Latest Odisha News

BREAKING NEWS

Browsing Category

ଓଡିଶା

Odisha

ରେଳପଥରେ ବଢୁଥିବା ଅପରାଧିକ ମାମଲା ଓ ରଥଯାତ୍ରାକୁ ଦୃଷ୍ଟିରେ ରଖି ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରେଳବାଇ ସୁରକ୍ଷା କମିଟିର ରାଜ୍ୟ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ଉଚ୍ଚସ୍ତରୀୟ ବୈଠକରେ ରେଳବାଇ ସମ୍ପର୍କିତ ବିଭିନ୍ନ ସୁରକ୍ଷା…

ମହାପ୍ରଭୁଙ୍କ ନୀତିରେ ପୁଣି ହେଲା କି ମହାବିଭ୍ରାଟ ? ଶ୍ରୀଜିଉଙ୍କୁ ଲାଗିହେଲା ମାରା ମୋଦକ

ପୁରୀ: ମହାପ୍ରଭୁଙ୍କ ପାଇଁ ଆସିଥିଲା ମୋଦକ। ହେଲେ ମଣିମାଙ୍କୁ ଲାଗି ହେବା ପୂର୍ବରୁ ହିଁ ତାହା ଚୋରି ହେଇଗଲା। ଆଉ ଶେଷରେ ମାରା ମୋଦକ ମହାପ୍ରଭୁଙ୍କୁ ଲାଗି ହେଲା। ଗାରଦ ଘରୁ ମହାପ୍ରଭୁଙ୍କ ମୋଦକ ଚୋରି ହୋଇଥିବା ଅଭିଯୋଗ ଆସିଛି। ଶ୍ରୀମନ୍ଦିର ଗାରଦ ଘରୁ ଚୋରି କରିନେଲେ ଅମୁଣିଆ ମୋଦକ।…

୨୫ରେ ଲଘୁଚାପ: ବର୍ଷାରେ ଭିଜିବ ରଥଯାତ୍ରା, ଝଡତୋଫାନ ପାଇଁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଆସନ୍ତାକାଲି ଲଘୁଚାପ। ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିଛି। ଆଜି ରାୟଗଡ଼ା କୋରାପୁଟ,…

ନିର୍ମାଣ ହେବ ବିଜ୍ଞାନ ସହର: ରାଜଧାନୀରେ ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ନୂତନ ଗ୍ରନ୍ଥାଗାର ଅଟ୍ଟାଳିକାର…

ଭୁବନେଶ୍ୱର: ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ୱର ଉପକଣ୍ଠସ୍ଥିତ ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ନୂତନ ଗ୍ରନ୍ଥାଗାର ଅଟ୍ଟାଳିକାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ନୂତନ ଅଟ୍ଟାଳିକା ପ୍ରାୟ ୨୬ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯିବ। ଉକ୍ତ ପ୍ରକଳ୍ପର…

ନବସୃଜନ, ସଚ୍ଚୋଟତା ଓ କରୁଣାର ସହ ଚିକିତ୍ସକମାନେ ମାନବ ସମାଜର ସେବା ପାଇଁ ପ୍ରତିବଦ୍ଧତା ଦୋହରାନ୍ତୁ: ରାଜ୍ୟପାଳ

ଭୁବନେଶ୍ୱର: ଚିକିତ୍ସକମାନେ ନବସୃଜନ, ସଚ୍ଚୋଟତା ଏବଂ କରୁଣାର ସହ ମାନବ ସମାଜର ସେବା ପାଇଁ ନିଜର ପ୍ରତିବଦ୍ଧତା ଦୋହରାଇବାକୁ ରାଜ୍ୟପାଳ ଡ଼.ହରି ବାବୁ କମ୍ଭମପାଟି ଆହ୍ୱାନ ଦେଇଛନ୍ତି। ଚଳିତ ଜୁନ ୨୩ ତାରିଖ ଦିନ ଭୁବନେଶ୍ୱର ଠାରେ ଟାଇମ୍ସ ହେଲଥ ଆଇକନ୍ସ-୨୦୨୫ ସମାରୋହରେ ମୁଖ୍ୟ ଅତିଥି ଭାବେ…

