Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀ ଦଳଚକଟା: ବଦଳିଲେ ପୁରୀ ଜିଲ୍ଲାପାଳ, ଏସପି…ମୃତକଙ୍କ ପରିବାରକୁ ୨୫ ଲକ୍ଷ ସହାୟତା ରାଶି

ପୁରୀ: ପୁରୀ ଦଳାଚକଟା ଘଟଣାରେ ବଡ କାର୍ଯ୍ୟନୁଷ୍ଠାନ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦଳଚକଟାରେ ଅବହେଳା ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଆଉ ପୁରୀ ଏସପି । ଏଥିସହିତ ଡିସିପିଙ୍କ ସହ ଜଣେ କମାଣ୍ଡାଣ୍ଟ ନିଲମ୍ବିତ ହୋଇଛନ୍ତି । ଘଟଣାକୁ ଅକ୍ଷମଣୀୟ ଅବହେଳା କହିବା ପରେ ସୁରକ୍ଷା…

ପୁରୀ ଅଘଟଣ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଦୁଃଖ ପ୍ରକାଶ, ମନ୍ତ୍ରୀ ମାନିଲେ ଅବହେଳା

ପୁରୀ: ପୁରୀ ଶରଧାବାଲି ୩ ଭକ୍ତଙ୍କ ମୃତ୍ୟୁ ଘଟଣା । ଏହି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦୁଃଖ ପ୍ରକାଶ କରିଛନ୍ତି। ସେହିପରି ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏକ୍ସରେ ପୋଷ୍ଟ କରି କହିଛନ୍ତି ଏହି ଘଟଣା ପରେ ମୁଁ ଅତ୍ୟନ୍ତ ମର୍ମାହତ, ମହାପ୍ରଭୁ ନିକଟରେ ପରଲୋକଗତ ଆତ୍ମାର ସଦଗତି…

ରାଜଧାନୀରେ କାୟା ବିସ୍ତାର କରୁଛି ଡେଙ୍ଗୁ: ୧୦୦ ମୁହାଁ ରୋଗୀ ସଂଖ୍ୟା

ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ଷା ଆରମ୍ଭ ହେଉଛି, ତେଣୁ ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ୧୦୦ ଛୁଇଁଲାଣି। କେବଳ ଜୁନ୍‌ ମାସରେ ବହୁସଂଖ୍ୟକ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ଷ ଆରମ୍ଭରୁ ସଂଖ୍ୟା ବଢ଼ିଲାଣି । ଆଗକୁ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଆଗକୁ ବଡ ବର୍ଷା, ଆଲର୍ଟ ଜାରି…..

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ନୂତନ ଲଘୁଚାପ । ଆଜି ଉତ୍ତର-ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ…

ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ନିଯୁକ୍ତ ହେବେ ‘ଶିଶୁ ସେବିକା’

ଭୁବନେଶ୍ୱର: ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା…

ପୁରୀ ଅଘଟଣରେ ୩ ଜଣଙ୍କ ମୃତ୍ୟୁ ନେଇ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା

ଭୁବନେଶ୍ବର: ପୁରୀ ଶରଧାବାଲିରେ ୩ ଜଣଙ୍କ ମୃତ୍ୟୁ ନେଇ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଦଳାଚକଟାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ସେ ସମବେଦନା ଜଣାଇବା ସହିତ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।…

କାହିଁକି ଘଟିଲା ଶରଧାବାଲିରେ ଦଳଚକଟା ଅଘଟଣ: ପ୍ରତ୍ୟେକ୍ଷଦର୍ଶୀ କହିଲେ ସତ…

ପୁରୀ: ଆଜି ବଡି ଭୋର୍ ସକାଳୁ ଶରଧାବାଲିରେ ରଥ ସମ୍ମୁଖରେ ବଡ ଅଘଟଣ ଘଟିଛି । ଦର୍ଶନ ପାଇଁ ଅତ୍ୟଧିକ ଭିଡ଼ ଯୋଗୁ ଠେଲାପେଲାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ତେବେ କାହିଁକି ଏପରି ଅଘଟଣ ଘଟିଲା? ସୁରକ୍ଷା ବ୍ୟବସ୍ଥାରେ ଏତେ ପୋଲିସ୍ ନିୟୋଜିତ ହେଲା…

ପୁରୀ ଅଘଟଣ ନେଇ ସ୍ପଷ୍ଟ କଲେ ଜିଲ୍ଲାପାଳ; ସେପଟେ, ସ୍ଥିତି ଅନୁଧ୍ୟାନ କଲେ ଡିଜିପି

ପୁରୀ: ପୁରୀ ଶରଧାବାଲିରେ ୩ ଭକ୍ତଙ୍କ ମୃତ୍ୟୁ ଘଟଣାରେ ସ୍ଥିତି ଅନୁଧ୍ୟାନ କଲେ ପୋଲିସ ମହାନିର୍ଦ୍ଦେଶକ । ଘଟଣାସ୍ଥଳରେ ପ୍ରମୁଖ ଅଧିକାରୀଙ୍କ ସହ ସ୍ଥିତିର ଅନୁଧ୍ୟାନ କଲେ ଡିଜିପି ୱାଇ ବି ଖୁରାନିଆ । ପୋଲିସର ନିର୍ଦ୍ଦେଶ ସମସ୍ତେ ମାନନ୍ତୁ ବୋଲି କହିଲେ ଡିଜିପି । ଭକ୍ତ ମୋବାଇଲ୍‌ରେ ଫଟୋ…

ଆସନ୍ତା ୩ ଦିନ ପ୍ରବଳ ବର୍ଷିବ!, ଆଜି ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ରବିବାର ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେବ । ଫଳରେ ଆସନ୍ତା ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଳାରେ…