Latest Odisha News

BREAKING NEWS

Browsing Category

ଓଡିଶା

Odisha

Bomb Threat: ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବାକୁ ଧମକ

ପୁରୀ: ଶ୍ରୀମନ୍ଦିରକୁ ବୋମାରେ ଉଡାଇ ଦେବାକୁ ଧମକ। ସୋସିଆଲ ମିଡିଆରେ ଆସିଛି ଧମକପୂର୍ଣ୍ଣ ମେସେଜ୍। ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ୍ ରହିଥିବା ଦେଖିବାକୁ ମିଳିଛି ।

Digital Arrest:ଡିଜିଟାଲ୍ ଆରେଷ୍ଟ ନାଁରେ ମହିଳାଙ୍କ ଠାରୁ ୨ ଲକ୍ଷ ଟଙ୍କା ଲୁଟ୍ ; ଯୁବକ ଗିରଫ

ବ୍ରହ୍ମପୁର: ନିଜକୁ କ୍ରାଇମବ୍ରାଞ୍ଚ ଅଧିକାରୀ କହି ମହିଳାଙ୍କ ଠାରୁ ଲୁଟିଲା ଯୁବକ । ମହିଳାଙ୍କ ଠାରୁ ଆଉ ୧ ଲକ୍ଷ ୩୦ ହଜାର ଟଙ୍କା ଲୁଟିନେଲା ଯୁବକ । ସାଇବର ଥାନାରେ ଅଭିଯୋଗ ପରେ ବାଲେଶ୍ବରରୁ ଯୁବକ ଗିରଫ । ଗିରଫ ଯୁବକ ଜଣକ ବାଲେଶ୍ୱର ରାଉତରା ଗାଁର ଚନ୍ଦନ କୁମାର ଜେନା। ଗତ ୭ ତାରିଖରେ…

ଯୁବତୀଙ୍କୁ ଅପହରଣ ଓ ମୁଣ୍ଡଜାମିନ ଘଟଣାରେ ଯୁବକ ଗିରଫ

ଭୁବନେଶ୍ୱର:ଯୁବତୀଙ୍କୁ ଅପହରଣ କରିଥିବା ଯୁବକ ଗିରଫ । ୧୭ ତାରିଖ ଦିନ ଯୁବତୀଙ୍କୁ ଅଟୋରେ ଅପହରଣ କରିଥିଲା ଅଭିଯୁକ୍ତ ।ସତ୍ୟନଗରରୁ ଅପହରଣ କରି ବିଡିଏ ଅଞ୍ଚଳରେ ବନ୍ଦୀ କରି ରଖିଥିଲା । ଯୁବତୀଙ୍କ ମାଆଙ୍କୁ ଫୋନ୍‌ କରି ୫ ଲକ୍ଷ ଟଙ୍କା ଦାବି କରିଥିବା ଅଭିଯୋଗ ହୋଇଥିଲା । ଟଙ୍କା ନଦେଲେ ଝିଅ…

Ama Bus:ମହିଳା ଚଲାଇବେ ‘ଆମ ବସ୍‍’, ତାଲିମ୍‌ ପାଇଁ ପୁନେ ଯିବେ

ଭୁବନେଶ୍ବର: ଏଣିକି ମହିଳା ଡ୍ରାଇଭର ଚଲାଇବେ 'ଆମ ବସ୍‍'। ଏନେଇ ପୁନେରେ ସେମାନଙ୍କୁ ତାଲିମ୍ ଦିଆଯିବ । ଜାନୁଆରୀ ୩୧ରେ ୨୦ ମହିଳା ତାଲିମ୍‌ ପାଇଁ ପୁନେ ଯିବେ । ନଗର ଉନ୍ନୟନ ମନ୍ତ୍ରୀଙ୍କ 'ଆମ ବସ୍‍' ସେବା ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି । ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ…

ଧର୍ମଶାଳାରେ ସାଇବର ଠକେଇ ଅଭିଯୋଗ; ୩ ଅଟକ, ମୁଖ୍ୟ ଅଭିଯୁକ୍ତ ଫେରାର

ଯାଜପୁର:ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଞ୍ଚଳରେ ସାଇବର ଠକେଇ ମାମଲାରେ ଚଢାଉ । ଗତକାଲି ଧର୍ମଶାଳା ଥାନା ପୋବଳ ଗାଁରେ କଟକ କ୍ରାଇମବ୍ରାଞ୍ଚ ଟିମ ଓ ଧର୍ମଶାଳା ପୁଲିସ ମିଳିତ ରେଡ କରିଛନ୍ତି । ଆର୍ଥିକ କାରବାର ନେଇ ପୋବଳ ଗାଁର ସରୋଜ ଜେନାଙ୍କ ଘରେ ଚଢ଼ାଉ ହୋଇଛି । ତେବେ ମୁଖ୍ୟ ଅଭିଯୁକ୍ତ…

ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ;ମୁଖ୍ୟ ଉଦ୍ଦେଶ୍ୟ ପ୍ରାଥମିକ ଶିଶୁ ବିକାଶ…

ଭୁବନେଶ୍ୱର:ପ୍ରାଥମିକ ଶିଶୁ ସେବା, ଶିକ୍ଷା ଓ ବିକାଶ (ECCED) କ୍ଷେତ୍ରକୁ ଅନ୍ତଃ-ରାଜ୍ୟ ସହଯୋଗ ମାଧ୍ୟମରେ ସୁଦୃଢ଼ କରିବା ପାଇଁ ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଛି। ଏହି ଚୁକ୍ତିନାମାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି…

ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ସାହିତ୍ୟିକଙ୍କ କାର୍ଯ୍ୟକ୍ରମ ବାତିଲ; ଓଡ଼ିଶା ସରକାରଙ୍କ ଉପରେ ବର୍ଷିଲା ବିଜେଡି…

ଭୁବନେଶ୍ୱର: ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ସାହିତ୍ୟିକଙ୍କ କାର୍ଯ୍ୟକ୍ରମ ବାତିଲ ଘଟଣାରେ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଲା ବିଜେଡି। ସୂଚନା ଅନୁଯାୟୀ, ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ପ୍ରତିଷ୍ଠିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଚେୟାର ତରଫରୁ ସନ୍ଥକବି ଭୀମ ଭୋଇଙ୍କ ଉପରେ…

ରାଉରକେଲା ବିମାନ ଦୁର୍ଘଟଣା; ସୁସ୍ଥ ହୋଇ ଘରକୁ ଫେରିଲେ ପାଇଲଟ

ରାଉରକେଲା: ଗତ ଜାନୁଆରୀ ୧୦ରେ ରାଉରକେଲାରେ ଏକ ବିମାନ ଦୁର୍ଘଟଣା ହୋଇଥିଲା। ଯେଉଁଥିରେ ପାଇଲଟ୍ କ୍ୟାପ୍ଟେନ୍ ନବୀନ କଡାଙ୍ଗା ନିଜ ଦକ୍ଷତା ଦ୍ଵାରା ବିମାନକୁ ଜରୁରୀକାଳୀନ ଅବତରଣ କରାଇଥିଲେ। ଯାହାଫଳରେ ହେବାକୁ ଥିବା ଦୁର୍ଘଟଣା ଅଳ୍ପକେ ବର୍ତ୍ତି ଯାଇଥିଲା। ଏହି ଦୁର୍ଘଟଣାରେ ତାଙ୍କ…

Jatra actor piyush: କୋର୍ଟ ଦେଲେ ଅନୁମତି, ପୁଣି ମଞ୍ଚରେ ଦମ ଦେଖାଇବେ ପୀୟୂଷ

ଭୁବନେଶ୍ୱର: ଏବେ ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି ମିଳିଛି । ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ କୋର୍ଟ ଉଠାଇଥିବା ଜଣାପଡିଛି । ଯାତ୍ରା ପାର୍ଟି ସହ ଚୁକ୍ତି ଖିଲାପକୁ ନେଇ…

ରାଜଧାନୀରେ ଚାଞ୍ଚଲ୍ୟ, ପାର୍କିଂ ପାଇଁ ମନା କରିବାରୁ ନିର୍ଦ୍ଧୁମ ପିଟିଲେ

ଭୁବନେଶ୍ୱର: ଭୁବନେଶ୍ୱରର ବ୍ୟସ୍ତବହୁଳ ୟୁନିଟ୍-୩ ଅଞ୍ଚଳରେ ପାର୍କିଂକୁ ନେଇ ବିବାଦ ଦେଖାଯାଇଛି। ସ୍ଥିତି ଏଭଳି ଯେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଖାରବେଳ ନଗରର କେଶରୀ ଟକିଜ୍ ପଛରେ ଥିବା ଏକ ନୋ ପାର୍କିଂ ଜୋନରେ ଘଟିଥିଲା। ସୂଚନା ଅନୁଯାୟୀ, ବିକାଶ ଦାସ ନାମକ ଜଣେ…