Latest Odisha News

BREAKING NEWS

Browsing Category

ଓଡିଶା

Odisha

‘୨୦୨୬ ଜାନୁଆରୀରେ ଲୋକାର୍ପିତ ହେବ ବିଶ୍ଵସ୍ତରୀୟ ପୁରୀ ରେଳ ଷ୍ଟେସନ୍’

ପୁରୀ: ଆଗାମୀ ୫ ରୁ ୬ ମାସ ମଧ୍ୟରେ ଶେଷ ହେବ ଶ୍ରୀକ୍ଷେତ୍ରର ବିଶ୍ବସ୍ତରୀୟ ରେଳ ଷ୍ଟେସନ । ୨୦୨୬ ଜାନୁଆରୀରେ ଲୋକାର୍ପିତ ହେବ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନିର୍ମିତ ଅତ୍ୟାଧୁନିକ ପୁରୀ ଷ୍ଟେସନ । ପ୍ରେସମିଟ୍ କରି ସୂଚନା ଦେଲେ କେନ୍ଦ୍ର ରେଳ ରାଜ୍ୟ ମନ୍ତ୍ରୀ ଭି ସୋମନା । ଡିସେମ୍ବର ଶେଷ…

ଡିଏଫଓଙ୍କ ୧୧୫ ପ୍ଲଟ୍!

ଭୁବନେଶ୍ବର: ଓଡିଶା ଭିଜିଲାନ୍ସ ଅଧିକାରୀମାନେ ରବିବାର ଦିନ କେନ୍ଦୁଝର କେନ୍ଦୁ ଲିଫ୍ ଡିଭିଜନର ଡିଏଫଓ ନିତ୍ୟାନନ୍ଦ ନାୟକଙ୍କ ଘରେ ଚଢାଉ କରି ତାଙ୍କର ଆୟବର୍ହିଭୂତ ସମ୍ପତ୍ତିକୁ ଜବତ କରିଛନ୍ତି। ବହୁମହଲା କୋଠା ସହ ତାଙ୍କ ପାଖରେ ୧୧୫ଟି ଉଚ୍ଚ ମୂଲ୍ୟର ପ୍ଲଟ୍ ଠାବ କରାଯାଇଛି। ଆଉ ୧.୧୯…

ସୁନାବେଡା ମର୍ମନ୍ତୁଦ ଦୁର୍ଘଟଣାରେ ୩ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗତକାଲି ବିଳମ୍ବିତ ରାତିରେ କୋରାପୁଟ ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ସୁନାବେଡା ଟ୍ରାଫିକ ଛକ ଟିଟିଏସ୍ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସଫାରୀ ଗାଡ଼ି ସହ ସେଲେରିଓ ଗାଡ଼ି ମୁହାମୁହି ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ…

ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ଦାବିରେ ଏସପିଙ୍କ କାର୍ଯ୍ୟାଳୟ ଘେରିଲା ଯୁବ କଂଗ୍ରେସ

ପୁରୀ: ପୁରୀ ଏସପିଙ୍କ କାର୍ଯ୍ୟାଳୟ ଘେରିଲା ଯୁବ କଂଗ୍ରେସ । ପିସିସିର ସାଧାରଣ ସମ୍ପାଦକ ୟାସିର ନବାଜଙ୍କ ନେତୃତ୍ୱରେ ଶତାଧିକ ଯୁବ କଂଗ୍ରେସ କର୍ମୀ ଏସପିଙ୍କ କାର୍ଯ୍ୟାଳୟ ଘେରାଉ ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏଥିସହ ଆଇନମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଫଟୋଚିତ୍ର…

ବାଲେଶ୍ବର ପୀଡ଼ିତାଙ୍କୁ ନ୍ୟାୟ ମିଳିବା ଦିଗରେ ତଦନ୍ତ ଚାଲିଛି: କ୍ରାଇମବ୍ରାଞ୍ଚ ଡିଜି

ବାଲେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମାହୁତି ଘଟଣା ନେଇ କ୍ରାଇମବ୍ରାଞ୍ଚର ଟିମ୍‌ ତଦନ୍ତ ଜାରି ରଖିଛି । ଆଜି ଘଟଣାସ୍ଥଳ ବୁଲି ଦେଖିବା ପରେ ପ୍ରତିକ୍ରିୟା ରଖିଛନ୍ତି କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର । ଡିଜି ଆଜି ଗଣମାଧ୍ୟମକୁ ସୂଚନା ଦେଇ…

