Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଣିକି ଓଡ଼ିଆରେ ପାଠ ପଢ଼ିବେ ଯୁକ୍ତ ୨ ବିଜ୍ଞାନ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର। ଏଥିପାଇଁ ସ୍ବତନ୍ତ୍ର ଭାବେ ବହି ପ୍ରସ୍ତୁତ କରାଯାଇଛି। ଗୁରୁବାର ରମାଦେବୀ ମହିଳା ମହାବିଦ୍ୟାଳୟରେ ଓଡ଼ିଆ ଭାଷାରେ ଲିଖିତ ଯୁକ୍ତ-୨ ବିଜ୍ଞାନ ପୁସ୍ତକ ଲୋକାର୍ପଣ ହୋଇଛି। ରମାଦେବୀ ମହିଳା ମହାବିଦ୍ୟାଳୟ ଏବଂ ଓଡ଼ିଆ…

ଇଡି ଅଧିକାରୀ ଚିନ୍ତନ ରଘୁବଂଶୀଙ୍କୁ ମିଳିଲୀ ସର୍ତ୍ତମୂଳକ ଜାମିନ

କଟକ: ଇଡି ଅଧିକାରୀ ଚିନ୍ତନ ରଘୁବଂଶୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ। ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତ ହାଇକୋର୍ଟ। ୧ ଲକ୍ଷ ଟଙ୍କାର ବେଲବଣ୍ଡ ଓ ୨ ଜାମିନଦାରଙ୍କ ବଦଳରେ ଜାମିନରେ ଯାଇପାରିବେ। ଦେଶ ବାହାରକୁ ଯାଇ ପାରିବେନି ଚିନ୍ତନ। ତଦନ୍ତରେ ସହଯୋଗ କରିବା ପାଇଁ ରହିଛି ସର୍ତ୍ତ।…

ଆଗାମୀ ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ନେବ ଅବପାତ ରୂପ: ୨୮ ତାରିଖ ଯାଏ ପ୍ରବଳ ବର୍ଷା, ରେଡ ଆଲର୍ଟ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି । ଆସନ୍ତା ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେବ। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ…

ମହମ୍ମଦ କ୍ୟୁଆଇ ଅଲ୍ଲି ଇନଷ୍ଟିଚ୍ୟୁଟ ଅଫ ଟାଉନ ପ୍ଲାନରର୍ସ ଓଡିଶାର ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ବର: ଇନଷ୍ଟିଚ୍ୟୁଟ ଅଫ ଟାଉନ ପ୍ଲାନରର୍ସ ଓଡିଶାର ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ବିଡିଏ ପ୍ଲାନିଂ ମେମ୍ବର ମହମ୍ମଦ କ୍ୟୁଆଇ ଅଲ୍ଲି । ଦୁଇ ବର୍ଷ ପାଇଁ ଏହି ଦାୟିତ୍ବ ତୁଲାଇବେ । ଇନଷ୍ଟିଚ୍ୟୁଟ ଅଫ ଟାଉନ ପ୍ଲାନରର୍ସ ଓଡିଶା ଆଞ୍ଚଳିକ ଚାପଟରର ସାଧାରଣ ବାର୍ଷିକ ପରିଷଦ ବୈଠକରେ ମହମ୍ମଦ…

ମହିଳା ଅଭିଯୋଗ ପ୍ରତିକାର ପ୍ରକୋଷ୍ଠ ଗଢ଼ିବୁ କହିଲେ ପିସିସି ସଭାପତି; ନିଯୁକ୍ତ ହେବେ ଓକିଲ

ଭୁବନେଶ୍ବର: ରାଜ୍ୟରେ ନାରୀ ପ୍ରତି ଦୁଷ୍କର୍ମ ସହିତ ହତ୍ୟା ହେଉଛି। କୌଣସି ପୀଡିତାର ଅଭିଯୋଗ କେହି ଶୁଣୁ ନାହାନ୍ତି ଶେଷରେ ସେ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଉଛି। ତେବେ ଯେଉଁ ପୀଡିତାଙ୍କ କଥା କେହି ଶୁଣୁ ନାହାନ୍ତି, କଂଗ୍ରେସ ତାର କଥା ଶୁଣିବ। ସେଥିପାଇଁ ମହିଳା ଅଭିଯୋଗ ପ୍ରତିକାର…

ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ପକ୍ଷରୁ ୨୩ ପ୍ରକଳ୍ପକୁ ମଞ୍ଜୁରୀ; ୧୧ହଜାରରୁ ଅଧିକ ନିଯୁକ୍ତି ହେବ ସୃଷ୍ଟି

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷକତାରେ ଗୁରୁବାର ବସିଥିଲା ୧୩୮ତମ ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ । ତେବେ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ପକ୍ଷରୁ ୨୩ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ୪,୯୮୨.୬୬ କୋଟି ଟଙ୍କାର ୨୩ଟି ନୂତନ ନିବେଶ…

ମହାନଦୀ ଜଳ ବିବାଦ: ନବୀନଙ୍କ ପ୍ରଶ୍ନ, ସରକାରଙ୍କ ଆପୋଷ ସମାଧାନ କଣ ସାର୍ବଜନୀନ କରନ୍ତୁ

ଭୁବନେଶ୍ୱର: ମହାନଦୀ ଜଳ ବିବାଦକୁ ଆପୋଷ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରସ୍ତାବ ପରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସରକାରଙ୍କ ଉଦ୍ଦେଶ୍ୟ ନେଇ ଗୁରୁତର ପ୍ରଶ୍ନ ଉଠାଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା…

ସବ୍ ଇନ୍ସିପେକ୍ଟର ନିଯୁକ୍ତି:ବୟସସୀମା ହେଲା କୋହଳ…

ଭୁବନେଶ୍ବର: ରାଜ୍ୟରେ ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ପାଇଁ ବୟସସୀମା ବଢିଲା । ରାଜ୍ୟ ସରକାର ବୟସସୀମା ୩ ବର୍ଷ କୋହଳ କରିଛନ୍ତି । ଏନେଇ ହାଇକୋର୍ଟଙ୍କୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି । କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ…

ଆଇଏଏସ୍ ସ୍ତରରେ ପୁଣି ଅଦଳବଦଳ, ଜାଣନ୍ତୁ କାହାକୁ କେଉଁ ଦାୟିତ୍ଵ.. 

ଭୁବନେଶ୍ୱର: ଓଡ଼ିଶା ସରକାର ପ୍ରମୁଖ ଆଇଏଏସ୍ ଅଧିକାରୀଙ୍କ ମଧ୍ୟରେ ଆଉ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏଥିସହିତ ଟ୍ରେନିଂରୁ ଫେରିଥିବା ଅନେକ ଯୁବ ଅଧିକାରୀଙ୍କୁ ବିଭିନ୍ନ ଜିଲ୍ଲାରେ ଉପ ଜିଲ୍ଲାପାଳ ଭାବରେ ନିଯୁକ୍ତି ଦେଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ବିଭିନ୍ନ…

ଅଢେଇ ଲକ୍ଷ ଟଙ୍କାରେ ହୋଇଥାନ୍ତା ବାଘଛାଲ ବିକ୍ରି; ୨ଜଣଙ୍କୁ ମାଡିବସିଲା ଏସ୍‌ଟିଏଫ୍‌ର ଟିମ୍‌

ଭୁବନେଶ୍ବର: ମନୁଷ୍ୟ ନିଜର ସ୍ବାର୍ଥ ପାଇଁ ଅବାଧ ବାଘ ଶିକାର କରିବାକୁ ପଛାଉ ନାହିଁ । ଭୁବନେଶ୍ବରରେ ବାଘଛାଲ ବିକ୍ରି ପାଇଁ ମୂଲଚାଲ କରୁଥିବା ବେଳେ ଏସ୍‌ଟିଏଫ୍‌ର ଟିମ୍‌ ଅତର୍କିତ ଚଢ଼ାଉ କରି ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ସୂଚନାମୁତାବକ, ଫନ୍ଫୋଭ୍ୟାଲି ରୋଡ଼ରେ ଅଢେଇ ଲକ୍ଷ…