ଭିଜିଲାନ୍ସ ଜାଲରେ ବିଷମକଟକ ସିଡିପିଓ ଓ କିରାଣୀ

ରାୟଗଡ଼ା:ଲାଞ୍ଚ ନେଇ ଧରାପଡ଼ିଲେ ବିଷମକଟକର ସିଡିପିଓ ସୁଶୀଳା ଶବର ଓ କିରାଣୀ ରାମଚନ୍ଦ୍ର ପାତ୍ର । CDPO ସୁଶୀଳା ଶବର ଓ କିରାଣୀ ରାମଚନ୍ଦ୍ର ପାତ୍ର ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଧରାପଡ଼ିଛନ୍ତି । ଅଙ୍ଗନବାଡି ଚୟନ ପାଇଁ ଦୁହେଁ ନେଉ ଥିଲେ ଲାଞ୍ଚ ।…

ଗଞ୍ଜାମରେ ୫୫୦କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆସ୍କା ଠାରେ ଆୟୋଜିତ ଯୁବ ଶକ୍ତି ସମାବେଶରେ କହିଛନ୍ତି ,ଓଡ଼ିଶା ଯୁବବର୍ଗ ପାଇଁ ଅସୀମ ସମ୍ଭାବନାର ରାଜ୍ୟ ହେବ, ଓଡ଼ିଶାର ଯୁବ ସମାଜ ପାଇଁ ଏକ ସୁବର୍ଣ୍ଣ ଯୁଗ ଆସୁଛି, ସବୁ କ୍ଷେତ୍ରରେ…

ଏସସିବିରେ ଚିକିତ୍ସା ଅବହେଳାରୁ ବିଚାରାଧୀନ ବନ୍ଦୀର ମୃତ୍ୟୁ ଅଭିଯୋଗ

କଟକ:କଟକ ଏସସିବିରେ ଚିକିତ୍ସା ଅବହେଳାରେ ମୃତ୍ୟୁ ଅଭିଯୋଗ । ସୋମବାର ଚିକିତ୍ସାରେ ଅବହେଳାରୁ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ବିଚାରାଧୀନ ବନ୍ଦୀ ହରିୟାଣାର ଅଟନ୍ତି , ସେ ବ୍ରହ୍ମପୁର ଜେଲ୍‌ରେ ଥିଲେ । ସୂଚନାମୁତାବକ,ବ୍ରହ୍ମପୁର ଜେଲ୍‌ରେ ହଠାତ୍ ଅସୁସ୍ଥ…

ସର୍ଜରୀ ପରେ ନବୀନ ସୁସ୍ଥ ହେଉଛନ୍ତି: ଭାଇ ପ୍ରେମ ପଟ୍ଟନାୟକ

ଭୁବନେଶ୍ୱର: ମୁମ୍ବାଇରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ସର୍ଜରୀର ଦିନକ ପରେ ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭାଇ ପ୍ରତିକ୍ରିୟା ରଖିଛନ୍ତି। ସୋମବାର ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ ପୂର୍ବତନ…

ବିରଜା ପୀଠରେ ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ, ଦୁଇ ଦୁର୍ବୃତ୍ତଙ୍କ ନା’ରେ ଅଭିଯୋଗ

ଯାଜପୁର: ଦଶରଥପୁର ଅଂଚଳରେ ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ । ଏ ନେଇ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବିଫଳ ହୋଇଛି ପୋଲିସ। ଯାଜପୁର ଜିଲ୍ଲା ଦଶରଥପୁର ଥାନା ତରାଙ୍ଗ ସାଗରପୁର ଗାଁର ତପସ୍ୱିନୀ ଦାଶ ତାଙ୍କ ବାପାଙ୍କ ଶ୍ରାଦ୍ଧ ପାଇଁ ଗାଁକୁ ଆସିଥିଲେ। ତପସ୍ୱନୀଙ୍କ…