ୟୁ.ଏଲ୍.ବି. ଗୁଡ଼ିକରେ ବିଚାରାଧୀନ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ

ଭୁବନେଶ୍ବର: ନାଗରିକ-କୈନ୍ଦ୍ରିକ ସହରାଞ୍ଚଳ ଶାସନକୁ ସୁଦୃଢ଼ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ରାଜ୍ୟର ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) ଗୁଡ଼ିକରେ ସମସ୍ତ ବିଚାରାଧୀନ ଅଭିଯୋଗର ସମାଧାନ ପାଇଁ ଏକ "ଉତ୍ସର୍ଗୀକୃତ ସ୍ୱତନ୍ତ୍ର ଅଭିଯାନ"…

ମଦ ନିଶାରେ ଜିଅନ୍ତା ସାପକୁ ଚୋବାଇ ଖାଇଲେ ବଲାଙ୍ଗୀର ବ୍ୟକ୍ତି, ତାପରେ….

ବଲାଙ୍ଗୀର: କଥାରେ ଅଛି ନାଲି ପାଣି ନିଶା, ଅସମ୍ଭବକୁ ବି ସମ୍ଭବ କରି ଦେଖାଇବ । ଯାହାର ଏକ ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲାରେ । ଏହାରେ ଜଣେ ମଦ୍ୟପ ବ୍ୟକ୍ତି ଏକ ଜିଅନ୍ତା ନାଗ ସାପକୁ ଚୋବାଇ ଚୋବାଇ ଖାଇଛନ୍ତି, ଆଉ ନିଶା ଛାଡିଲା ପରେ ବାବୁ ସିଧା ହସ୍ପିଟାଲରେ ।…

ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହେଲେ ବଳଙ୍ଗା ଛାତ୍ରୀ, ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହୋଇଛନ୍ତି ବଳଙ୍ଗା ପୀଡ଼ିତା । ପୀଡ଼ିତାଙ୍କୁ ଗ୍ରୀନ କରିଡ଼ରରେ ଏୟାରପୋର୍ଟ ନିଆଯାଇଛି । ଦିଲ୍ଲୀ ଏମ୍ସରେ ପୀଡିତାଙ୍କ ଚିକିତ୍ସା କରିବେ ସ୍ବତନ୍ତ୍ର ଡାକ୍ତରୀ ଟିମ୍ । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ…

ପୁରୀ ରେଳ ଷ୍ଟେସନର ପୁନର୍ବିକାଶ ଅନୁଧ୍ୟାନ କଲେ କେନ୍ଦ୍ର ରେଳ ମନ୍ତ୍ରୀ

ପୁରୀ: କେନ୍ଦ୍ର ରେଳ ଏବଂ ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଭି. ସୋମାନ୍ନା ଆଜି ପୁରୀ ରେଳ ଷ୍ଟେସନରେ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ରୂପାନ୍ତରଣ କରାଯାଉଥିବା ପୁନର୍ବିକାଶ କାର୍ଯ୍ୟ ନୀରିକ୍ଷଣ କରିଛନ୍ତି। ସେ କହିଛନ୍ତି ଯେ ୨୦୨୫ ରେଳ ବଜେଟରେ ଓଡ଼ିଶାକୁ ୧୦,୫୯୯ କୋଟି ମିଳିଛି। ଯାହା…

ବିଭତ୍ସ ହତ୍ୟାକାଣ୍ଡ; ହତ୍ୟା ପରେ ଅଖାରେ ଭର୍ତ୍ତିକରି ନଦୀକୁ ଫିଙ୍ଗିଦେଲା ନୃଶଂସ ସ୍ବାମୀ

ସୁନ୍ଦରଗଡ:ଅନୈତିକ ସମ୍ପର୍କ ସନ୍ଦେହରେ ଜଘନ୍ୟ କାଣ୍ଡ । ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡ ଗୁରୁଣ୍ଡିଆ ଥାନା ପଙ୍କଡ଼ିହି ପଞ୍ଚାୟତ ଜଡ଼ା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ଦେଖିବାକୁ ମିଳିଛି। ସ୍ତ୍ରୀକୁ ବୁଲିବାକୁ ଡାକି ନେଇ ହତ୍ୟା କରିବା ପରେ ଅଭିଯୁକ୍ତ ସ୍ଵାମୀ ଜଣକ ମୃତଦେହକୁ ଏକ ଅଖାରେ…