Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାତ୍ୟା ‘ଦାନା’ରେ ପ୍ରଭାବିତ ହୋଇଛି ୧୦୮ ବ୍ଲକର ୧୬୭୧ ପଞ୍ଚାୟତ

ଭୁବନେଶ୍ଵର: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । ବାତ୍ୟା 'ଦାନା' ପ୍ରଭାବରେ ପ୍ରଭାବିତ ହୋଇଛି ୧୪ ଜିଲ୍ଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ । ସେହିପରି ୩୧ ସହରାଞ୍ଚଳର ୪୨୬ଟି ୱାର୍ଡ ବାତ୍ୟା ଯୋଗୁଁ ପ୍ରଭାବିତ ହୋଇଛି ବୋଲି କହିଛନ୍ତି ରାଜସ୍ବ…

୨୦ ଲକ୍ଷ ଲୋକଙ୍କୁ ୬ ମାସ ଭିତରେ ମିଳିବ ଘର

ବାଲେଶ୍ବର: ୬ ମାସ ଭିତରେ ୨୦ ଲକ୍ଷ ଲୋକଙ୍କୁ ଘର ଦିଆଯିବ । ବାଲେଶ୍ବର ସୋରରେ ବାତ୍ୟା ପରର ସ୍ଥିତି ସମୀକ୍ଷା କରିବା ପରେ ଏଭଳି ମନ୍ତବ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ତେବେ ବାତ୍ୟାରେ ଯେଉଁମାନଙ୍କ ଘର ଭାଙ୍ଗିଯାଇଛି ସେମାନଙ୍କୁ ସରକାରଙ୍କ ପକ୍ଷରୁ ପକ୍କାଘର…

ବିପଦ ସଂକେତ ଡେଇଁଲା କାଂଶବାଂଶ: ପାଣି ଘେରରେ ୫ ଗାଁ

ସୋର: ଟଳିଯାଇଛି ବାତ୍ୟା । ହେଲେ ବାତ୍ୟା ପ୍ରଭାବରେ ଲଗାଣ ବର୍ଷା ଏବେ ଦୁଃଖ ବଢାଉଛି । ତୁହାକୁ ତୁହା ବର୍ଷା ଏବେ ପ୍ରମୁଖ ନଦୀରେ ବନ୍ୟା ଆଶଙ୍କା ସୃଷ୍ଟି କରିଥିବା ବେଳେ ବିପଦ ସଙ୍କେତ ଟିପିଛି ବାଲେଶ୍ବର ଜିଲ୍ଲାର କାଂଶବାଂଶ ନଦୀ । ଫଳରେ ଜିଲ୍ଲାର ୫ ଗାଁ ପାଣି ଘେରରେ ରହିଛି । ତେବେ…

ବାତ୍ୟା ଦେଇଯାଇଛି ଦୁଃଖ: କେଉଁଠି ଉଜୁଡିଛି ଚାଷ, ଆଉ କେଉଁଠି ଜଳବନ୍ଦୀ ପରିସ୍ଥିତି

ଭୁବନେଶ୍ବର: ଟଳି ଯାଇଛି ବାତ୍ୟା ଦାନା । ହେଲେ ଦେଇଯାଇଛି ଦୁଃଖ । କେଉଁଠି ମାଟିରେ ମିଶିଛି ଘର ତ ଆଉ କେଉଁଠି ଜଳବନ୍ଦୀରେ ଜୀବନ କାଟୁଛନ୍ତି ଲୋକେ । ବାତ୍ୟା ଦାନା ପ୍ରଭାବରେ ପ୍ରବଳ ବର୍ଷା କିଛି କିଛି ସ୍ଥାନରେ ଏବେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଥିବା ବେଳେ ଅନେକଙ୍କ ଘରେ ପାଣି ପଶି…

ବରୀରେ ଲଜ୍ଜା: ୮ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଯାଜପୁର: ଯାଜପୁର ବରୀରେ ଲଜ୍ଜା । ୮ ବର୍ଷର କୁନି ଝିଅକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଗତ ୨୩ ତାରିଖରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ବେଳେ ଏବେ ପର୍ଯ୍ୟନ୍ତ ପୋଲିସ୍ ଅଭିଯୁକ୍ତଙ୍କୁ ଗିରଫ କରୁନଥିବା ଅଭିଯୋଗ ହୋଇଛି । ତେବେ ପୀଡିତାଙ୍କ ଜଣେ ପଡୋଶୀ ଏଭଳି କାଣ୍ଡ…

