୍। ତହସିଲଦାର ଅଭୟ ସ୍ୱାଇଁଙ୍କୁ କାରଣ ଦର୍ଶାଅ ନୋଟିସ କଲା ରାଜସ୍ୱ ବିଭାଗ। ବାହାରେ ଚପଲ ରଖି ତହସିଲ ଭିତରକୁ ଆସିବାକୁ କରିଥିଲେ ନିୟମ। ଲୋକଙ୍କୁ ଖରାପ ବ୍ୟବହାର କରୁଥିବା ନେଇ ହୋଇଥିଲା ଅଭିଯୋଗ। ଗଣମାଧ୍ୟମରେ ଖବର…

ସେବାୟତ ଅନଧିକୃତ ନୁହନ୍ତି: ଆଇନ ମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କ ସହ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି । ସେବାୟତଙ୍କ ସହ ବୈଠକ ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ଏହାପରେ ଅଫିସର ମାନଙ୍କୁ ନେଇ ହେବ ବୈଠକ । ମୁଖ୍ୟମନ୍ତ୍ରୀ ନେବେ ବୈଠକ । ପରେ ସେବକଙ୍କ ସହ ଆଲୋଚନା…

ମା’ ହେବ ମରାଠା ବାଘୁଣୀ, ୩ ବର୍ଷୀୟା ‘ଜିନ୍ନତ’ ଗର୍ଭବତୀ

ଭୁବନେଶ୍ୱର: ମାଆ ହେବ ମରାଠା ବାଘୁଣୀ 'ଜିନ୍ନତ'। ମହାରାଷ୍ଟ୍ର ତଡ଼ଭା ଅନ୍ଧାରୀ ବ୍ୟାଘ୍ର ପ୍ରକଳ୍ପରୁ ଆସିଥିବା ୩ ବର୍ଷିୟା ବାଘୁଣୀ ଏବେ ଗର୍ଭବତୀ ଅଛନ୍ତି। ୩ ରାଜ୍ୟର ୭ ଜଙ୍ଗଲ ଘୂରିକି ଫେରିଥିବା ଏହି ମରାଠା ବାଘୁଣୀ ଶିମିଳିପାଳ ଅଭୟାରଣ୍ୟର ଜଣାଶୁଣା ମହାବଳ ‘ଟି-୧୨’ ସହ ସହବାସ ହୋଇଛି।…

ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ

ଭୁବନେଶ୍ୱର: ରାୟଗଡା ଓ କୋରାପୁଟ ଜଳ ବିଭାଜିକା ମିଶନର ପୂର୍ବତନ ପିଡି ଦୟାନିଧି ବାଗ ଗିରଫ। ତାଙ୍କ ଘରେ ଗତକାଲି ଭିଜିଲାନ୍ସ ରେଡ୍ କରିଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୟାନିଧି ବାଗ୍‌ଙ୍କ ଘରେ ଭିଜିଲାନ୍ସ ରେଡ୍ କରିଥିଲା। ତାଙ୍କୁ ଆଜି ଗିରଫ କରାଯାଇଛି। ଆଜି ଭବାନୀପାଟଣା…

ଗରିବ ଲୋକଙ୍କୁ ଜନକଲ୍ୟାଣ ଯୋଜନାରେ ଅଧିକ ୠଣ ଦେବାକୁ ୩ ଘରୋଇ ବ୍ୟାଙ୍କକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପ୍ରତିନିଧିଙ୍କ ସହିତ ଆଲୋଚନା କରି ବିଭିନ୍ନ ଜନକଲ୍ୟାଣ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ୠଣ ଦେବାପାଇଁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଓଡିଶାରେ ବିଭିନ୍ନ ଜନକଲ୍ୟାଣ ଯୋଜନା ଯଥା…

ବିଏମସି ଅଫିସରଙ୍କୁ ମାଡ ଘଟଣା; ବିଜେପିରୁ ୫ଙ୍କୁ ନିଲମ୍ବନ କଲେ ରାଜ୍ୟ ସଭାପତି

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (BMC) ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲା ବିଜେପି । ୫ ଜଣଙ୍କୁ ଦଳରୁ ନିଲମ୍ବନ କଲେ ରାଜ୍ୟ ସଭାପତି ମନମୋହନ ସାମଲ । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କଲେ ରାଜ୍ୟ ସଭାପତି । ସେମାନେ ହେଲେ କର୍ପୋରେଟର…

ବିପଦ ସଂକେତ ଉପରେ ସୁବର୍ଣ୍ଣରେଖା ଜଳସ୍ତର; ୩୦ ଗାଁ ଜଳମଗ୍ନ

ଭୁବନେଶ୍ୱର: ଲଗାତାର ଜାରି ରହିଥିବା ବର୍ଷା ଯୋଗୁଁ ଉତ୍ତର ଓଡିଶା ଉବୁଟୁବୁ ହେଉଛି। ଖାସକରି ବାଲେଶ୍ୱର ଏବଂ ମୟୂରଭଞ୍ଜରେ ବନ୍ୟା ସ୍ଥିତି ଗମ୍ଭୀର ହୋଇପଡିଛି। ଫଳରେ  ହଜାର ହଜାର ଲୋକ ପ୍ରଭାବିତ ହେଉଥିବା ବେଳେ ଅନେକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ସୁବର୍ଣ୍ଣରେଖା ନଦୀ…

ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ ନିଲମ୍ବିତ

ଭୁବନେଶ୍ୱର :ଦୁର୍ନୀତି ପାଇଁ ନିଲମ୍ବିତ ହେଲେ ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ। ଜଟଣୀ ସଵରେଜିଷ୍ଟର ଥିବା ବେଳେ ଦୁର୍ନୀତି ପାଇଁ ତାଙ୍କୁ ନିଲମ୍ବିତ କରାଯାଇଛି। ରାଜସ୍ୱ ବିଭାଗ ତାଙ୍କୁ ନିଲମ୍ବନ କରିଛି । ସେ ସଵ ରେଜିଷ୍ଟର ଥିବା ବେଳେ ବେଆଇନ ଭାବେ ହୋମ ଭିଜିଟ କରି…

ଅଫିସରଙ୍କୁ ମାଡ ଘଟଣା-ନିନ୍ଦା କଲେ ଅପରାଜିତା

ଭୁବନେଶ୍ୱର : ବିଏମସି ଅଫିସରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ ଘଟଣା ଏବେ ସାରା ରାଜ୍ୟରେ ଚହଳ ପକାଇଛି । ଗତକାଲି ହୋଇଥିବା ଏହି ଘଟଣାକୁ ଘୋର ନିନ୍ଦା କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ରତ୍ନାକର ସାହୁ ଜନଶୁଣାଣିରେ ଲୋକଙ୍କ କଥା ଶୁଣୁଥିଲେ । ସରକାରୀ କାମରେ…