Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଅନୁଗୋଳ: ପୁଣି ଏକ ଦନ୍ତା ହାତୀର ମୃତ ଦେହ ଉଦ୍ଧାର କରିଛି ବନ ବିଭାଗ । ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି । ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।…

ଚାକିରି ନାଁରେ ଠକେଇ; ବିହାରର ଜଣଙ୍କୁ ଗିରଫ କଲା ଇଓଡବ୍ଲୁ 

ଭୁବନେଶ୍ୱର: ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) "ଗ୍ରାମୀଣ ରୋଜଗାର କଲ୍ୟାଣ ସଂସ୍ଥା" (GRKS) ନାମରେ ପରିଚାଳିତ ଏକ ବଡ଼ ଫେକ୍ ଚାକିରି ରାକେଟର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ବିହାରର ବାସିନ୍ଦା ଗୌତମ କୁମାରଙ୍କୁ ଗିରଫ କରିଛି ଇଓଡବ୍ଲୁ।…

Dharmashala Incident: ଧର୍ମଶାଳା ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା: ରାଜନୀତିକରଣ କରିବା ଆବଶ୍ୟକ ନାହିଁ,…

ଭୁବନେଶ୍ୱର: ଯାଜପୁର ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗା ରୁଜା ଓ ସମର୍ଥକଙ୍କ ଉପରେ ଆକ୍ରମଣ ଘଟଣାରେ ବିଜେପି ବନାମ ବିଜେଡି। ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଆକ୍ରମଣ ଘଟଣାକୁ ନେଇ ରାଜ୍ୟ ରାଜନୀତି…

ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜରେ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡରେ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ୍‌ରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧି କରିଛନ୍ତି । ଆୟୁର୍ବେଦ ଓ ହୋମିଓପାଥିକ୍ ଚିକିତ୍ସା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କୁ…

ଓଡିଶାବାସୀଙ୍କ ପାଇଁ ଖୁସି ଖବର; ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

ଭୁବନେଶ୍ୱର: ଏଣିକି ଓଡିଶାବାସୀଙ୍କୁ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବାକୁ ପଡିବନି । ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ…

ଡିସେମ୍ବର ୧୯ରେ ସମ୍ବଲପୁର ବନ୍ଦ ଡାକରା, ଜାଣନ୍ତୁ କାହିଁକି…

ସମ୍ବଲପୁର: ଓଡ଼ିଶାରେ ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବକୁ ନେଇ ଆନ୍ଦୋଳନ ତୀବ୍ର ହୋଇଛି। ଏପରିକି ଚାଷୀମାନେ ଡିସେମ୍ବର ୧୯ରେ ସମ୍ବଲପୁର ବନ୍ଦ ଡାକରା ଦେଇଛନ୍ତି। ସୁଗମ ଟୋକନ୍ ବଣ୍ଟନ ପାଇଁ ଶୀଘ୍ର ପଦକ୍ଷେପ ନେବାକୁ ଦାବି କରି ଆନ୍ଦୋଳନରତ ଚାଷୀମାନେ ଏହି ବନ୍ଦ ଡାକରା ଦେଇଛନ୍ତି।…

ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ବର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହୋଇଛନ୍ତି । ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଲେଫ୍ଟନାଣ୍ଟ ହର୍ଷିତ ଦେଓଙ୍କୁ ଏହି ସମ୍ମାନଜନକ ପଦବୀ ପ୍ରଦାନ…

ଓଡ଼ିଶାରେ ଆୟୋଜିତ ହେବ ଏଫ୍‍ଆଇଭିବି ବିଚ୍‍ ଭଲିବଲ୍‍ ଏଫ୍‍ଆଇଭିବି

ଭୁବନେଶ୍ୱର: ଓଡ଼ିଶାରେ କିଟ୍‍ ଓ କିସ୍‍ ସହଯୋଗରେ ୨୦୨୬ରୁ ଲଗାତାର ୩ବର୍ଷ ଏଫ୍‍ଆଇଭିବି ବିଚ୍‍ ଭଲିବଲ୍‍ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ଅନ୍ତର୍ଜାତୀୟ ଭଲିବଲ ସଂଘ (ଏଫଆଇଭିବି) ସଭାପତି ଫାବିଓ ଆଜେଭେଦୋ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି। କିଟ୍‍ ଓ କିସର ବ୍ୟାପକ ସୁବିଧା…

ନିର୍ବାଚନ ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି: ବୈଜୟନ୍ତ ପଣ୍ଡାଙ୍କୁ ପୁଣି ମିଳିଲା ଆସାମ ଦାୟିତ୍ବ

ଭୁବନେଶ୍ୱର: ଆସାମ ଓ ତାମିଲନାଡୁ ପାଇଁ ନିର୍ବାଚନ ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି। ଆସାମ ପାଇଁ ବୈଜୟନ୍ତ ପଣ୍ଡା ନିର୍ବାଚନ ପ୍ରଭାରୀ ନିଯୁକ୍ତ। ସେହିପରି ପୀୟୁଷ ଗୋଏଲ ତାମିଲନାଡୁ ନିର୍ବାଚନ ପ୍ରଭାରୀ ନିଯୁକ୍ତ। ଗତ ୨୦୨୧ରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଆସାମ…

Bargarh MLA: ନବୀନଙ୍କ ପରେ ବର୍ଦ୍ଧିତ ବେତନ ଦାନ କରିବେ ଏହି ବିଧାୟକ….

ବରଗଡ଼: ନିକଟରେ ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି କରିଛନ୍ତି ଓଡ଼ିଶା ସରକାର । ଯାହାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି । ଏହି ଘୋଷଣା ପରେବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜର ବର୍ଦ୍ଧିତ ଦରମା ଗ୍ରହଣ କରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ପତ୍ର…