Latest Odisha News
Browsing Category

ଓଡିଶା

Odisha

ଅଟ୍ରିରେ ଲୋକାର୍ପିତ ହେଲା ନୂତନ ପାସେଞ୍ଜର ହଲ୍ଟ

ଭୁବନେଶ୍ୱର: ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ଲାଇନର ଅଟ୍ରିଠାରେ  ନୂତନ ପାସେଞ୍ଜର ହଲ୍ଟ ଲୋକାର୍ପିତ ହୋଇଛି। ଏହା ଅଞ୍ଚଳର ପରିବହନରେ ଉନ୍ନତି ଘଟାଇବ। ଅଟ୍ରି ପାସେଞ୍ଜର ହଲ୍ଟ ଉଦ୍‌ଘାଟନୀ ସମାରୋହରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ବେଗୁନିଆ ବିଧାୟକ  ପ୍ରଦୀପ କୁମାର ସାହୁ ଓ…

ଇସ୍କନର ଅଦିନିଆ ରଥଯାତ୍ରାକୁ ନିନ୍ଦା କଲେ ପୁରୀ ଶଙ୍କରାଚାର୍ଯ୍ୟ

ପୁରୀ: ଅଦିନିଆ ରଥଯାତ୍ରା ଆୟୋଜନ ନେଇ ଇସ୍କନର ଯୋଜନାକୁ କଡା ନିନ୍ଦା କରିଛନ୍ତି ପୁରୀ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ୱତୀ। ପରମ୍ପରା ଏବଂ ଭାବନା ମଧ୍ୟରେ ଏକ ସମନ୍ୱୟ ରକ୍ଷା କରିବାର ଆବଶ୍ୟକତାକୁ ଦର୍ଶାଇ ସେ କହିଛନ୍ତି ଯେ ଭଗବଦ୍ ଗୀତା ସଫଳତା ପାଇବା ପାଇଁ ସମନ୍ୱୟ ରକ୍ଷା…

କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ ମାମଲାରେ ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡି

ଭୁବନେଶ୍ୱର: କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ ମାମଲାରେ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଦ୍ୱାରା ଆଜି ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ ପ୍ରଦାନ କରିବା ପରେ ଦଳ ତରଫରୁ ଏହି ମାମଲାର ବିଚାର ବିଭାଗୀୟ ତଦନ୍ତ ସହିତ ପଞ୍ଚାୟତରାଜ ମନ୍ତ୍ରୀଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରିବା…

ଦୀପାବଳି ପାଇଁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଚାରିଆଡେ ଉତ୍ସବର ମାହୋଲ। ଦୀପାବଳିକୁ ନେଇ ସମସ୍ତେ ଉତ୍ସବମୁଖର। ଏହି ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଦେଇଛନ୍ତି। ସେ ଏକ ଭିଡିଓ ଜରିଆରେ ସମସ୍ତ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭକାମନା ଜଣାଇଛନ୍ତି। ଭିଡିଓ…

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ଉପରେ ଲାଗିବ ରୋକ୍; ଆଇନ ଆଣିବେ ସରକାର

ଭୁବନେଶ୍ବର: ଗତ କିଛି ବର୍ଷ ହେବ ଯାତ୍ରା ପ୍ରତି ପୁଣି ଆକୃଷ୍ଟ ହେଉଛନ୍ତି ଲୋକେ । ହେଲେ ଯାତ୍ରା ଆରମ୍ଭ ହେବା ପୂର୍ବରୁ ହେଉଥିବା ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖା ଦେଉଛି । ଫଳରେ ନାନା ପ୍ରକାରର ବିଶୃଙ୍ଖଳା ସୃଷ୍ଟି ହେଉଛି । ଯାହାକୁ ନେଇ କଠୋର ହୋଇଛନ୍ତି ରାଜ୍ୟ ସରକାର ।…

