Latest Odisha News

BREAKING NEWS

Browsing Category

ଓଡିଶା

Odisha

୫ ବସ୍ତା ଗଞ୍ଜେଇ ସହ କାର ଜବତ, ଜଣେ ଗିରଫ

ସମ୍ବଲପୁର: ଗଞ୍ଜେଇ ଚୋରା ଚାଲାଣ ବେଳେ ୧୦୫ କିଗ୍ରା ଗଞ୍ଜେଇ ସହ ଏକ ଦାମୀ କାର ଜବତ । ଘଟଣାରେ ଜଣକୁ ଗିରଫ କରିଛି ସମ୍ବଲପୁର ଅବକାରୀ ଗୁଇନ୍ଦା ବିଭାଗ । ଯାଞ୍ଚ ସମୟରେ କାର ଭିତରୁ ୫ଟି ଜରି ବସ୍ତା ଭର୍ତ୍ତି ଗଞ୍ଜେଇ ଜବତ ହୋଇଛି । ଗିରଫ ଅଭିଯୁକ୍ତ ହେଲା ଝାରଖଣ୍ଡ ରାଜ୍ୟ ଧାନବାଦ ଜିଲା…

୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ….

ଭୁବନେଶ୍ବର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୧୪ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ୱର ଏବଂ କଟକରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର…

ବିଏମସି ଅତିରିକ୍ତ କମିଶନର ଆକ୍ରମଣ ଘଟଣା: ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ

ଭୁବନେଶ୍ବର: ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ। ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣର ପ୍ରତିବାଦରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ। ଠିଆ ହୋଇ ରହିଛି ୧୫ ସଫେଇ ଗାଡ଼ି। ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ସଫେଇ…

ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମହାପ୍ରଭୁଙ୍କ ଆଗାମୀ ନିତିକାନ୍ତି ନେଇ ଆଲେଚନା କରିବେ। ଗତ ରବିବାର ବଡି ଭୋରରୁ ଘଟିଥିବା ଅଘଟଣ ପରେ ଆଜି ମୁଖ୍ୟମନ୍ତ୍ରୀ ପ୍ରଥମ ଥର ପାଇଁ ଅପରାହ୍ଶ ୩ଟାରେ ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି । ପୁରୀରେ ଶ୍ରୀମନ୍ଦିର ସେବାୟତଙ୍କ ସହ…

ବିଷାକ୍ତ ଛତୁ ଖାଇ ୮ ଅସୁସ୍ଥ, ଏମକେସିଜି ମେଡିକାଲ ସ୍ଥାନାନ୍ତର

ବ୍ରହ୍ମପୁର: ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାର ୮ ଅସୁସ୍ଥ। ଗଞ୍ଜାମ ବ୍ଳକ ସାତୁଳି ଗ୍ରାମର ଗୋଟିଏ ପରିବାର ବିଲରେ ଫୁଟିଥିବା ଛତୁ ଖାଇ ୮ ଜଣ ଅସୁସ୍ଥ। ୮ଜଣଙ୍କୁ ପ୍ରଥମେ ନିକଟସ୍ଥ ଖଣ୍ଡିଦେଉଳି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ଥିବାରୁ…

ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବା ନେଇ ପୂର୍ବାନୁମାନ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୫ ଦିନ ଯାଏ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ଉତ୍ତର ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିପାରେ। ହେଲେ ଜୁଲାଇ ୫ ପରଠାରୁ ବର୍ଷାର ପରିମାଣ କମିପାରେ। ସମଗ୍ର ଜୁଲାଇ ମାସରେ…

ବିଏମସି ଆକ୍ରମଣ ଘଟଣା: କାଲିଠୁ ସମୂହ ଛୁଟିରେ ଯିବାକୁ ଓଏଏସ ଅଧିକାରୀଙ୍କ ନିଷ୍ପତ୍ତି

ଭୁବନେଶ୍ବର:ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମରଣାନ୍ତକ ଆକ୍ରମଣ । ସୋମବାର ଅଭିଯୋଗ ଶୁଣାଣି ଚାଲିଥିବାବେଳେ ୫ ଜଣ ଦୁର୍ବୃତ୍ତ ଜୋର ଜବରଦସ୍ତ ଧଶେଇ ପଶି ଅଧିକାରୀଙ୍କୁ ମାଡ଼ ମାରି ଲହୁଲୁହାଣ କରିଛନ୍ତି । ଏହି ଘଟଣାର ପ୍ରତିବାଦ କରିଛି…

ରଥଯାତ୍ରାରେ ଅମାନିଆ ଚାଳକଙ୍କ ଉପରେ ବିଶେଷ ନଜର, କଟିଲା ୧୮୦୦ ଇ-ଚାଲାଣ

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାରେ ପରିବହନ ବ୍ୟବସ୍ଥା ଶୃଙ୍ଖଳିତ ରଖିବା ପାଇଁ ବାଣିଜ୍ୟ ପରିବହନ ବିଭାଗ ଅଧିନରେ ରାଜ୍ୟ ପରିବହନ ପ୍ରାଧିକରଣ ଦ୍ୱାରା କଡ଼ାକଡ଼ା ଏନଫୋର୍ସମେଣ୍ଟ କରାଯାଇଛି। ଆଗକୁ ଅନ୍ୟ ପ୍ରମୁଖ ଦିନ ଯେପରିକି ବାହୁଡ଼ା ଏବଂ ସୁନାବେଶରେ ମଧ୍ୟ ଏହା ଜାରି ରହିବ…

ସମସ୍ତ ପ୍ରିନ୍ସପାଲ ଏବଂ କର୍ମଚାରୀ ବାୟୋମେଟ୍ରିକ୍ ବ୍ୟବହାର କରିବାକୁ ବାଧ୍ୟ: ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ବର: ବାୟୋମେଟ୍ରିକ ବ୍ୟବହାର କରୁନଥିବା ପ୍ରିନ୍ସପାଲ ଓ କର୍ମଚାରୀଙ୍କ ବିରୁଦ୍ଧରେ ଓଡ଼ିଶାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି । ଏନେଇ ନିର୍ଦ୍ଦେଶ ଜାରି କରିଛି ବିଭାଗ । ବାୟୋମେଟ୍ରିକ୍ ଉପସ୍ଥାନ ପ୍ରଣାଳୀ ବ୍ୟବହାର କରିବାକୁ ସମସ୍ତ ପ୍ରିନ୍ସପାଲ ଏବଂ କର୍ମଚାରୀ…

ବିଏମସି ଆକ୍ରମଣ ଘଟଣା: ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ନବୀନ

ଭୁବନେଶ୍ବର: ବିଏମସିରେ ଜନ ଶୁଣାଣି ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ । ଏହି ଘଟଣାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତୀବ୍ର ନିନ୍ଦା କରିଛନ୍ତି। ଏହି ଘଟଣାର ଭିଡିଓ ଦେଖି ମର୍ମାହତ ହୋଇଥିବା ସେ  କହିଛନ୍ତି। ଏଥିସହ ତୁରନ୍ତ…