Latest Odisha News
Browsing Category

ଓଡିଶା

Odisha

ଗର୍ଭବତୀଙ୍କୁ ନିର୍ଯାତନା ଘଟଣାରେ ଉପମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ: ବିଦାହେଲେ ଡେରାବିଶ ସିଡିପିଓ

ଡେରାବିଶ: କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ଶିଶୁ ବିକାଶ ବିଭାଗର ସିଡିପିଓ ସ୍ନେହଲତା ସାହୁ ସେଠାରେ କାର୍ଯ୍ୟରତ ବରିଷ୍ଠ କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ ଗର୍ଭ ଯନ୍ତ୍ରଣାରେ ଛଟପଟ ଅବସ୍ଥାରେ ଡାକ୍ତରଖାନା ନଛାଡିବାରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ ମାମଲାରେ ତଦନ୍ତ…

ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡାଦେଶ

କଟକ: ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଝଟକା । ନିଜ ସ୍ତ୍ରୀକୁ ହତ୍ୟା ମାମଲାରେ ଭୁବନେଶ୍ୱର ଏଡିଜେ କୋର୍ଟଙ୍କ ଆଜୀବନ ଦଣ୍ଡାଦେଶକୁ କାଏମ ରଖିଲେ ହାଇକୋର୍ଟ । ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଜଜଙ୍କ ଆଦେଶ ବିରୋଧରେ ଶ୍ରୀ ଗମାଙ୍ଗ…

ନବୀନ ବାବୁ ନିଜେ ଟିକେଟ ବାଣ୍ଟିଥିଲେ ବିଜେଡି ପୁଣି ସରକାର କରିଥାନ୍ତା: ସୁନନ୍ଦା

ଭୁବନେଶ୍ୱର; ବିଜେଡିରୁ ଇସ୍ତଫା ଦେବା ପରେ ସୁନନ୍ଦା ଦାସଙ୍କ ବିସ୍ଫୋରକ ବୟାନ l ଅଫିସର ମାନେ ବିଜେଡି ଟିକେଟ ବାଣ୍ଟୁଥିଲେ ବୋଲି କହିଲେ ସୁନନ୍ଦା l ଡିଏସ୍ କୁଟ୍ଟେ ଓ ଆଶିଷ ସିଂହଙ୍କୁ ଦେଖା କରିବାକୁ ଆମକୁ କୁହା ଯାଇଥିଲା l ମୁଁ ମଧ୍ୟ ସେମାନଙ୍କୁ ଟିକେଟ ପ୍ରସଙ୍ଗରେ ଦେଖା କରିଥିଲି ବୋଲି…

ରାଜ୍ୟ ସରକାରଙ୍କ ସ୍କୁଲ ମିଶ୍ରଣ ନିଷ୍ପତ୍ତି ଉପରେ କ’ଣ କହିଲେ ହାଇକୋର୍ଟ?

କଟକ: ସ୍କୁଲ ମିଶ୍ରଣ ନିଷ୍ପତ୍ତିକୁ କାଏମ ରଖିଲେ ହାଇକୋର୍ଟ । ପୂର୍ବରୁ ୨୦ରୁ କମ୍ ପିଲା ଥିବା ସ୍କୁଲକୁ ବନ୍ଦ କରି ନିକଟତର ସ୍କୁଲରେ ମିଶ୍ରଣ ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ ଯାହା ଉପରେ ମଙ୍ଗଳବାର ଶୁଣାଣି କରି ହାଇକୋର୍ଟ ନିଷ୍ପତ୍ତିକୁ କାଏମ ରଖିଛନ୍ତି । ହାଇକୋର୍ଟ ମୁଖ୍ୟ…

ସାମାନ୍ୟ ବଚସାରୁ ତୁମୁଳକାଣ୍ଡ; ମିସ୍ତ୍ରୀଙ୍କ ଉପରକୁ ଏସିଡ୍ ମାଡ

ବାଲେଶ୍ବର: କଥା କଟାକଟିରୁ ଦୋକାନୀଙ୍କ ଉପରକୁ ଏସିଡ୍‌ ମାଡ ହୋଇଛି । ଏଥିରେ ଦୋକାନୀ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଡିଗଡିଆ ବଜାରରେ । ଖବର ମୁାତବକ, ଗତ…