ନଭେମ୍ବର ୨୬ରୁ ଆରମ୍ଭ ବିଧାନସଭାର ଶୀତକାଳୀନ ଅଧିବେଶନ 

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ରୁ ଆରମ୍ଭ ହେବାକୁ ଥିବାବେଳେ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ବୁଧବାର ବିଧାନସଭା ସଚ୍ଚିବାଳୟ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ ନଭେମ୍ବରରେ ୫ ଏବଂ ଡିସେମ୍ବର ମାସରେ ୨୫ କାର୍ଯ୍ୟ ଦିବସ ରହିବ। ୨୦୨୪-୨୫…

ବଢିଲା କନଷ୍ଟେବଳ ନିଯୁକ୍ତି ଆବେଦନ ତାରିଖ

କଟକ: ଓଡ଼ିଶାର ବିଭିନ୍ନ ବାଟାଲିଅନରେ କନଷ୍ଟେବଳ ନିଯୁକ୍ତି ପାଇଁ ଆବେଦନର ଶେଷ ତାରିଖ ବୁଧବାର ଥିବାବେଳେ ଏହାକୁ ବୃଦ୍ଧି କରିଛନ୍ତି ମାନ୍ୟବର ହାଇକୋର୍ଟ । ଆବେଦନ ତାରିଖର ସମୟ ସୀମା ନଭେମ୍ବର ୧୫ ପର୍ଯ୍ୟନ୍ତ ବଢିଛି । ଓଡ଼ିଶା ପୋଲିସ ପକ୍ଷରୁ ଆବେଦନର ସମୟସୀମା ୩୦ ଅକ୍ଟୋବର ୨୦୨୪…

ନାବାଳିକାଙ୍କୁ ଦୁଷ୍କର୍ମ ଘଟଣା: ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡାଦେଶ

ଯାଜପୁର: ନାବାଳିକାଙ୍କୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ୨୦ ବର୍ଷର କାରାଦଣ୍ଡାଦେଶ ଶୁଣାଇଲେ ଯାଜପୁରର ସ୍ବତନ୍ତ୍ର ପୋକ୍ସୋ କୋର୍ଟ । ଅଭିଯୁକ୍ତ ଜଣକ ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଅଞ୍ଚଳର ରବୀନ୍ଦ୍ର ମଲ୍ଲିକ । ୨୦୨୩ ମସିହାରେ ରବୀନ୍ଦ୍ର ମଲ୍ଲିକ ୭ ବର୍ଷୀୟ ନାବାଳିକା ତଥା ଦ୍ଵିତୀୟ…

ଓଡିଶା ଫେରିବ ପୋସ୍କୋ ଭାୟା ଜେଏସଡବ୍ଲୁ !

ଭୁବନେଶ୍ବର: ୧୯ବର୍ଷ ପରେ ପୁଣି ଓଡିଶା ଫେରିବ କି ଦକ୍ଷିଣ କୋରିଆର ଇସ୍ପାତ କମ୍ପାନୀ ପୋସ୍କୋ? ଦେଶରେ ଏକ ଇସ୍ପାତ କାରଖାନା ସ୍ଥାପନ ପାଇଁ ସଜ୍ଜନ ଜିନ୍ଦଲଙ୍କ ଜେଏସଡବ୍ଲୁ ଗ୍ରୁପ ସହ ପୋସ୍କୋ ଏକ ଏମଓୟୁ ସ୍ବାକ୍ଷର କରିଛନ୍ତି । ବୁଝାମଣାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ପ୍ରାଥମିକ ଭାବେ…

ନଭେମ୍ବରରୁ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ଼

ଭୁବନେଶ୍ୱର: ଆସନ୍ତା ମାସରୁ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ମିଳିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବୁଧବାର ଦିନ କହିଛନ୍ତି। ଦଶ ଲକ୍ଷରୁ ଅଧିକ ଆବେଦନ ଉପରେ ଯାଞ୍ଚ ଶେଷ ହେବା ପରେ ସରକାର ନୂତନ ରାସନ କାର୍ଡ ପ୍ରଦାନ ଆରମ୍ଭ କରିବେ ବୋଲି…