Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅନ୍ତର୍ଜାତୀୟ ନିଶା କାରବାରରେ ଓଡ଼ିଶା ଲିଙ୍କ୍‌, ୭ ରାଜ୍ୟର ୨୬ଟି ସ୍ଥାନରେ ଇଡିର ରେଡ୍

ଭୁବନେଶ୍ବର: ଅନ୍ତର୍ଜାତୀୟ ନିଶା କାରବାରରେ ଓଡ଼ିଶା ଲିଙ୍କ୍‌ । ଓଡ଼ିଶା ସମେତ ୭ ରାଜ୍ୟର ୨୬ଟି ସ୍ଥାନରେ ଚଢ଼ଉ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡ଼ି) । ଗୋଆରୁ ଓଡ଼ିଶାକୁ ଲମ୍ବିଥିବା ନିଶା କାରବାର ଚେର ଖୋଜିବା ସହ ମନି ଲଣ୍ଡରିଂ ମାମଲାର ତଦନ୍ତରୁ ବଡ଼ଧରଣ ରାକେଟ୍‌ ସାମ୍ନାକୁ ଆସିଛି ।…

Republic Day 2026: ଗଣତନ୍ତ୍ର ଦିବସରେ କିଏ, କେଉଁଠି କରିବେ ପତାକା ଉତ୍ତୋଳନ…

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୬ ତାରିଖରେ ଗଣତନ୍ତ୍ର ଦିବସ ପାଳନ ପାଇଁ ସରକାର ପ୍ରସ୍ତୁତ ହେଉଛନ୍ତି। ରାଜ୍ୟପାଳ ହରି ବାବୁ କମ୍ଭମପାଟି ଭୁବନେଶ୍ୱରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଆନୁଷ୍ଠାନିକ ଭାବରେ ଅଭିବାଦନ ଗ୍ରହଣ କରିବା ନେଇ ସୋମବାର ସୂଚନା ଦିଆଯାଇଛି। ଗୃହ ବିଭାଗ ଦ୍ୱାରା ଜାରି…

Flower festival: ପ୍ରଥମ ସୋଆ ପୁଷ୍ପ ଉତ୍ସବ ଉଦଘାଟିତ, ଫୁଲକୁ ନେଇ ଭିନ୍ନ ଭିନ୍ନ ପ୍ରତିଯୋଗିତା ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ସୋମବାର ଦୁଇ ଦିନିଆ ‘ପ୍ରଥମ ସୋଆ ପୁଷ୍ପ ଉତ୍ସବ’ ଉଦ୍‌ଘାଟିତ ହୋଇଯାଇଛି । ଆନ୍ତର୍ଜାତିକ ପୁଷ୍ପ ଦିବସ ପରିପ୍ରେକ୍ଷୀରେ ଜାନୁଆରୀ ୧୯ ଓ ୨୦…

Odisha Govt: ସବୁ ସରକାରୀ କାର୍ଯ୍ୟ ହେବ ଓଡ଼ିଆରେ: ନିର୍ମାଣ ବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ସବୁ ସରକାରୀ କାର୍ଯ୍ୟ ହେବ ଓଡ଼ିଆରେ। ସମୟ ଅବଧି ମଧ୍ୟରେ ସରିବ ପ୍ରକଳ୍ପ କାର୍ଯ୍ୟ। ନିୟମିତି ନିଯୁକ୍ତି ସହ ମିଳିବ ପଦୋନ୍ନତି। ମୁଖ୍ୟମନ୍ତ୍ରୀଙ୍କ ୧୫ ସୂତ୍ରୀ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ନେଇ ଅନୁଷ୍ଠିତ ନିର୍ମାଣ ବିଭାଗର ସମୀକ୍ଷା ବୈଠକରେ ଏଭଳି କିଛି ନିଷ୍ପତ୍ତି

ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ, ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର: ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଡଙ୍ଗା ଏବଂ ଭସାପୋଲ ଚଳାଚଳ ବନ୍ଦ

ଚିଲିକା: ଆଜିଠାରୁ ଚିଲିକାରେ ଡଲ୍‌ଫିନ୍ ଗଣନା ଆରମ୍ଭ। ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ବାଲୁଙ୍ଗା ଏବଂ ସିଡିଏର ମିଳିତ ଆନୁକୂଲ୍ୟରେ ଆଜି ସକାଳ ୬ ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ଡଲଫିନ ଗଣନା ନିମିତ୍ତ ସମୁଦାୟ ୨ଟି ରେଞ୍ଜକୁ ୩ଟି ସେକ୍ଟରରେ ଭାଗ କରାଯାଇ ୧୮ଟି ଟିମ୍ ନିୟୋଜିତ ହୋଇଛି।

Weather Update: ରାଜ୍ୟରେ ଶୀତ ଗାଏବ, ବଢୁଛି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ରାତ୍ରିକାଳୀନ ତାପମାତ୍ରାରେ ବୃଦ୍ଧି। ଶୀତ ଗାଏବ। ସକାଳ ୫.୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ସର୍ବନିମ୍ନ ୧୩.୪ ଡିଗ୍ରୀ। ରାଜଧାନୀ ଭୁବନେଶ୍ୱରରେ ୧୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। କହିବାକୁ ଗଲେ ରାଜ୍ୟରେ ଏବେ ଋତୁ ବଦଳୁଛି। ରାତିରେ ଶୀତ

Fire Breaks Out: ବିଳମ୍ବିତ ରାତିରେ ୧ ନମ୍ବର ହାଟରେ ଭୟାବହ ଅଗ୍ନିକାଣ୍ଡ, ଧ୍ବଂସ ପାଇଲା ୪୦ରୁ ଅଧିକ ଦୋକାନ

ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ହୁତୁହୁତୁ ହୋଇ ଜଳିଗଲା ହାଟ। ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ,

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବାଥରୁମ୍‌ରେ ନବଜାତ ଶିଶୁକନ୍ୟାକୁ ଫୋପାଡି ମା’ ଚମ୍ପଟ

ଭଦ୍ରକ: ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା । ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଚମ୍ପଟ ମାରିଛି । ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ନବଜାତ ଶିଶୁର ମୃତ୍ୟୁ ହୋଇଥିବା ବେଳେ ମା'କୁ ଠାବ କରାଯାଇନାହିଁ ।…

Brown Sugar Seizure: ବ୍ରାଉନସୁଗାର ସହ ୨୫ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଜବତ, ୨ ଅଭିଯୁକ୍ତ ଅଟକ

ଅନୁଗୁଳ: ଅନୁଗୁଳ ସହରର ହାତୀଶାଳପଡ଼ା ଭଡ଼ା ଘରେ ଚାଲିଥିଲା ଧଳା ଜହର କାରବାର । ଅନୁଗୁଳ ଥାନା ଓ ଜିଲା ମୋବାଇଲ ସ୍ୱାର୍ଡ ପକ୍ଷରୁ ମିଳିତ ଚଢ଼ାଉ କରି ୨୮ଗ୍ରାମ ବ୍ରାଉନ ସୁଗାର ଜବତ କରାଯିବା ସହ ୨ ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ । ଅଟକ ୨ଅଭିଯୁକ୍ତଙ୍କ ନିକଟରୁ ନଗଦ ୨୬ଲକ୍ଷ ୫ହଜାର…