Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଧନତେରାସ, ଗହଣା ଦୋକାନରେ ଜମିବ ଭିଡ, ଜାଣନ୍ତୁ କେତେ ରହିଛି ସୁନା ଦର

ଭୁବନେଶ୍ଵର: ଆଜି ହେଉଛି ଧନତେରାସ। ଆଉ ଆଜିଠୁ ଆରମ୍ଭ ହୋଇଥାଏ ଆଲୋକର ପର୍ବ ଦୀପାବଳି । ଶାସ୍ତ୍ର ଅନୁସାରେ ଧନତେରାସ ଦିନ ସମୁଦ୍ର ମନ୍ଥନ ସମୟରେ ଦେବତାଙ୍କ ଚିକିତ୍ସକ ଭଗବାନ ଧନ୍ବନ୍ତରୀ ଅମୃତ କଳସ ନେଇ ପ୍ରକଟ ହୋଇଥିଲେ। ଧନତେରାସ ଭଗବାନ ଧନ୍ବନ୍ତରୀଙ୍କ ପୂଜା ସହ ଧନ-ଧାନ୍ୟ ବର୍ଷା କରିବାର…

ସ୍କୁଲ ବସ ସହ ଯାତ୍ରୀବାହୀ ବସ ଧକ୍କା, ୧୦ ଛାତ୍ରୀ ଆହତ

କଟକ: କଟକ ଖାନନଗର ଟ୍ରାଫିକ ଛକରେ ଦୁର୍ଘଟଣା । ଆଜି ସକାଳେ ଏକ ସ୍କୁଲ ବସ୍‌ ସହ ଯାତ୍ରୀବାହୀ ବସ୍‌ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୧୦ ଜଣ ଛାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଯାତ୍ରୀବାହୀ ବସ ଟି ଫେରାର…

ଭୟଙ୍କର ବିଷାକ୍ତ ବାଣ ଧୂଆଁ: ହୋଇପାରେ ଆଖି ସମସ୍ୟା, ଜାଣନ୍ତୁ ..

ଭୁବନେଶ୍ୱର: ଆଗକୁ ଆସୁଛି ଆଲୋକର ପର୍ବ ଦୀପାବଳି। ଦୀପାବଳିରେ ଆଲୋକ ସାଙ୍ଗକୁ ଅଧିକାଂଶ ଲୋକ ବାଣ ଫୁଟେଇ ଖୁବ ଖୁସି ଅନୁଭବ କରିଥାନ୍ତି। ବିଭିନ୍ନ ପ୍ରକାରର ବାଣ ଆଖିକୁ ସୁନ୍ଦର ଦେଖ ଯାଉଥିଲେ ମଧ୍ୟ ସେଥିରୁ ବାହାରୁଥିବା ଧୂଆଁ ଆଖିର କ୍ଷତି କରିଥାଏ। ଏଥିରୁ ନିର୍ଗତ ଧୂଆଁରେ ଥିବା ରାସାୟନିକ…

ବନ୍ୟାରୁ ରକ୍ଷା ପାଇଁ ନୂଆ ଯୋଜନା, ଖର୍ଚ୍ଚ ହେବ ୨୦୦ କୋଟି

ଭୁବନେଶ୍ବର : ଅଧିକ ଜଳପ୍ରବାହ ଯୋଗୁ ରାଜ୍ୟର ତଳିଆ ଅଞ୍ଚଳରେ ସୃଷ୍ଟି ହେଉଥିବା ବନ୍ୟା ପରିସ୍ଥିତିକୁ ରୋକିବା ଉଦ୍ଦେଶ୍ୟରେ ସରକାର ଏକ ନୂଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ୫ ବର୍ଷରେ ଖର୍ଚ୍ଚ କରାଯିବ ୨୦୦କୋଟି। ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଏହି ଅର୍ଥ ବହନ କରିବେ। ‘ବନ୍ଧ…

ଦଲାଲମୁକ୍ତ ହୋଇ ପାରିଲେ ଦାଦନ ବିସ୍ଥାପନ ସମସ୍ୟା କିଛି ମାତ୍ରାରେ କମିବ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଦାଦନ ବିସ୍ଥାପନ ସମସ୍ୟାର ନିରାକରଣ ନିମନ୍ତେ ଗଠିତ ଟାସ୍କଫୋର୍ସର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ…