ମାଛ ପାଇଁ ଲଙ୍କାକାଣ୍ଡ, ସହକର୍ମୀଙ୍କୁ ପନିକିରେ ହାଣିଲା ଦୁର୍ବୃତ୍ତ

ଭୁବନେଶ୍ବର: ମାଛ ଖାଇବାକୁ ନଦେବାରୁ ହତ୍ୟା । ତା’ବି ପୁଣି ରାଜଧାନୀ ଛାତି ଉପରେ । ଡମଣା ଛକ ସ୍ଥିତ ଏକ ହୋଟେଲରେ ଘଟିଛି ଏହି ହତ୍ୟାକାଣ୍ଡ । ଜଣେ କର୍ମଚାରୀ ଅନ୍ୟ ଜଣଙ୍କୁ ପନିକିରେ ହାଣି ହତ୍ୟା କରିଛି । କେବଳ ସେତିକି ନହେଁ ହତ୍ୟା ପରେ ପ୍ରମାଣ ନଷ୍ଟ ପାଇଁ ମୃତଦେହ ଲୁଚାଇବାକୁ ଅନେକ…

ପରକୀୟା ପ୍ରୀତିରୁ ଗୋଷ୍ଠୀ ସଂଘର୍ଷ, ଗଡ଼ିଲା ୫ ମୁଣ୍ଡ

ସୁନ୍ଦରଗଡ଼: ପରକୀୟା ପ୍ରୀତିରୁ ଗୋଷ୍ଠୀ ସଂଘର୍ଷ । ଗଡ଼ିଲା ୫ ମୁଣ୍ଡ । ସୁନ୍ଦରଗଡ ସଦର ଥାନା କରମଡିହି ଗୀତାପଡ଼ାରେ ଗୋଷ୍ଠୀ ସଂଘର୍ଷ । ମଧ୍ୟରାତ୍ରରେ ୨ ଯାଯାବର ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷରୁ ରକ୍ତପାତ । ଘଟଣାସ୍ଥଳରେ ୪ ପ୍ଲାଟୁନ ଫୋର୍ସ ମୁତୟନ । ତେବେ ପରକୀୟା ପ୍ରୀତିରୁ ଯାଯାବର…

ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ବରୀ : ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ଦଳରେ ସେ ୫ ମାସ ହେଲା ଦଳରେ ଅଣଦେଖା ହୋଇ ରହିଥିବା ଇସ୍ତଫା ପତ୍ରରେ ଅଭିଯୋଗ…

୧୯ ବର୍ଷ ପରେ ଓଡ଼ିଶା ଫେରିବ ପସ୍କୋ, ଜେଏସଡବ୍ଲ୍ୟୁ ସହ ବୁଝାମଣା

ଭୁବନେଶ୍ବର: ଦକ୍ଷିଣ କୋରିଆ କମ୍ପାନୀ ପସ୍କୋ ପ୍ରାୟ ୧୯ବର୍ଷ ପରେ ଓଡ଼ିଶା ଫେରିବା ନେଇ ଏକ ପ୍ରକାର ସ୍ପଷ୍ଟ ହୋଇଛି । ପୁଣି ଇସ୍ପାତ କ୍ଷେତ୍ରରେ ପୁଞ୍ଜିନିବେଶ କରିବ ପସ୍କୋ । ବିଶ୍ୱର ସପ୍ତମ ବୃହତମ ଇସ୍ପାତ ଉତ୍ପାଦନକାରୀ ପସ୍କୋ ଆଜି ଜେଏସଡବ୍ଲ୍ୟୁ ସହ ଏମଓୟୁ ସ୍ୱାକ୍ଷର କରି ଇସ୍ପାତ,…

ଗର୍ଭବତୀ କର୍ମଚାରୀଙ୍କୁ ମେଡ଼ିକାଲ ନ ଛାଡିବା ପ୍ରସଙ୍ଗ: ତ୍ୱରିତ ଯାଞ୍ଚ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅଧୀନସ୍ଥ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ(ସିଡିପିଓ) ସ୍ନେହଲତା ସାହୁଙ୍କ ଅବହେଳା ପାଇଁ ତାଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କିରାଣୀ ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କ ୭ ମାସର ଗର୍ଭ ନଷ୍ଟ ହୋଇଛି। ଏହି ଘଟଣାରେ ଆଜି  ଉପମୁଖ୍ୟମନ୍ତ୍ରୀ…