Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ

ଭୁବନେଶ୍ୱର: ପୁଣି ଝାରପଡ଼ା ଜେଲ୍ ଭିତରେ ମାରପିଟ୍‌ ହେବା ଘଟଣା ସାମ୍ନାକୁ ଆସିଛି । ଜେଲ ୱାର୍ଡରଙ୍କୁ କେତେଜଣ କଏଦୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ମାରପିଟ୍‌ ପରେ ଜେଲରେ ଏମର୍ଜେନ୍ସି ସାଇରନ୍‌ ବାଜି ଉଠିଥିଲା । ଖବର ପାଇ ଲକ୍ଷ୍ମୀସାଗର ପୋଲିସ ଜେଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ…

ବାତ୍ୟା ଦାନା ପ୍ରଭାବ: ପୁରୀରେ ସବୁଠୁ ଅଧିକ ବର୍ଷିଲା

ଭୁବନେଶ୍ୱର: ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି ବାତ୍ୟା ଦାନା। ଶୁକ୍ରବାର ରାତି ୧୨.୫ରେ ସ୍ଥଳଭାଗ ଛୁଇଁଥିବା ବେଳେ ଆଜି ସକାଳେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ କରିଛି ଦାନା। ବର୍ତ୍ତମାନ ଭୀଷଣ ବାତ୍ୟା, ବାତ୍ୟା ରୂପ ନେଇଥିବା ବେଳେ ଧୀରେ ଧୀରେ ଗଭୀର ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ…

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ସିଂହଦ୍ଵାର ଆଉ ବେଳାଭୂମି…

ପୁରୀ: ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ। ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ବାତ୍ୟାର ପ୍ରଭାବ କମିବା ପରେ ପର୍ଯ୍ୟଟକଙ୍କ ପାଇଁ ଥିବା କଟକଣା ପ୍ରତ୍ୟାହୃତ କରାଯାଇଛି। ତେବେ ବାତ୍ୟା ଲ୍ୟାଣ୍ଡଫଲ୍…

କାହିଁକି ଦୁର୍ବଳ ହେଲା ଭୟଙ୍କର ବାତ୍ୟା ‘ଦାନା’? ଜାଣନ୍ତୁ କାରଣ…

ଭୁବନେଶ୍ବର: ଭୀଷଣ ବାତ୍ୟାର ରୂପ ନେଇ ଉପକୂଳ ଆଡକୁ ମାଡିଆସୁଥିବା ‘ଦାନା’ ହଠାତ୍ ଦୁର୍ବଳ ହୋଇଯାଇ ଗତ ରାତି ୧୨ଟାରେ ଭିତରକନିକାର ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଏହା ଲ୍ୟାଣ୍ଡଫଲ୍‌ କରିଥିଲା । ଆଉ ସକାଳ ସାଢେ ୮ଟାରେ ଏହାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସରିଥିଲା । ହେଲେ ହଠାତ୍ କେଉଁ…

ଧିରେ ଧିରେ ଶାନ୍ତ ହେଉଛି ‘ଦାନା’: ସରିଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

କେନ୍ଦ୍ରାପଡା: ଶେଷ ହେଲା ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା।ତାଣ୍ଡବ ରଚିବା ପରେ ଧିରେ ଧିରେ ଶାନ୍ତ ହେଉଛି 'ଦାନା'।ଶୁକ୍ରବାର ମଧ୍ୟରାତ୍ରିରେ ପ୍ରାୟ ୧୨ ଟା ୫ ମିନିଟରେ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ଭିତରକନିକା ଏବଂ ଧାମରା ଅଞ୍ଚଳରେ ପବନର ବେଗ ବୃଦ୍ଧି ପାଇଥିଲା। ରାତିସାରା ତାଣ୍ଡବ…