ବାଘ ନୁହେଁ ବଣଭୂଆଁ, ସ୍ପଷ୍ଟ କଲା ବନବିଭାଗ

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରେ ନିକଟରେ ବାଘ ବୁଲୁଥିବାର ଯେଉଁ ଗୁଜବ ଉଠିଥିଲା, ସେନେଇ ସ୍ପଷ୍ଟିକରଣ ରଖିଛି ବନବିଭାଗ ଏହା କଲରାପତରିଆ ବାଘ ନୁହେଁ, ବଣଭୂଆଁ ନେଇ ସ୍ପଷ୍ଟ କରିଛି ବନ ବିଭାଗ । ତେବେ ରାତି ତମାମ ଖାନ୍ ତଲାସୀ ବେଳେ ଆଜି ଭୋର୍ ସମୟରେ କର୍ମଚାରୀମାନେ ଏକ ବଣଭୂଆଁ…

ଚିକିତ୍ସାଧୀନ ଅବସ୍ଥାରେ ଜଣେ ହବିଷ୍ୟାଳୀଙ୍କ ମୃତ୍ୟୁ

ପୁରୀ: ଜଣେ ହବିଷ୍ୟାଳୀଙ୍କ ମୃତ୍ୟୁ ହୋଇଛି। ବୃନ୍ଦାବତୀ ନିବାସରେ ରହୁଥିବା ରତ୍ନମଣୀ ମଙ୍ଗରାଜ ପ୍ରାୟ ୬୯ ବର୍ଷ ବୟସରେ ମୃତ୍ୟୁ ହୋଇଛି।   ସୂଚନା ଅନୁସାରେ ଆଜି ସକାଳ ସମୟରେ ଅସୁସ୍ଥତା କାରଣରୁ ତାଙ୍କୁ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭକରାଯାଇଥିଲା। ସେ ଦୁର୍ବଳ ଅନୁଭବ କରିବ ସହିତ ପେଟ ଓ…

ତିନି ଯୁବକଙ୍କୁ ବନ୍ୟା ପାଣିରୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ

ବାଲେଶ୍ବର: ବାତ୍ୟା ପରେ ଲଗାଣ ବର୍ଷା ଯୋଗୁ ବାଲେଶ୍ବରରେ  ଜଳବନ୍ଦୀ ପରସ୍ଥିତି ସୃଷ୍ଟି ହୋଇଛି। ସୃଷ୍ଟି ହୋଇଥିବା ବନ୍ୟାରେ ବାଲେଶ୍ୱର ସହର ନିକଟ ଦହପଡ଼ାଠାରେ ବନ୍ୟା ପାଣିରେ ଭାସିଯାଇଥିବା ତିନି ଯୁବକଙ୍କୁ  ଉଦ୍ଧାର କରାଯାଇଛି। ଅଗ୍ନିଶମ ବାହିନୀ ଏକ ରବର ବୋଟ ସାହାଯ୍ୟରେ ସେମାନଙ୍କୁ…

ପାଟ୍ରୋଲିଂ ସମୟରେ ବିପୁଳ ବେଆଇନ ବାଣ ଜବତ କଲା ଜଟଣୀ ପୋଲିସ୍

ଭୁବନେଶ୍ୱର: ଜଟଣୀ ଅନ୍ତର୍ଗତ ଚର୍ଚ୍ଚ ପଡିଆ ମାର୍କେଟ କମ୍ପ୍ଲେକ୍ସ ନିକଟରୁ ଆଜି ଜବତ ହୋଇଛି ବିପୁଳ ପରିମାଣର ବେଆଇନ ବାଣ। ପାଟ୍ରୋଲିଂ ସମୟରେ ଜବତ କରିଛି ଜଟଣୀ ପୋଲିସ ଟିମ୍ ।  ସୂଚନା ଅନୁଯାୟୀ, ଥାନାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସମ୍ପୃକ୍ତ ଥାନାର ଏକ ପାଟ୍ରୋଲିଂ ଟିମ ରାତ୍ରିକାଳୀନ…

‘ଦାନା’ର ସଫଳ ମୁକାବିଲା ପାଇଁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବାତ୍ୟା ଦାନାର ସଫଳ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଭୁ ଜଗନ୍ନାଥଙ୍କୁ ପ୍ରାର୍ଥନା କରିବା ସହ ବାତ୍ୟା ମୁକବିଲାରେ ସହଭାଗୀ ହୋଇଥିବା ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି।  ସେ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ, ଅପାର କରୁଣାରୁ, ଆମ ରାଜ୍ୟ ଉପରୁ, ଏତେ ବଡ…