ଡ୍ୟୁଟିରେ ଖିଲାପ କରି ରେଭିନ୍ୟୁ ସୁପରଭାଇଜର ନିଲମ୍ୱିତ

ତିହିଡ଼ି: ବାତ୍ୟା ‘ଦାନା’ ସମୟରେ ଠିକ  ଡ୍ୟୁଟି ନକରି ନିଲମ୍ୱିତ ହୋଇଛନ୍ତି ଜଣେ ରେଭିନ୍ୟୁ ସୁପରଭାଇଜର ବିକାଶ କୁମାର ଦାସ। ସେ ଭଦ୍ରକ ଜିଲ୍ଲା ତିହିଡ଼ି ତହସିଲରେ କାର୍ଯ୍ୟରତ ଥିଲେ ମଧ୍ୟ ବାତ୍ୟା ‘ଦାନା’ ଡ୍ୟୁଟି ସମୟରେ ମଦ୍ୟପାନ, ଦୁର୍ବ୍ୟବହାର ଓ ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶ ଅବମାନନା…

ଓଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ କେଉଁ ବିଭାଗ…

ଭୁବନେଶ୍ୱର: ଓଡିଶା ସରକାର ସୋମବାର ଦିନ ୧୧ ଜଣ ଓଏଏସ ଅଧିକାରୀଙ୍କୁ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ଦ୍ବାରା ଜାରି ବିଜ୍ଞପ୍ତି ଅନୁଯାୟୀ ଶଳୈନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ଯୁଗ୍ମ ସଚିବ ଭାବରେ ବଦଳି କରାଯାଇଛି। ସେ କ୍ରୀଡା ଏବଂ ଯୁବ ସେବା ବିଭାଗରେ ଯୁଗ୍ମ ସଚିବ…

ଶିମିଳିପାଳରେ ମହାରାଷ୍ଟ୍ରର ବାଘୁଣୀ

ବାରିପଦା: ମହାରାଷ୍ଟ୍ରର ତାଡୋବା-ଅନ୍ଧାରୀ ଟାଇଗର ରିଜର୍ଭରୁ ଆସିଥିବା ବାଘୁଣୀକୁ ଆଜି ସକାଳେ ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣର କୋର୍ ଅଞ୍ଚଳର ଏକ ଏନକ୍ଲୋଜରରେ ଛାଡି ଦିଆଯାଇଛି। ଟ୍ରାନ୍ସଲୋକେସନ୍ ପ୍ରୋଜେକ୍ଟ ଅଧୀନରେ ୧୦୦୦ କିଲୋମିଟରରୁ ଅଧିକ ରାସ୍ତା ଅତିକ୍ରମ କରି…

ରାଜଧାନୀର ୨୫ଟି ସ୍ଥାନରେ ଖୋଲିବ ଅସ୍ଥାୟୀ ବାଣ ଦୋକାନ

ଭୁବନେଶ୍ୱର: ଓଡ଼ିଶାର ରାଜଧାନୀର ୨୫ଟି ସ୍ଥାନରେ ବାଣ ବିକ୍ରୟ ପାଇଁ ଅସ୍ଥାୟୀ ବଜାର ଖୋଲିବା ପାଇଁ ଅନୁମତି ଦିଆଯାଇଛି। ଏନେଇ ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୋମବାର ସୂଚନା ଦେଇଛନ୍ତି। ଦୋକାନରେ ୩୦୦ କେଜିରୁ ଅଧିକ ବାଣ ରଖିପାରିବେ ନାହିଁ। ଡିସିପି କହିଛନ୍ତି, ଅସ୍ଥାୟୀ ବାଣ ଦୋକାନ…

ସରକାର ଛଟେଇ ବନ୍ଦ କରନ୍ତୁ, ଆମକୁ ଏନଏଚଏମରେ ଆଡ୍ କରାଯାଉ

ଭୁବନେଶ୍ବର: ରୋଗୀମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଉଥିବା ନର୍ସିଙ୍ଗ ଅଫିସର, ଏଏନଏମ, ଫାର୍ମାସିଷ୍ଟ ଓ ଏଲ.ଟି ମାନେ ରାଜ ରାସ୍ତାକୁ ଓହ୍ଲାଇଛନ୍ତି। ଅନେକ ଦାବି ନେଇ ଆଜି ଲୋୟର ପିଏମଜିରେ ଧାରଣା ମଧ୍ୟ ଦେଉଛନ୍ତି। ମହାମାରୀ କୋଭିଡ ଭଳି ସଂକଟାପନ୍ନ ପରିସ୍ଥିତିରେ ସ୍ଵସ୍ତ୍ୟ ବିଭାଗର …