Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିପନ୍ନଙ୍କୁ କଟୁ କଥା କହି ୪ ସରକାରୀ ଅଧିକାରୀ ନିଲମ୍ବିତ

ଭୁବନେଶ୍ବର: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା କାରଣରୁ ୪ ଜଣ ସରକାରୀ କର୍ମଚାରୀ ନିଲମ୍ବିତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ୩ ଜଣ ପିଇଓ ଓ ଜଣେ ଆରଆଇ । ଖବର ମୁତାବକ, ବାତ୍ୟା ଦାନାର ମୁକାବିଲା ସମୟରେ ୪ ଅଧିକାରୀ ନିଜ ଦାୟିତ୍ୱରେ ଖିଲାପ କରିବା ସହ ଲୋକଙ୍କୁ ଦୁର୍ବ୍ୟବହାର…

ବାଲେଶ୍ୱରରେ ବନ୍ୟା ସ୍ଥିତି, ୧୦ ଗାଁ ବିଚ୍ଛିନ୍ନ

ବାଲେଶ୍ୱର: ଚାଲି ଯାଇଛି ବାତ୍ୟା ଦାନା ହେଲେ ବେହାଲ କରିଦେଇଛି ଜନଜୀବନ । ଦାନା କାରଣରୁ ଲଗାଣ ବର୍ଷା ହେତୁ ବାଲେଶ୍ୱର ଜିଲ୍ଲାରେ ଉପୁଜିଛି ବନ୍ୟା ସ୍ଥିତି । ଜିଲ୍ଲାର ୧୦ଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଖବର ରହିଛି । ତେବେ ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳରେ ପ୍ରବଳ…

ରାଜଧାନୀରେ ବାଘ ଆତଙ୍କ, ବିମାନବନ୍ଦର ନିକଟରେ ମିଳିଲା ପାଦ ଚିହ୍ନ

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦର ନିକଟରେ ବାଘ ଆତଙ୍କ । ଆଜି ସକାଳ ପ୍ରାୟ ୯ ଟା ୨୯ ମିନିଟ ବେଳକୁ ଭୁବନେଶ୍ୱର ବିମାନବନ୍ଦର ଡ୍ରଂପିଙ୍ଗୟାର୍ଡ ନିକଟରେ ଏକ ଭାଗ ବୁଲୁଥିବାର ସେଠି କାମ କରୁଥିବା କିଛି ଲୋକ ଦେଖିବାକୁ ପାଇଥିଲେ। ସ୍ଥାନୀୟ ଅଞ୍ଚଳରେ ଏହା ପରେ ଭୟର ବାତାବରଣ ସୃଷ୍ଟି…

ଓଡି଼ଶାର ୬ ଜିଲ୍ଲାରେ ବନ୍ଦ ରହିଛି ବିଦ୍ୟାଳୟ

ଭୁବନେଶ୍ୱର: ବାତ୍ୟା 'ଦାନା' ଯୋଗୁ ରାଜ୍ଯର ୬ଟି ଜିଲ୍ଲାରେ ବିଦ୍ୟାଳୟ ଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି ପ୍ରଶାସନ। ଖରାପ ପାଗ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦ୍ରାପଡା ଏବଂ କେନ୍ଦୁଝର ଜିଲ୍ଲାରେ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ନନ୍ଦନକାନନ

ଭୁବନେଶ୍ୱର: ସ୍ଵାଭାବିକ ହେଲା ନନ୍ଦନକାନନ ବୁଲା। ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ନନ୍ଦନକାନନ। ବାତ୍ୟା ଦାନା ପାଇଁ ଗତ ୨୪, ୨୫ ଦୁଇଦିନ ନନ୍ଦନକାନନ କର୍ତ୍ତୁପକ୍ଷଙ୍କ ପକ୍ଷରୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଥିଲା। ଉଭୟ ଜୀବଜନ୍ତୁ ଓ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି…

ଦାନା ପ୍ରଭାବରେ ଲଗାଣ ବର୍ଷା: ବେହାଲ ହେଲାଣି ପରିସ୍ଥିତି

ଭୁବନେଶ୍ୱର: ବାତ୍ୟା ଦାନା ପ୍ରଭାବରେ ଏବେ ଡରାଇଲେଣି ରାଜ୍ୟର ପ୍ରମୁଖ ନଦୀ। ଲଗାଣ ବର୍ଷାରେ ଏବେ ପୂରି ଉଠିଲାଣି ନଦୀ ନାଳ। ଏମିତିକି ରାସ୍ତାରେ ଚାଲିଲାଣି ଆଣ୍ଠୁଏ ପାଣି। ବାତ୍ୟା କିଛି ମାତ୍ର ତଳିଥିବ ବେଳେ ଏବେ ଦାଉ ସାଧୁଛି ବର୍ଷା।ଗୋଟେ ପଟେ ବର୍ଷା ପାଣି ଅନେକ ଲୋକଙ୍କ ଘରେ ପଶିଥିବା…

ବଞ୍ଚେଇ ଦେଲା ହେନ୍ତାଳ ବଣ

କେନ୍ଦ୍ରାପଡା: ବଡ଼ ବାତ୍ୟା ଏଡାଇଲା ହେନ୍ତାଳ ବଣ । ହେନ୍ତାଳ ଗଛ ପାଇଁ କମିଲା ବାତ୍ୟା କ୍ଷୟକ୍ଷତି। କିଛି ଏମିତି କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ। ତେବେ ବାତ୍ୟା ଦାନା ଭୀଷଣ ରୂପ ନେଇଆସୁଥିବା ପୂର୍ବରୁ ଆକଳନ କରାଯାଇଥିଲେ ମଧ୍ୟ ଭିତରକନିକା ହବାଳିଖଟିରେ ମାଡ଼ ହେବ ପରେ…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ମୋହନଙ୍କ ପରେ ଆଉ ଜଣେ ଓଡିଆଙ୍କୁ ଗୁରୁ ଦାୟିତ୍ବ

ଭୁବନେଶ୍ୱର: ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି ଭାରତୀୟ ଜନତା ପାର୍ଟି (ବିଜେପି) । ଶୁକ୍ରବାର ଜାରି କରିଥିବା ଷ୍ଟାର ପ୍ରଚାରକ ତାଲିକାରେ ୪୦ ଜଣଙ୍କୁ ରଖିଛି ଦଳ । ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ…

୨୦ କେଜି ସୁନା ସହ ଗାଡ଼ି ଜବତ, ୨ ଅଟକ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦାର ଏମକେସି ହାଇସ୍କୁଲ ଛକ ନିକଟରେ ବିପୁଳ ପରିମାଣର ସୁନା ଜବତ କରିଛି ଜିଏସଟି ଟିମ୍‌‌ । ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ଖବର ମୁତାବକ, କାଲି ମଧ୍ୟ ରାତ୍ରରେ ଏକ ଲଜିଷ୍ଟିକ୍ ଗାଡ଼ି କୋଲକତାରୁ ଜଳେଶ୍ୱର ଦେଇ ବାରିପଦା ସହରରେ…

୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ । ଦିଲ୍ଲୀ ଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାତ୍ୟା…