ବ୍ରହ୍ମପୁର ମେଡିକାଲ କଲେଜରେ ରାଗିଂ ଅଭିଯୋଗ

ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜିରେ ଏମବିବିଏସ ୨ୟ ବର୍ଷ ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। କଲେଜର ବିଭିନ୍ନ ହଷ୍ଟେଲରେ ଏକାଧିକ ଛାତ୍ରଙ୍କୁ ରାଗିଂ କରାଯାଇଥିବା ନେଇ ନ୍ୟାସନାଲ ମେଡିକାଲ କାଉନସିଲ୍‌ ନିକଟରେ ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଉକ୍ତ ଅଭିଯୋଗ ଆଧାରରେ ତଦନ୍ତ ପାଇଁ କଲେଜ…

ଆରମ୍ଭ ହେଲା ଟ୍ରେନ୍ ଚଳାଚଳ, କିନ୍ତୁ ହୋଇନି ସ୍ବାଭାବିକ

ଭୁବନେଶ୍ଵର: ଆରମ୍ଭ ହେଲା ଟ୍ରେନ୍ ଚଳାଚଳ । କିନ୍ତୁ ହୋଇନି ସ୍ବାଭାବିକ । ବାତ୍ୟା ‘ଦାନା’ ପାଇଁ ୨୦୦ ରୁ ଉର୍ଦ୍ଧ୍ଵ ଟ୍ରେନ ବାତିଲ କରିଥିଲା ପୂର୍ବତଟ ରେଳବାଇ । ଏବେ ବାତିଲ୍ ଟ୍ରେନ୍ ଛଡ଼ା ଅନ୍ୟ ସମସ୍ତ ଟ୍ରେନ୍ ସମୟ ଅନୁସାରେ ଚାଲିବ ବୋଲି ସୂଚନା ଦେଇଛି ପୂର୍ବତଟ ରେଲୱେ । ବିଶାଖାପାଟଣା…

ଟଳି ଗଲା ବାତ୍ୟା, ଘାରିଲାଣି ବନ୍ୟା ଆଶଙ୍କା 

ଭୁବନେଶ୍ୱର: ଟଳି ଗଲା ବଡ଼ ବାତ୍ୟା। ହେଲେ ବାତ୍ୟା ପ୍ରଭାବରେ ତୁହାକୁ ତୁହା ବର୍ଷା ଏବେ ବନ୍ୟା ଆଶଙ୍କା ସୃଷ୍ଟି କଲାଣି। ଏନେଇ ଏବେ ୧୬ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ସତର୍କ କରିଛି ଆଇଏମଡି। ଅନୁଗୁଳ, ବାଲେଶ୍ଵର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ,…

ଦିନ ୧ଟା ସୁଦ୍ଧା ରାସ୍ତା ସଫେଇ କାମ ସରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଅଧରାତିର ପ୍ରଳୟ ରଚିଛି ବାତ୍ୟା ‘ଦାନା’ । ‘ଦାନା’ ପ୍ରଭାବରେ ତିନି ଜିଲ୍ଲାରେ ବ୍ୟପକ କ୍ଷୟକ୍ଷତି ହୋଇଛି । କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଜିଲ୍ଲାର ଅଧିକାଶଂ ସ୍ଥାନରେ ଅଧିକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି । ଆଜି ସକାଳୁ ସକାଳୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ…

କେଉଁଠି ଖୁସି ତ କେଉଁଠି ଦୁଃଖ ଦେଇଗଲା ‘ଦାନା’, ବାତ୍ୟା ବେଳେ ଜନ୍ମ ନେଲେ ୧୬୦୦ ଶିଶୁ

ଭୁବନେଶ୍ଵର: ଭୀଷଣ ବାତ୍ୟାର ରୂପ ନେଇ ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁଛି ‘ଦାନା’। କେଉଁଠି ଘର ଦ୍ଵାର ଭାଙ୍ଗି ଲୋକଙ୍କୁ ଦୁଃଖ ଦେଇଯାଇଛି ତ କେଉଁଠି ଦେଇଛି ଖୁସି ଖବର । ବାତ୍ୟା ବେଳେ ରାଜ୍ୟରେ ଜନ୍ମ ନେଇଛନ୍ତି ପ୍ରାୟ ୧୬୦୦ ଶିଶୁ । ଗତକାଲି ରାତିରେ ଏସ୍‌ଆରସିଙ୍କ…